Posted inଜାତୀୟ

୬୦ ବର୍ଷ ତଳେ ଚାଇନା ନେଇଥିବା ଜମି ଫେରାଇ ଆଣିବେ ଭାରତ ସରକାର: ଭାଜପା ଏମ୍‌ପି…

ନୂଆଦିଲ୍ଲୀ,୨୦।୧୨ : ଚାଇନା ୬୦ ବର୍ଷ ତଳେ ନେଇଥିବା ଜମି ଭାରତ ସରକାର ଫେରାଇ ଆଣିବେ। ଭାଜପା ଏମ୍‌ପି ପ୍ରତାପ ପାଟିଲ ମଙ୍ଗଳବାର ଲୋକ ସଭାରେ ଏହା କହିଛନ୍ତି। ୧୯୬୨ ଯୁଦ୍ଧରେ ଭାରତ ହରାଇଥିବା ଜମି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଫେରାଇ ଆଣିବେ ବୋଲି ଭାରତର ଲୋକମାନେ ଏବେ ବିଶ୍ୱାସ କରୁଛନ୍ତି।

ଶୂନ୍ୟକାଳରେ ସେ ଲୋକ ସଭାରେ କହିଛନ୍ତି ଯେ ୧୪ ନଭେମ୍ବର ୧୯୬୨ ରେ ସଂସଦ ଏକ ସଂକଳ୍ପ ପାରିତ କରାଯାଇଥିଲା ଯେ ଭାରତ ଏହି ଜମିକୁ ଫେରାଇ ଆଣିବ। କିନ୍ତୁ ଇତିମଧ୍ୟରେ ୬୦ ବର୍ଷ ବିତି ଯାଇଛି। ମାତ୍ର ଏହା ହାସଲ ହୋଇ ପାରିନାହିଁ। ପାଟିଲ କହିଛନ୍ତି ଯେ ୨୦୧୪ ରେ ଯେତେବେଳେଭାଜପା କ୍ଷମତାକୁ ଆସିଲା, ସେତେବେଳେ ସରକାର ପାକିସ୍ତାନରେ ଆତଙ୍କବାଦୀଙ୍କୁ ହତ୍ୟା କରିଥିଲେ ଏବଂ ଗଲୱାନ ଓ ତୱାଙ୍ଗରେ ଚାଇନାକୁ ଉଚିତ ଉତ୍ତର ଦେଇଥିଲେ।

ନାନ୍ଦେଡ ଏମ୍‌ପି ପାଟିଲ କହିଛନ୍ତି ଯେ ବର୍ତ୍ତମାନ ଭାରତୀୟମାନେ ନିଶ୍ଚିତ ଅଛନ୍ତି ଯେ ମୋଦି ସରକାର ୧୯୬୨ ମସିହାରେ ହରାଇଥିବା ଜମି ଫେରାଇ ଆଣିବା ପାଇଁ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ଟଳିପଡିଲେ ୪ ନକ୍ସଲ

ମୁମ୍ବାଇ,୧୯।୩: ମହାରାଷ୍ଟ୍ରର ଗାଡଚିରୋଲିରେ ନକ୍ସଲମାନଙ୍କ ସହ ହୋଇଥିବା ଏନକାଉଣ୍ଟରରେ ପୋଲିସ ବଡ଼ ସଫଳତା ହାସଲ କରିଛି। ଏହି ଏନକାଉଣ୍ଟରରେ ସି୬୦ କମାଣ୍ଡୋଙ୍କ ଗୁଳିରେ ୪ ଜଣ...

ନିର୍ବାଚନ ପୂର୍ବରୁ ଶକ୍ତିଶାଳୀ ହେଉଛି ଭାଜପା: ପିଏମକେ-ଭାଜପା ଆସନ ବୂଝାମଣା ଶେଷ

ଚେନ୍ନାଇ,୧୯।୩: ଲୋକ ସଭା ନିର୍ବାଚନ ପାଇଁ ତାମିଲନାଡୁ ପଟ୍ଟାଲି ମକ୍କାଲ କାଟ୍‌ଚି (ପିଏମକେ) ଭାଜପା ସହ ମେଣ୍ଟ କରିବାକୁ ଘୋଷଣା କରିଛି। ଏହି ଘୋଷଣାର ଗୋଟିଏ...

ଦାଦା-ପୁତୁରା ପୁଣି ମୁହାଁମୁହିଁ

ପାଟନା/ନୂଆଦିଲ୍ଲୀ,୧୯ା୩:ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ସୋମବାର ବିହାରରେ ଆସନ ବୁଝାମଣା ସୂତ୍ର ଉପରେ ଆନୁଷ୍ଠାନିକ ଭାବେ ଘୋଷଣା କରିଛି। ୪୦ ଲୋକ ସଭା ଆସନ ମଧ୍ୟରୁ...

ଓଡ଼ିଶାରେ କାହାକୁ ମିଳିବ ଲୋକ ସଭା ଟିକେଟ୍‌: ଦିଲ୍ଲୀରେ ଚାଲିଛି କସରତ

ନୂଆଦିଲ୍ଲୀ/ଭୁବନେଶ୍ୱର.୧୯।୩: ଦିଲ୍ଲୀସ୍ଥିତ ଭାଜପା ମୁଖ୍ୟାଳୟରେ ଭାଜପା କୋର କମିଟି ବୈଠକ ଚାଲିଛି। ଓଡ଼ିଶା ସମେତ ୮ଟି ରାଜ୍ୟରେ ଲୋକ ସଭା ପ୍ରାର୍ଥୀ ଚୟନ ପାଇଁ ଏହି...

ସରିଲା ଭାଜପାର କୋର କମିଟି ବୈଠକ

ନୂଆଦିଲ୍ଲୀ,୧୯।୩: ୨୦୨୪ ଲୋକ ସଭା ନିର୍ବାଚନ ସମ୍ପର୍କରେ ଦିଲ୍ଲୀରେ ଆୟୋଜିତ ଭାଜପା କୋର କମିଟି ବୈଠକ ଶେଷ ହୋଇଛି। ଏହି ବୈଠକରେ ଭାଜପା ୟୁପିର ଅବଶିଷ୍ଟ...

ନିର୍ବାଚନ ପୂର୍ବରୁ ମାୟାବତୀଙ୍କୁ ବଡ଼ ଝଟ୍‌କା: ଦଳ ଛାଡିଲେ ବରିଷ୍ଠ ନେତା

ଲକ୍ଷ୍ନୌ,୧୯।୩: ଲୋକ ସଭା ନିର୍ବାଚନ ପୂର୍ବରୁ ମାୟାବତୀଙ୍କ ବହୁଜନ ସମାଜ ପାର୍ଟି (ବିଏସପି) ଉତ୍ତରପ୍ରଦେଶରେ ଏକ ବଡ଼ ଝଟ୍‌କା ଲାଗିଛି। ଉତ୍ତରପ୍ରଦେଶର ଲାଲଗଞ୍ଜ ସଂସଦୀୟ ନିର୍ବାଚନମଣ୍ଡଳୀରୁ...

ଇଲେକ୍ଟୋରାଲ ବଣ୍ଡ୍‌ ଯୋଜନା ବିଶ୍ୱର ସର୍ବବୃହତ୍‌ ଦୁର୍ନୀତି: ପ୍ରକାଶ ରାଜ

ମେଙ୍ଗାଲୁରୁ,୧୯ା୩: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏବଂ ଆୟକର ବିଭାଗ ରାଡାରରେ ଥିବା କର୍ପୋରେଟ୍‌ କମ୍ପାନୀ ଓ ବ୍ୟବସାୟୀମାନଙ୍କଠାରୁ ଇଲେକ୍ଟୋରାଲ ବଣ୍ଡ୍‌ ଜରିଆରେ ଭାଜପା ବିପୁଳ ଅର୍ଥ...

ଦୁର୍ଘଟଣାରେ ଆହତ ଅଭିନେତ୍ରୀ ଅରୁନ୍ଧତୀ ଭେଣ୍ଟିଲେଟରରେ

ଚେନ୍ନାଇ,୧୯।୩: ‘ସୈତାନ’ ଫିଲ୍ମରେ ଅଭିନୟ କରି ଖ୍ୟାତି ଅର୍ଜନ କରିଥିବା ତାମିଲ ଅଭିନେତ୍ରୀ ଅରୁନ୍ଧତୀ ନାୟାର ଦୁର୍ଘଟଣାରେ ଗୁରୁତର ହୋଇ ଭେଣ୍ଟିଲେଟର ସପୋର୍ଟରେ ରହିଛନ୍ତି। ଗତ...

Advertisement
Business Eminence Awards 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri