KIIT ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଗଭୀର ଦୁଃଖ ପ୍ରକାଶ କଲା କାଠମାଣ୍ଡୁସ୍ଥିତ ଭାରତୀୟ ଦୂତାବାସ

କାଠମାଣ୍ଡୁ,୧୭।୨: ଓଡ଼ିଶାର ଭୁବନେଶ୍ୱରସ୍ଥିତ KIIT ବିଶ୍ୱବିଦ୍ୟାଳୟରେ ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏବେ ଏହି ଘଟଣାକୁ ନେଇ କାଠମାଣ୍ଡୁସ୍ଥିତ ଭାରତୀୟ ଦୂତାବାସ ଗଭୀର ଦୁଃଖ ପ୍ରକାଶ କରିଛି।

ଅନ୍ୟପଟେ ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ହସ୍ତକ୍ଷେପ କରିଛନ୍ତି। ଏକ୍ସରେ କହିଛନ୍ତି, ନୂଆଦିଲ୍ଲୀରେ ଆମର ଦୂତାବାସ ଓଡ଼ିଶାରେ ପ୍ରଭାବିତ ନେପାଳୀ ଛାତ୍ରମାନଙ୍କୁ ପରାମର୍ଶ ଦେବା ପାଇଁ ଦୁଇଜଣ ଅଧିକାରୀଙ୍କୁ ପଠାଇଛି। ଏହା ସହିତ ସେମାନଙ୍କ ପସନ୍ଦ ଅନୁସାରେ ସେମାନେ ହଷ୍ଟେଲରେ ରହିବେ ନା ଘରକୁ ଫେରିବେ ବିକଳ୍ପ ନିଶ୍ଚିତ କରିବା ପାଇଁ ବ୍ୟବସ୍ଥା କରାଯାଇଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri