Posted inଜାତୀୟ

ବିକ୍ରମସିଙ୍ଘେଙ୍କୁ ଭେଟିଲେ ଭାରତୀୟ ପ୍ରତିନିଧି ଦଳ:…

କଲମ୍ବୋ,୨୭।୩ : ଭାରତର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଶ୍ରୀଲଙ୍କା ରାଷ୍ଟ୍ରପତି ରାନିଲ ବିକ୍ରମସିଙ୍ଘେଙ୍କୁ ଭେଟିଛନ୍ତି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ସଚିବ ପଙ୍କଜ କୈନଙ୍କ ନେତୃତ୍ୱରେ ଶ୍ରୀଲଙ୍କା ଗସ୍ତ କରିଥିବା ପ୍ରତିନିଧି ଦଳ ବିକ୍ରମସିଙ୍ଘେଙ୍କୁ ଶକ୍ତି କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗର ଅଗ୍ରଗତି ସମ୍ପର୍କରେ ସୂଚନା ଦେଇଛନ୍ତି।

ଏହି ସମୟରେ ଶକ୍ତି ସହଯୋଗ ପାଇଁ ଚିହ୍ନିତ ପ୍ରାଥମିକ କ୍ଷେତ୍ରଗୁଡିକ ଉପରେ ପଦକ୍ଷେପ ନେବାକୁ ଶ୍ରୀଲଙ୍କା ରାଷ୍ଟ୍ରପତି ପରାମର୍ଶ ଦେଇଥିଲେ। ଭାରତ ଶ୍ରୀଲଙ୍କାକୁ ୫୦୦ ସୌର ଚାଳିତ ଇନଡୋର ରନ୍ଧନ ପ୍ରଣାଳୀ ମଧ୍ୟ ପ୍ରଦାନ କରିବ ବୋଲି ହାଇ କମିଶନ ସୂଚନା ଦେଇଛନ୍ତି। ନିଗମର ଲଙ୍କା ଇଣ୍ଡିଆ ତୈଳ କମ୍ପାନୀ କହିଛି ଯେ ପେଟ୍ରୋଲିୟମ ସଚିବଙ୍କ ସହ ଆଇଓସି ଅଧ୍ୟକ୍ଷ ଶ୍ରୀକାନ୍ତ ମାଧବ ବୈଦ୍ୟ ମଧ୍ୟ ତ୍ରିନକୋମାଲିଠାରେ ଅବସ୍ଥିତ ଟର୍ମିନାଲ ପରିଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ପେଟ୍ରୋଲ ପମ୍ପ ସ୍ଥାନରେ ଧାନ ଚାଷ: ସାଟେଲାଇଟ ସର୍ଭେରେ ଧରାପଡିଲା ଗୁମର

ଛତ୍ରପୁର,୩୦।୧୨(ଦିଲ୍ଲୀପ ସାମଲ): ପେଟ୍ରୋଲ ପମ୍ପ ଅଛି, କିନ୍ତୁ ଧାନ ଚାଷ ହୋଇଥିବା ନେଇ ଚାଷୀ କରିଛି ପଞ୍ଜିକରଣ। ଶେଷରେ ରାଜ୍ୟ ସରକାରଙ୍କ ଓଡିଶା ରାଜ୍ୟ କମ୍ପ୍ୟୁଟର...

ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ଖାଲେଦା ଜିଆ କରିଥିଲେ ନାମାଙ୍କନ, ଏବେ ଆଲୋଚନା ପୁଅଙ୍କୁ ମିଳିବକି ସହାନୁଭୁତି? ଜାଣନ୍ତୁ ବାଂଲାଦେଶ ରାଜନୀତିର…

ଢାକା,୩୦।୧୨: ଆସନ୍ତା ବର୍ଷ ଫେବୃଆରୀରେ ବାଂଲାଦେଶରେ ସାଧାରଣ ନିର୍ବାଚନ ହେବାକୁ ଯାଉଛି। ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ମୃତ୍ୟୁକୁ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)...

ଯୁବବର୍ଗଙ୍କୁ ନୂଆବର୍ଷର ଉପହାର ଦେଲେ ସରକାର: ମିଳିବ ୧୫ ହଜାର ଟଙ୍କା, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୩୦।୧୨: ନୂଆବର୍ଷ ପୂର୍ବରୁ ସରକାର ଯୁବପିଢ଼ିଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛନ୍ତି। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ X ରେ ଟୁଇଟ୍‌ କରିଛି, ଯେଉଁଥିରେ...

ବୈତରଣୀ ନଦୀ ପାର୍‌ ହୋଇଆସିଲା ହାତୀ: ଲୋକେ ଭୟଭୀତ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଦେଖାଦେଇଛି। ହାତୀଟି ବ୍ଲକ ଅଧୀନ ବିଭିନ୍ନ ଗାଁ ଏବଂ ଛକ ବଜାରରେ ବୁଲୁଥିବାବେଳେ...

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ହୁକିଟୋଲାର ସୌନ୍ଦର୍ଯ୍ୟ

ମହାକାଳପଡ଼ା,୩୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଙ୍ଗୋପସାଗର ନୀଳ ଜଳରାଶି ସହ ବିଶାଳ ବାଲୁକା ଶଯ୍ୟା ଆଇଲାଣ୍ଡ ହୁକିଟୋଲା ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ଖୁବ୍‌...

ଭୟଙ୍କର ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ଘାଇକୁ ଖସିଲା ବସ୍, ୭ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୩୦।୧୨: ଉତ୍ତରାଖଣ୍ଡରୁ ବଡ଼ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଅଲମୋରା ଜିଲାରେ ଏକ ଯାତ୍ରୀବାହୀ ବସ ନିୟନ୍ତ୍ରଣ ହରାଇ ଘାଇକୁ ଖସି ଯାଇଥିଲା ।...

ୟାମିଙ୍କ ଇଚ୍ଛା

ମୁମ୍ବାଇ: ଆଦିତ୍ୟ ଧରଙ୍କ ଫିଲ୍ମ ‘ଧୁରନ୍ଧର’ ୨୦୨୫ର ସବୁଠାରୁ ବଡ଼ ଫିଲ୍ମ ହୋଇଛି। ଏହି ଫିଲ୍ମଟି ସାରା ବିଶ୍ୱରେ ୧୦୦୦ କୋଟିରୁ ଅଧିକ ଆୟ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri