Posted inଖେଳ

ଭାରତୀୟ କ୍ରିକେଟ୍‌ ଦଳର ଏହି ସ୍ପିନରଙ୍କ ଭାବି-ସ୍ତ୍ରୀଙ୍କ ନୃତ୍ୟ ଭିଡିଓ ଭାଇରାଲ: ସୋସିଆଲ ମିଡିଆରେ ଚର୍ଚ୍ଚା

ଭାରତୀୟ କ୍ରିକେଟ୍‌ ଦଳର ଷ୍ଟାର ସ୍ପିନର ୟୁଜବେନ୍ଦ୍ର ଚହଲଙ୍କର ନିକଟରେ ନୃତ୍ୟଶିଳ୍ପୀ ଧନଶ୍ରୀ ବର୍ମାଙ୍କ ସହ ନିର୍ବନ୍ଧ ହୋଇଥିଲା। ଯଦିଓ ଧନଶ୍ରୀ ଜଣେ ଡାକ୍ତର, ସେ ମଧ୍ୟ ଜଣେ ନୃତ୍ୟଶିଳ୍ପୀ ଭାବରେ ଜଣାଶୁଣା। ତେବେ ବର୍ତ୍ତମାନ ଧନଶ୍ରୀଙ୍କ ନୃତ୍ୟର ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଏହି ଭିଡିଓ ଦେଖିବା ମାତ୍ରେ କେହିବି ତାଙ୍କ ନୃତ୍ୟର ପ୍ରଶଂସା ନ କରି ରହିପାରିବେନି।

ଏହି ଭିଡିଓରେ ଧନଶ୍ରୀ ଏକ ପଞ୍ଜାବୀ ଗୀତରେ ନାଚୁଛନ୍ତି। ୟୁଜବେନ୍ଦ୍ରଙ୍କ ଭାବିସ୍ତ୍ରୀଙ୍କ ପ୍ରଥମେ କଳା ପ୍ୟାଣ୍ଟ ଏବଂ କୋଟ୍‌ ପିନ୍ଧି ଡ୍ୟାନ୍ସ କରିଥିଲେ। ପରେ ସେ ଭାରତୀୟ ପାରମ୍ପରିକ ପୋଷାକ ଯଥା ‘ଲେହେଙ୍ଗା’ ପିନ୍ଧି ନାଚୁଥିବାର ନଜର ଆସିଥିଲେ।

ଧନଶ୍ରୀ ଏକ ନୀଳ ଲେହେଙ୍ଗାରେ ପିନ୍ଧି ଡ୍ୟାନ୍ସ କରୁଥିଲେ। ଯାହା ତାଙ୍କୁ ଖୁବ୍‌ ମାନୁଥିଲା। ଖୋଲା କେଶ ତାଙ୍କ ସୌନ୍ଦର୍ଯ୍ୟକୁ ଆହୁରି ଅଧିକ ସୁନ୍ଦର କରୁଥିଲା। ଦର୍ଶକ ଏହି ଭିଡିଓକୁ ବହୁତ ପସନ୍ଦ କରୁଛନ୍ତି।

ଚହଲ ଶନିବାର ନିଜ ଇନଷ୍ଟାଗ୍ରାମ ପୋଷ୍ଟ ମାଧ୍ୟମରେ କହିଛନ୍ତି ଯେ, ଉଭୟେ ବିବାହ ହଁ କହିଛନ୍ତି। ପରେ ପ୍ରଶଂସକ ଏବଂ ସେଲିବ୍ରିଟି ୟୁଜବେନ୍ଦ୍ର ଏବଂ ଧନଶ୍ରୀଙ୍କୁ ଅନେକ ଅଭିନନ୍ଦନ ଜଣାଉଛନ୍ତି। ସେମାନଙ୍କ ଏକାଠି ଫଟୋ ସୋସିଆଲ ମିଡିଆରେ ଶେୟାର କରିଥିଲେ ।

ସୋସିଆଲ ମିଡିଆରେ ଧନଶ୍ରୀ ବହୁତ ଆକ୍ଟିଭ ରହୁଛନ୍ତି। ଧନଶ୍ରୀ ବୃତ୍ତିରେ ଜଣେ ଦାନ୍ତ ଡାକ୍ତର। କିନ୍ତୁ ସେ ନୃତ୍ୟ ଏବଂ କୋରିଓଗ୍ରାଫିକୁ ବହୁତ ଭଲ ପାଆନ୍ତି। ଇନଷ୍ଟାଗ୍ରାମ ଏବଂ ଯୁଟ୍ୟୁବ୍‌ରେ ତାଙ୍କର ଫଲୋଅର୍ସଙ୍କ ସଂଖ୍ୟା ଅଧିକ।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ପାଇଁ ଗୌରବ ଆଣିଲେ ଯାଜ୍ଞସେନୀ: ପ୍ରବନ୍ଧ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରି ମୁଖ୍ୟମନ୍ତ୍ରୀଙ୍କଠୁ ପାଇଲେ ପୁରସ୍କାର

ମୋହନା,୧୫।୪( ମନ୍ମଥ ମିଶ୍ର ): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ସରକାର ପକ୍ଷରୁ ଓଡ଼ିଆ ସାହିତ୍ୟ ପକ୍ଷ ୨୦୨୬ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ…

ଆଇନଜୀବୀଙ୍କ ମସ୍ତିଷ୍କରେ ବିରଳ ଅସ୍ତ୍ରୋପଚାର ସଫଳ: ମୁଣ୍ଡରୁ ବାହାରିଲା ୩ ଶହ ଗ୍ରାମର ଓଜନର…ଡାକ୍ତର ଆଶ୍ଚର୍ଯ୍ୟ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ର ଜଣାଶୁଣା ଆଇନଜୀବୀ ତଥା ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥଙ୍କ ମସ୍ତିଷ୍କରେ ଟ୍ୟୁମର ହୋଇଥିବାରୁ…

କିଏ ହେବ ଆଶା ଭୋସଲେଙ୍କ ସମ୍ପତ୍ତିର ଉତ୍ତରଧିକାରୀ? ୟାଙ୍କୁ ମିଳିବ କୋଟି କୋଟି ଟଙ୍କାର ସମ୍ପତ୍ତି…

ମୁମ୍ୱାଇ: ବଲିଉଡର ପ୍ରସିଦ୍ଧ ଗାୟିକା ଆଶା ଭୋସଲେ ଆଉ ଆମ ମଧ୍ୟରେ ନାହାନ୍ତି। ଆଠ ଦଶନ୍ଧି ଧରି ହିନ୍ଦୀ ସିନେମାକୁ ତାଙ୍କର ସୁମଧୁର କଣ୍ଠସୱରରେ ସୁନ୍ଦର କରିଥିବା…

ଯୁଦ୍ଧରେ ଇରାନ ବିପର୍ଯ୍ୟସ୍ତ: ଏହି ୫ ଉପସାଗରୀୟ ଦେଶଠାରୁ ଦାବି କଲା କ୍ଷତିପୂରଣ

ତେହରାନ୍‌,୧୫।୪: ପାଞ୍ଚଟି ଉପସାଗରୀୟ ଦେଶ ବିରୁଦ୍ଧରେ  ଇରାନ ଗମ୍ଭୀର ଅଭିଯୋଗ ଆଣିଛି। ଇରାନ ଦାବି କରିଛି ଯେ ଆମେରିକା ଏବଂ ଇସ୍ରାଏଲ ଦ୍ୱାରା ଫେବୃଆରୀ ୨୮ରେ ହୋଇଥିବା…

ଏକର ପ୍ରତି ଏତେ କୋଟି ଟଙ୍କା ଦାବି କଲେ ଗ୍ରାମବାସୀ, ଶୁଣିକି ଆଶ୍ଚର୍ଯ୍ୟ ହୋଇଗଲେ…

ପାଟଣା,୧୫।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ସକାଳ ୯ଟାରେ ଚେମଣା ପଞ୍ଚାୟତ ବଳିଆ ପଶି…

ରାଘବ ଚଢାଙ୍କୁ ପୁଣି ଆଉ ଏକ ଝଟ୍‌କା, ପଞ୍ଜାବ ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୫।୪: ଆମ ଆଦମୀ ପାର୍ଟି ନେତା ଏବଂ ରାଜ୍ୟ ସଭାର ଉପନେତା ଅଶୋକ ମିତ୍ତଲଙ୍କ ଘର ଏବଂ କାର୍ଯ୍ୟାଳୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଚଢାଉ ମଧ୍ୟରେ, ପଞ୍ଜାବ…

ଡିଜେ ବଜେଇ ପ୍ରସେଶନ କରିବାରୁ ୨ ସାହି ମଧ୍ୟରେ ମାରପିଟ: ୧୫ ରୁ ଊର୍ଦ୍ଧ୍ୱ ଆହତ

ଆନନ୍ଦପୁର,୧୫।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅନ୍ତର୍ଗତ କେଶଦୁରାପାଳ ଗାଁରେ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି। ମଙ୍ଗଳବାର ରାତିରେ କଣ୍ଟାଫୋଡା…

ପବନ ଖେରାଙ୍କୁ ବଡ଼ ଝଟ୍‌କା: ଆଗୁଆ ଜାମିନ ଆଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫।୪: କଂଗ୍ରେସ ନେତା ପବନ ଖେରାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା ଲାଗିଛି। ସୁପ୍ରିମକୋର୍ଟ ତେଲଙ୍ଗାନା ହାଇକୋର୍ଟଙ୍କ ଅନ୍ତରୀଣ ଜାମିନ ପ୍ରଦାନ ଆଦେଶ ଉପରେ ସ୍ଥଗିତାଦେଶ ଲଗାଇଛନ୍ତି। କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri