ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ଭାରତୀୟ ହକି ଟିମର ଖେଳାଳି

ପୁରୀ ,୧୬।୧( ଅଜିତ୍‌ କୁମାର ମହାନ୍ତି ): ଭାରତୀୟ ହକି ଟିମର ଖେଳାଳି ଶୁକ୍ରବାର ପୁରୀ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ହକି ଟିମର ପୂର୍ବତନ ଗୋଲକିପର ତଥା ଜୁନିୟର ଟିମର କୋଚ ପି.ଆର୍‌ ଶ୍ରୀଜେଶ ଏବଂ ଅନ୍ୟ ଖେଳାଳିମାନେ ଶ୍ରୀମନ୍ଦିର ରତ୍ନସିଂହାସନରେ ଚତୁର୍ଦ୍ଧା ବିଗ୍ରହଙ୍କୁ ଦର୍ଶନ କରି ଆଶୀର୍ବାଦ ଲାଭ କରିଛନ୍ତି। ପରେ ମା’ ବିମଳା, ଲକ୍ଷ୍ମୀ ଓ ଅନ୍ୟାନ୍ୟ ପାର୍ଶ୍ୱ ଦେବାଦେବୀଙ୍କ ଦର୍ଶନ ସହିତ ପୂଜାର୍ଚ୍ଚନା କରିଛନ୍ତି। ଦର୍ଶନ ସାରି ଫେରିବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଖେଳାଳିମାନଙ୍କୁ ଠାକୁରଙ୍କ ପ୍ରସାଦ ପ୍ରଦାନ କରାଯାଇଥିଲା। ମହାପ୍ରଭୁଙ୍କ ଦର୍ଶନ କରି ବେଶ୍‌ ଆନନ୍ଦିତ ଥିବା କହିଛନ୍ତି ଶ୍ରୀଜେଶ। ଭାରତୀୟ ହକି ଟିମକୁ ମହାପ୍ରଭୁ ମଙ୍ଗଳ କରନ୍ତୁ ସେନେଇ କାମନା କରିଛୁ ବୋଲି ଶ୍ରୀଜେଶ କହିଛନ୍ତି ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହୋଲି ଭୋଜି ସାରି ଫେରୁଥିଲେ ଏସବିଆଇ ଶାଖା ପରିଚାଳକ: ବାଟରେ ଛକିଥିଲା ଯମ, ଆଉ ତା’ପରେ..

ଭଞ୍ଜନଗର,୪/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡହ ରାସ୍ତାରେ ବୁଧବାର ଅପରାହ୍ନ ୫ ଟାରେ ଏକ କାର ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସୋରଡ଼ା ଷ୍ଟେଟ…

ହୋଲିରେ ବଡ଼ ଦୁର୍ଘଟଣା: ଦୁଇ ବାଇକ ମୁହାଁମୁହିଁ ଧକ୍କା, ଶିଶୁ ସମେତ ୪ ମୃତ

ଫୁଲବାଣୀ, ୪ା୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁଇ ବାଇକ…

ପ୍ରଥମ ସେମିଫାଇନାଲରୁ ୪ ଖେଳାଳି ବାଦ୍‌, ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୪।୩: T୨୦ ବିଶ୍ୱକପ୍‌ ୨୦୨୬ର ପ୍ରଥମ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମୁକାବିଲା ଆରମ୍ଭ ହୋଇଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟସ ଜିତି…

ରାଇପଦା ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା, ୩…..

ଜି.ଉଦୟଗିରି,୪ା୩(ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଠାରୁ କଳିଙ୍ଗା ରାଜ୍ୟ ରାଜପଥ ରାଇପଦା ଦୀର୍ଘ ବୁଲାଣି ଠାରେ ଦୁଇ ବାଇକ ମୁହାଁ ମୁହିଁ ଧକ୍କା ହୋଇଛି ।…

ଜିତିବାର କିଛି ଗ୍ୟାରେଣ୍ଟି ନାହିଁ…ଇଂଲଣ୍ଡ ବିପକ୍ଷ ସେମିଫାଇନାଲ ପୂର୍ବରୁ ଏମିତି କହିଲେ ଟିମ୍‌ ଇଣ୍ଡିଆ କୋଚ୍‌?

ମୁମ୍ବାଇ,୪।୩: T୨୦ ବିଶ୍ୱକପ ୨୦୨୬ର ହାଇଭୋଲଟେଜ ସେମିଫାଇନାଲରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ମୁକାବିଲା ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପୂର୍ବରୁ ଭାରତୀୟ ଦଳର ବୋଲିଂ…

କାଳ ହେଲା ହୋଲି, ନଦୀରେ ବୁଡ଼ି ଚାଲିଗଲା ବ୍ୟାଙ୍କ କର୍ମଚାରୀଙ୍କ ଜୀବନ

ଯାଜପୁରରୋଡ଼,୪ା୩(ପବିତ୍ର ରଞ୍ଜନ ମହାନ୍ତି):  ହୋଲିରେ ବଡ ଅଘଟଣ । ରଙ୍ଗ ଖେଳିସାରି ଗାଧୋଉ ଥିବାବେଳେ ନଦୀରେ ବୁଡ଼ିଯାଇ ଯୁବକଙ୍କ ମୃତ୍ୟୁ ହୋଇଛି । ଯୋକଡିଆ ଖରସ୍ରୋତା ନଦୀରେ…

୭୦ ପ୍ୟାକେଟ୍‌ ବ୍ରାଉନସୁଗାର ଜବତ: ଶୁଭମଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୪।୩(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ପୋଲିସକୁ ମିଳିଛି ଏକ ସଫଳତା l ବୁଧବାର ସକାଳେ ପାଟ୍ରୋଲିଂ ସମୟରେ ଏକ ସ୍କୁଟିକୁ ଯାଞ୍ଚ ସମୟରେ ବ୍ରାଉନସୁଗାର…

ପାକିସ୍ତାନ ଟିମ୍‌ରୁ ବିଦା ହେଲେ ବାବର ଆଜମ, ଟି-୨୦ରେ…

ଇସଲାମବାଦ,୪।୩: ୨୦୨୬ ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନ କରିଥିବା ବାବର ଆଜମଙ୍କୁ ପାକିସ୍ତାନ ଦଳରୁ ବାଦ ଦିଆଯାଇଛି। ଟୁର୍ନାମେଣ୍ଟର ଛଅଟି ମ୍ୟାଚରେ ମାତ୍ର ୯୧ ରନ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri