Posted inଜାତୀୟ

ବିକ୍ରାନ୍ତ ମେସିଙ୍କୁ ଇଣ୍ଡିଆନ୍‌ ଫିଲ୍ମ ପର୍ସନାଲିଟି ଅଫ୍‌ ଦି ଇୟର ପୁରସ୍କାର

ନୂଆଦିଲ୍ଲୀ,୧ା୧୨: ୫୫ତମ ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ ଅଫ୍‌ ଇଣ୍ଡିଆ (ଆଇଏଫ୍‌ଏଫ୍‌ଆଇ ୨୦୨୪) ଗୋଆର ଡ. ଶ୍ୟାମାପ୍ରସାଦ ମୁଖାର୍ଜୀ ଇନ୍‌ଡୋର ଷ୍ଟାଡିୟମରେ ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। ଶେଷଦିନରେ ଫିଲିପ୍‌ ନୋୟସେଙ୍କୁ ସତ୍ୟଜିତ ରାୟ ଲାଇଫ୍‌ଟାଇମ୍‌ ଆଚିଭ୍‌ମେଣ୍ଟ ଆଓ୍ବାର୍ଡ ପ୍ରଦାନ କରାଯାଇଥିବାବେଳେ ବିକ୍ରାନ୍ତ ମେସିଙ୍କୁ ଇଣ୍ଡିଆନ୍‌ ଫିଲ୍ମ ପର୍ସନାଲିଟି ଅଫ୍‌ ଦି ଇୟର ପୁରସ୍କାର ଦିଆଯାଇଛି।
ରେକର୍ଡ ସଂଖ୍ୟକ ୧୧,୩୩୨ ଜଣ ପ୍ରତିନିଧି ଅଂଶଗ୍ରହଣ କରିଥିଲେ। ୩୪ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରୁ ପ୍ରତିନିଧିଙ୍କ ସମେତ ୨୮ ଦେଶରୁ ପ୍ରତିନିଧି ସାମିଲ ହୋଇଥିଲେ। ଫିଲ୍ମ ବଜାରରେ ୪୨ ଦେଶରୁ ୧,୮୭୬ ପ୍ରତିନିଧି ଭାଗ ନେଇଥିଲେ। ଉତ୍ସବରେ ୫୦୦ କୋଟିରୁ ଊର୍ଦ୍ଧ୍ୱ ବ୍ୟବସାୟ ହୋଇଛି। ଟେକ୍‌ ପାଭିଲିୟନରେ ୧୫ଟି ଶିଳ୍ପ ସହଯୋଗୀ ସାମିଲ ହୋଇଥିଲେ। ବିଭିନ୍ନ ଶିଳ୍ପସଂସ୍ଥାରୁ ୧୫.୩୬ କୋଟି ଟଙ୍କାର ସ୍ପୋନ୍‌ସରଶିପ୍‌ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri