ଭାରତୀୟ ମୁଦ୍ରା ସର୍ବକାଳୀନ ସର୍ବନିମ୍ନ ସ୍ତରରେ, ଫେଡେରାଲ ରିଜର୍ଭ ନିଷ୍ପତ୍ତି ପରେ ୮୦.୪୫ ସ୍ତରରେ…

ନୂଆଦିଲ୍ଲୀ, ୨୨।୯ : ଭାରତୀୟ ମୁଦ୍ରା ସର୍ବକାଳୀନ ସର୍ବନିମ୍ନ ସ୍ତରରେ ପହଞ୍ଚିଛି। ଗୁରୁବାର ଦିନ ଏହା ଆମେରିକୀୟ ଡଲାର ତୁଳନାରେ ୮୦.୨୮ସ୍ତରରେ ଖୋଲିଛି। ଏହାପୂର୍ବରୁ ବୁଧବାର ଏହା ୭୯.୯୮ରେ ବନ୍ଦ ହୋଇଥିଲା। ବୁଧବାର ଟଙ୍କା ଏହାର ସର୍ବକାଳୀନ ସର୍ବନିମ୍ନ ସ୍ତର ୮୦.୪୫ ଛୁଇଁଥିଲା। ଅପରପକ୍ଷରେ, ଗତ ୨୦ବର୍ଷ ମଧ୍ୟରେ ଡଲାରର ଏହା ସବୁଠୁ ବଡ ବୃଦ୍ଧି ବୋଲି କୁହାଯାଉଛି।

ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣ କରିବା ପାଇଁ ଆମେରିକାର କେନ୍ଦ୍ରୀୟ ବ୍ୟାଙ୍କ ଫେଡେରାଲ ରିଜର୍ଭ ସୁଧ ହାରକୁ ୦.୭୫ ପ୍ରତିଶତ ବୃଦ୍ଧି କରିବାକୁ ଘୋଷଣା କରିଛି। କ୍ରମାଗତ ତୃତୀୟ ବୃଦ୍ଧି ପରେ ବ୍ୟାଙ୍କର ବେଞ୍ଚମାର୍କ ପାଣ୍ଠି ହାର ୩ ରୁ ୩.୨୫ କୁ ବୃଦ୍ଧି ପାଇଛି। ୨୦୨୩ ସୁଦ୍ଧା ସୁଧ ହାର ୪.୬ ପ୍ରତିଶତକୁ ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି। ଭାରତ ସମେତ ସମଗ୍ର ବିଶ୍ୱ ଉପରେ ଏହାର ପ୍ରଭାବ ପଡିପାରେ।

ଏହି କାରଣରୁ ଶେୟାର ବଜାରରେ ଏକ ବଡ଼ ଧରଣର ହ୍ରାସ ଘଟିଛି। ଶେୟାର ବଜାର ଦିନର ନିମ୍ନ ସ୍ତରରେ ବୁଧବାର ବନ୍ଦ ହୋଇଥିଲା। ଡୋ ଜୋନ୍ସ ୩୦୧୮୪ ସ୍ତରରେ ବନ୍ଦ ହେବା ସହିତ ୫୨୨ ପଏଣ୍ଟ ହ୍ରାସ ପାଇଛି। ଅପରପକ୍ଷରେ ନାସଡାକ ୨୦୫ ପଏଣ୍ଟ ହରାଇ ୧୧,୨୨୦ ପଏଣ୍ଟରେ ବନ୍ଦ ହୋଇଯାଇଛି। ଏସ ଆଣ୍ଡ ପି ମଧ୍ୟ ୨ ପ୍ରତିଶତ ହ୍ରାସ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri