Posted inଖେଳ

ୟୁଏଇରେ ଭାରତୀୟ ଦୃଷ୍ଟିବାଧିତ କ୍ରିକେଟ ଦଳ

ଦୁବାଇ,୨୨ା୨ବନ୍ଧୁତ୍ୱପୂର୍ଣ୍ଣ ତ୍ରିରାଷ୍ଟ୍ରୀୟ ସିରିଜ ପାଇଁ ୟୁଏଇରେ ପହଞ୍ଚିଛି ଭାରତୀୟ ଦୃଷ୍ଟିବାଧିତ ପୁରୁଷ କ୍ରିକେଟ ଦଳ। ଭାରତ ବ୍ୟତୀତ ପାକିସ୍ତାନ ଓ ବାଂଲାଦେଶ ଏହି ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରୁଛନ୍ତି। ଦୃଷ୍ଟିବାଧିତ କ୍ରିକେଟକୁ ନେଇ ସଚେତନତା ସୃଷ୍ଟି କରିବା ଏହି ସିରିଜ୍‌ର ଳକ୍ଷ୍ୟ ରହିଛି। ଭାରତୀୟ ଦଳ ବୁଧବାର ୟୁଏଇରେ ପହଞ୍ଚିଛି। ସିରିଜ୍‌ ପୂର୍ବରୁ ବେଙ୍ଗାଲୁରୁରେ ୧୨ ଦିନିଆ ଅଭ୍ୟାସ କ୍ୟାମ୍ପ ହୋଇଥିଲା। କ୍ୟାମ୍ପରେ ପ୍ରଦର୍ଶନ ଆଧାରରେ ଦଳ ଚୟନ କରାଯାଇଥିଲା। ଏହି ଦଳରେ ୪ ଜଣ ଓଡ଼ିଆ ଖେଳାଳି ସ୍ଥାନ ପାଇଛନ୍ତି। ଦେବରାଜ ବେହେରା, ପଙ୍କଜ ଭୁଏ, ନକୁଳ ବଡନାୟକ ଓ ସୁଖରାମ ମାଝୀ ଏହି ଦଳରେ ସ୍ଥାନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରାରେ ଅଘଟଣ: ରାମଦୋଳିରୁ ଖସି ପଡ଼ିଲେ ଯୁବକ, ଆଉ ତା’ପରେ ଘଟିଲା…

ଲୋଇସିଂହା,୩ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଝାରମୁଣ୍ଡା ଆଞ୍ଚଳିକ ଧନୁଯାତ୍ରାର ଉଦ୍‌ଯାପାନୀ ସନ୍ଧ୍ୟାରେ ରାମଦୋଳିରୁ ପଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ...

‘ବଞ୍ଚାନ୍ତୁ…’, ଭାରତର ଶ୍ରେଷ୍ଠ ଖେଳାଳିମାନଙ୍କୁ ସାହାଯ୍ୟ ପାଇଁ ନିବେଦନ କଲେ…

ନୂଆଦିଲ୍ଲୀ,୩।୧: ଭାରତୀୟ ଫୁଟବଲ ସଙ୍କଟରେ ଅଛି। ଇଣ୍ଡିଆନ ସୁପର ଲିଗ (ISL) ହେବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟତା ନାହିଁ। ISL...

ଇନ୍ଦୋର ପାଣିରେ ବ୍ୟାକ୍ଟେରିଆ

ନୂଆଦିଲ୍ଲୀ,୩ା୧: ମଧ୍ୟପ୍ରଦେଶର ଇନ୍ଦୋର ଅନ୍ତର୍ଗତ ଭଗୀରଥପୁରା ଅଞ୍ଚଳରେ ଦୂଷିତ ପାଣିରୁ ଡାଇରିଆ ବ୍ୟାପି ୧୦ ଜଣଙ୍କ ମୃତ୍ୟୁ ଘଟିବା ସହ ୧,୪୦୦ରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ...

ଚିତାଳୋ କଲେଜର ପୂର୍ବତନ ଅଧ୍ୟକ୍ଷ, ସଭାପତି ଗିରଫ, ଏହି ମାମଲାରେ…

ଯାଜପୁର/ ଯାଜପୁର ଟାଉନ୍‌ ୩ା୧(ହର୍ଷବର୍ଦ୍ଧନ ବେହେରା/ ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଜିଲା ଦଶରଥପୁର ବ୍ଲକ ଚିତାଳୋ ଡିଗ୍ରୀ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଅଦ୍ୱୈତ ପ୍ରସାଦ...

ନୂଆ ଦାୟିତ୍ୱ ଗ୍ରହଣ କଲେ ଦେଓ ରଞ୍ଜନ, ହେମନ୍ତ ଶର୍ମା

ଭୁବନେଶ୍ୱର,୩ା୧(ସୁନିତ୍‌ ମିଶ୍ର): ରାଜ୍ୟର ଉନ୍ନୟନ କମିଶନର(ଡିସି) ଭାବେ ନିଯୁକ୍ତି ପାଇଥିବା ୧୯୯୩ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଦେଓ ରଞ୍ଜନ କୁମାର ସିଂ ଶୁକ୍ରବାର ତାଙ୍କ ନୂଆ...

ଆହୁରି ୫ଦିନ ଘନ କୁହଡ଼ି: ଆଗାମୀ ୨୪ ଘଣ୍ଟା ପାଇଁ…

ଭୁବନେଶ୍ୱର,୩ା୧(ବନ୍ଦନା ସେଠୀ): ଘନ କୁହୁଡ଼ି ବଳୟରେ ଅସ୍ତବ୍ୟସ୍ତ ଜୀବନ। ଫଳରେ ଦୃଶ୍ୟମାନ କ୍ଷମତା ହ୍ରାସ ପାଇବାରୁ ଯାତାୟାତ ବାଧାପ୍ରାପ୍ତ ହେଉଛି। ତେବେ ତାପମାତ୍ରାରେ ସାମାନ୍ୟ ପରିବର୍ତ୍ତନ...

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri