Posted inଖେଳ

ସ୍ପାଇଡରମ୍ୟାନ୍‌ ସାଜିଲେ ଏହି ଖେଳାଳି: ପ୍ରଶଂସକ କହୁଛନ୍ତି ଏମିତି…

ଗାବା ଗ୍ରାଉଣ୍ଡରେ ଅଷ୍ଟ୍ରେଲିଆ ବିରୋଧରେ ଭଲ ପ୍ରଦର୍ଶନ କରିଥିବା ଭାରତୀୟ ଖେଳାଳି ରିଷଭ ପନ୍ତ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାରେ ରହିଛନ୍ତି । ଏହି ଯୁବ ଖେଳାଳିଙ୍କୁ ଭାରତୀୟ ଜର୍ସି ପିନ୍ଧିବାର ଆମେ ବହୁବାର ଦେଖିଛୁ। କିନ୍ତୁ ଏବେ ତାଙ୍କର ସ୍ପାଇଡରମ୍ୟାନ୍‌ ଲୁକ୍‌ ସାମ୍ନାକୁ ଆସିଛି। ସେ ଏକ ବଡିସୁଟ୍‌ ପିନ୍ଧି ସମ୍ପୂର୍ଣ୍ଣ ସ୍ପାଇଡରମ୍ୟାନ୍‌ ପରି ଦେଖାଯାଉଛନ୍ତି। ତାଙ୍କର ଏହି ଫଟୋ ଏବେ ସୋସିଆଲ ମିଡିଆରେ ବହୁତ ଭାଇରାଲ ହେଉଛି।
ସୋସିଆଲ ମିଡିଆରେ ପନ୍ତଙ୍କର ୩ ମିଲିୟନ ଫଲୋଅର୍ସ ରହିଛନ୍ତି। ସେ ତାଙ୍କ ପ୍ରଶଂସକଙ୍କୁ କେବେ ନାରାଜ କରି ନ ଥାନ୍ତି। ସବୁ ସମୟରେ ନିଜର ଭିଡିଓ ଏବଂ ଫଟୋ ପ୍ରଶଂସକଙ୍କ ପାଇଁ ଶେୟାର କରିଥାନ୍ତି। ଲାଲ ଏବଂ ନୀଳ ରଙ୍ଗର ବଡି ହେଙ୍ଗିଂ ପୋଷାକ ପିନ୍ଧି ନିଜକୁ ସ୍ପାଇଡରମ୍ୟାନ୍‌ ବୋଲି ପନ୍ତ କହୁଛନ୍ତି। ପନ୍ତଙ୍କର ଏହି ଲୁକ୍‌କୁ ପ୍ରଶଂସକମାନେ ବହୁତ ପସନ୍ଦ କରୁଛନ୍ତି। ଜଣେ ପ୍ରଶଂସକ ଲେଖିଛନ୍ତି, ମୋ ହୃଦୟର ନିଦ ହଜାଇ ଦେଇଛନ୍ତି ରିଷଭ ପନ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ସୁପର-୮ ପର୍ଯ୍ୟାୟ: ନ୍ୟୁଜିଲାଣ୍ଡକୁ ଭେଟିବ ପାକିସ୍ତାନ

କଲମ୍ବୋ, ୨୧ା୨:ଚଳିତ ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ଶନିବାର ଆରମ୍ଭ ହେବ। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ପରସ୍ପରର ସମ୍ମୁଖୀନ ହେବେ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ। ନ୍ୟୁଜିଲାଣ୍ଡ…

ସୁପ୍ରିମକୋର୍ଟରୁ ଝଟକା ପରେ ଟ୍ରମ୍ପଙ୍କ ପ୍ରତିଶୋଧ! ବିଶ୍ବବ୍ୟାପୀ ୧୦% ଟାରିଫ୍ ଲଗାଇଲେ…

ନୂଆଦିଲ୍ଲୀ,୨୧।୨: ସୁପ୍ରିମକୋର୍ଟରେ ଟ୍ରମ୍ପଙ୍କ ପରାଜୟ ପରେ, ଆମେରିକା ରାଷ୍ଟ୍ରପତି ତାଙ୍କର ବାଣିଜ୍ୟ ନୀତିକୁ ଆହୁରି ତୀକ୍ଷ୍ଣ କରିଛନ୍ତି । ବିଦେଶୀ ସାମଗ୍ରୀ ଉପରେ ଟ୍ରମ୍ପ୍‌ଙ୍କ ୧୦% ନୂଆ…

ଫେବୃଆରୀ ୨୮ ସୁଦ୍ଧା ଧାନ ନ ଉଠିଲେ ଆନ୍ଦୋଳନ: ଧମକ ଦେଲେ ଚାଷୀ

ପଦ୍ମପୁର,୨୧ା୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୩ ମାସ ବିତିଯାଇଛି। ମାତ୍ର ଏବେ ବି ଚାଷୀ ମଣ୍ଡିରେ ଡେରାପକାଇ ସେମାନଙ୍କ ଧାନ କେବେ ଉଠିବ ସେହି ଚିନ୍ତାରେ…

ଆଗ ଥଇଥାନ, ପରେ ଉଚ୍ଛେଦ: ଜବରଦଖଲ ଉଚ୍ଛେଦକୁ ନେଇ ବଢିଲା ଅସନ୍ତୋଷ

ବରଗଡ଼,୨୧।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦ ଅଧୀନ ବିଭିନ୍ନ ୱାର୍ଡରେ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଏହି ଉଚ୍ଛେଦ ପ୍ରକ୍ରିୟାରେ ବଡ଼ବଡ଼ିଆଙ୍କଠାରୁ ଅଧୀକ ଗରିବ ଶ୍ରେଣୀର ଲୋକେ…

ଖୋଲା ଦେହରେ ଯୁବ କଂଗ୍ରେସର ବିକ୍ଷୋଭ

ନୂଆଦିଲ୍ଲୀ,୨୧ା୨: ଦିଲ୍ଲୀ ଭାରତ ମଣ୍ଡପମ୍‌ଠାରେ ଚାଲିଥିବା ଇଣ୍ଡିଆ ଏଆଇ ସମିଟ୍‌ ସ୍ଥଳରେ ଶୁକ୍ରବାର ଯୁବ କଂଗ୍ରେସ ପକ୍ଷରୁ ବିକ୍ଷୋଭ କରାଯାଇଛି । ଶନିବାର ଏହି ସମିଟ୍‌ର ଶେଷ…

ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୪୮ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର, ୨୧ା୨ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୪୮ ଘଣ୍ଟାରେ ଏହାର ସ୍ଥିତି ଓ ପ୍ରଭାବ ସ୍ପଷ୍ଟ ହେବ। ଏବେ ରାଜ୍ୟରେ ପାଗ ମୁଖ୍ୟତଃ…

ଝିଅର ଟିକ୍‌ଟକ୍‌ ନିଶା, ୫୧ ଲକ୍ଷର ବିଲ୍‌ ଗଣିଲେ ଦମ୍ପତି

ଲଣ୍ଡନ,୨୧।୨: ମୋବାଇଲ ଫୋନ୍‌ରେ ଟିକ୍‌ଟକ୍‌ ଦେଖିବାକୁ ୫୧ ଲକ୍ଷ ଟଙ୍କାର ବିଲ୍‌ ଭରିବା କଥା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବେ। ଏଭଳି କଥା ଆଶ୍ଚର୍ଯ୍ୟ ଲାଗୁ ଥିଲେ…

ସୁପ୍ରିମକୋର୍ଟଙ୍କ ଉପରେ ବର୍ଷିଲେ ଟ୍ରମ୍ପ, କହିଲେ ବ୍ୟାକଅପ୍ ପ୍ଲାନ ପ୍ରସ୍ତୁତ…

ନୂଆଦିଲ୍ଲୀ,୨୧।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକାର ସୁପ୍ରିମକୋର୍ଟଙ୍କ ଶୁଳ୍କ ଉପରେ ନିଷ୍ପତ୍ତିକୁ କଡ଼ା ସମାଲୋଚନା କରିଛନ୍ତି । ଟ୍ରମ୍ପ କହିଛନ୍ତି ଯେ କୋର୍ଟଙ୍କ ନିଷ୍ପତ୍ତି ନିରାଶାଜନକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri