Posted inଖେଳ

ନେଟ୍‌ ସେସନ ଆରମ୍ଭ କଲା ଭାରତୀୟ ଦଳ, ଖେଳାଳିଙ୍କୁ ସ୍ବାଗତ କଲେ କୋଚ୍‌ ଶାସ୍ତ୍ରୀ

ଚେନ୍ନାଇ,୨।୨: ଆସନ୍ତା ୫ ତାରିଖରୁ ଇଂଲଣ୍ଡ ବିପକ୍ଷରେ ଆରମ୍ଭ ହେବାକୁ ଯାଉଥିବା ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପାଇଁ ଭାରତୀୟ ଦଳର ଖେଳାଳିମାନେ ମଙ୍ଗଳବାରଠାରୁ ନେଟ୍‌ ସେସନ ଆରମ୍ଭ କରିଛନ୍ତି। ଉତ୍ସାହ ଭରା ବକ୍ତବ୍ୟ ସହ ଟିମ୍‌ ଇଣ୍ଡିଆର ସ୍ବାଗତ କରିଛନ୍ତି ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ। ଏ ନେଇ ଟୁଇଟ୍‌ ଯୋଗେ ସୂଚନା ଦେଇଛି ବିସିସିଆଇ।

କ୍ୱାରାଣ୍ଟିନ ପରିୟଡ୍‌ ଶେଷ ହେବା ପରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ତା’ର ପ୍ରଥମ ଆଉଟ୍‌ଡୋର ଟ୍ରେନିଂ ସେସନରେ ଯୋଗ ଦେଇଛି। ସମସ୍ତ ଖେଳାଳିଙ୍କ ୩ ଥର ଆରଟି-ପିସିଆର ଟେଷ୍ଟ କରାଯାଇଥିଲା, ଯାହାର ରିପୋର୍ଟ ନେଗେଟିଭ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ୟୁରୋପିଆନ ପ୍ରତିଯୋଗିତାରୁ ମାଞ୍ଚେଷ୍ଟର ସିଟି ବାସନ୍ଦ

ନିଓନ(ସୁଇଜରଲାଣ୍ଡ),୧୫।୨(ଏଏଫ୍‌ପି)- ମାଞ୍ଚେଷ୍ଟର ସିଟି ଫୁଟବଲ ଦଳକୁ ୟୁରୋପିଆନ ପ୍ରତିଯୋଗିତାରୁ ଆଗାମୀ ୨ ବର୍ଷ ପାଇଁ ବାସନ୍ଦ କରାଯାଇଛି। ଦଳ ଆର୍ଥିକ ଫେୟାର ପ୍ଲେ ନିୟମ ଭଙ୍ଗ...

ପ୍ରଥମଥର ହାତ ଧରାଧରି ହୋଇ ଆସିଲେ ଆଥିଆ-ରାହୁଲ

ବଲିଉଡ ଅଭିନେତା ସୁନୀଲ ଶେଟ୍ଟୀଙ୍କ ଝିଅ ତଥା ଅଭିନେତ୍ରୀ ଆଥିଆ ସେଟ୍ଟି ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ରହିଥା’ନ୍ତି। ସେ କ୍ରିକେଟର...

ବାର୍ଟି-ପ୍ଲିସ୍‌କୋଭା ଫାଇନାଲ

ଲଣ୍ଡନ, ୯।୧-ଅଷ୍ଟ୍ରେଲିଆର ଆଶ୍‌ଲେ ବାର୍ଟି ଚଳିତ ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ଫାଇନାଲରେ ସେ ଚେକ୍‌ ରିପବ୍ଲିକର କାରୋଲିନା ପ୍ଲିସ୍‌କୋଭାଙ୍କୁ...

ଧୋନୀଙ୍କ ଝିଅ ହାତରେ ଧରିଲେ ତଲଓ୍ବାର୍‌

ରାଞ୍ଚି, ୧୬।୮:ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଝିଅ ଜିଭାଙ୍କୁ ତ ଆପଣ ପୂର୍ବରୁ ଅନେକ ମସ୍ତି କରୁଥିବାର ଦେଖିଥିବେ। ଏବେ...

ରେକର୍ଡ ବିଜୟ

ଗଲ୍ଫ ସୁପରଷ୍ଟାର ଟାଇଗର ଉଡ୍ସ ବିଭିନ୍ନ କାରଣରୁ ଫର୍ମ ଓ ଫିଟ୍‌ନେସ ପାଇଁ ସଂଘର୍ଷ କରିଆସୁଥିଲେ ମଧ୍ୟ ନିକଟରେ ଜୋଜୋ ଚାମ୍ପିୟନଶିପ୍‌ରେ ବିଜୟୀ ହୋଇଛନ୍ତି। ଏଥିସହିତ...

ରୋହିତଙ୍କ ଦ୍ୱିଶତକ: ଖେଳ ରୋକିଲା ଖରାପ ଆଲୋକ

ରାଞ୍ଚି,୨୦।୧୦- ଏଠାରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ତୃତୀୟ ଟେଷ୍ଟର ଦ୍ୱିତୀୟ ଦିନ ମଧ୍ୟ ଖରାପ ଆଲୋକ ଯୋଗୁ ଶୀଘ୍ର ଖେଳ ବନ୍ଦ...

ଭାଲେଟାଇନ୍ସ ଡେ’ରେ ପ୍ରେମିକାଙ୍କ ସହ ରୋମାଣ୍ଟିକ ହେଲେ ରାହୁଲ

ଆଜି ଭାଲେଣ୍ଟାଇନ୍ସ ଡେ’ ଅର୍ଥାତ୍‌ ପ୍ରେମ ଦିବସ। ଏହି ଦିନ ପ୍ରେମିକା-ପ୍ରେମିକାମାନେ ପରସ୍ପର ପ୍ରତି ଥିବା ପ୍ରେମ ପ୍ରକାଶ କରିଥାନ୍ତି। ଭାରତୀୟ କ୍ରିକେଟର୍‌ କେ.ଏଲ ରାହୁଲ...

ତୃତୀୟ ଟେଷ୍ଟ: ଦକ୍ଷିଣ ଆଫ୍ରିକା ଫଲୋଅନ୍‌

ପୋର୍ଟ ଏଲିଜାବେଥ,୨୦।୧- ଏଠାରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଦକ୍ଷିଣ ଆଫ୍ରିକା ଫଲୋଅନ୍‌ ହୋଇ ପରାଜୟ ଦ୍ୱାରରେ ପହଞ୍ଚିଛି। ଟସ୍‌ ଜିତି...

Advertisement
Archives

Model This Week