ଏପ୍ରିଲ ୨୪ରେ ବିବାହ କରିବେ ଶାୟଲୀ

ବମ୍ବେ: ଇଣ୍ଡିଆନ ଆଇଡଲ ୧୨ର ସେକେଣ୍ଡ ରନର୍ସ ଅପ୍‌ ଶାୟଲୀ କାମ୍ବଲେ ବିବାହ କରିବେ। ଆସନ୍ତା ଏପ୍ରିଲ ୨୪ରେ ତାଙ୍କ ହାତଗଣ୍ଠି ପଡ଼ିବ। ବିବାହକୁ ଆଉ ଦିନ କେଇଟା ଥିବା ବେଳେ ଶାୟଲୀଙ୍କ ପରିବାର ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। କେବଳ ଉପଯୁକ୍ତ ଦିନକୁ ଅପେକ୍ଷା।

ସୁପରଷ୍ଟାର ସିଙ୍ଗର ୨ରେ ଶାୟଲୀ ମେଣ୍ଟର ଭାବେ ନଜର ଆସିବେ। ଏଥିପାଇଁ ସେ ପୂର୍ବରୁ ବିବାହକୁ ନେଇ ଶପିଂ ସାରି ଦେଇଛନ୍ତି। କର୍ମ ଜୀବନ ଏବଂ ବ୍ୟକ୍ତିଗତ ଜୀବନକୁ ସନ୍ତୁଳିତ କରିବାକୁ ସେ ଚାହୁଁଥିଲେ। ଶେଷରେ ତାହା ହିଁ ହୋଇଛି।
ଗତ ବର୍ଷ ଡିସେମ୍ବରରେ ନିଜର ବନ୍ଧୁ ଧବଲଙ୍କ ସହ ଶାୟଲୀଙ୍କ ନିର୍ବନ୍ଧ ସରିଛି। ସେବେଠାରୁ ସେ ବିବାହର ଦିନକୁ ଅପେକ୍ଷା କରି ରହିଥିଲେ। ଏବେ ଦିନ ପାଖେଇ ଆସୁଥିବାରୁ ଶାୟଲୀ ବେଶ ଉତ୍ସାହିତ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲେଡି ସିଘଂମ ଶିଳ୍ପା

ଶିଳ୍ପା ସେଟ୍ଟୀ କୁନ୍ଦ୍ରା ଓଟିଟିରେ ଡେବ୍ୟୁ କରିବାକୁ ଯାଉଛନ୍ତି । ହିନ୍ଦୀ ଫିଲ୍ମ ନିର୍ଦ୍ଦେଶକ ରୋହିତ ସେଟ୍ଟୀଙ୍କ ଦ୍ୱାରା ନିର୍ଦ୍ଦେଶିତ ‘ଇଣ୍ଡିଆନ୍‌ ପୋଲିସ ଫୋର୍ସ’ ଜରିଆରେ...

ଭାଲେଣ୍ଟାଇନ୍‌ ଡେ’ରେ ରୋମାଣ୍ଟିକ୍‌ ହେଲେ ନେହା କକ୍କର

ଆଜି ହେଉଛି ଭାଲେଣ୍ଟାଇନ୍‌ ଡେ’ ବା ପ୍ରେମ ଦିବସ। ଏହି ଦିବସଟିକୁ ପ୍ରେମୀଯୁଗଳ ବେଶ୍‌ ଉତ୍ସାହର ସହ ପାଳନ କରିଛନ୍ତି। ବଲିଉଡ୍‌ର ସେଲିବ୍ରିଟିମାନେ ମଧ୍ୟ ଭାଲେଣ୍ଟାଇନ୍ସ...

ଅନିଲଙ୍କୁ କାହିଁକି ୧୭ଥର ଚାପୁଡା ମାରିଥିଲେ ଜ୍ୟାକି

ମୁମ୍ବାଇ: ବଲିଉଡ୍‌ ନାୟକ ଅନିଲ କପୁରଙ୍କୁ ଜ୍ୟାକି ଶ୍ରଫ ୧୯୮୯ରେ ୧୭ ଥର ଚାପୁଡା ମାରିଥିଲେ। ହେଲେ କାହିଁକି ଏବେ ତା’ର ରାଜ୍‌ ଖୋଲିଛନ୍ତି ବଲିଉଡ୍‌...

ରାଗିଲେ ହେମା

ମୁମ୍ବାଇ,୧୮।୪: କରୋନା ଭାଇରସକୁ ନେଇ ସାରା ଦେଶରେ ଜାରି ରହିଛି ଲକ୍‌ଡାଉନ୍‌। ଆଉ କରୋନାକୁ ହରାଇବାକୁ ଅନେକ ଲୋକ ସେମାନଙ୍କ ଜୀବନକୁ ବାଜି ଲଗାଇ ଦେଇଛନ୍ତି...

ଆଜି ରିଲିଜ୍‌ ହେବ ବହୁ ପ୍ରତୀକ୍ଷିତ ଫିଲ୍ମ ‘ରାଧେଶ୍ୟାମ’

ଅପେକ୍ଷାର ହେଲା ଅନ୍ତ। ସାଉଥ୍‌ ସୁପରଷ୍ଟାର ପ୍ରଭାସ ଏବଂ ପୂଜା ହେଗ୍‌ଡେଙ୍କ ଅଭୀନିତ ଫିଲ୍ମ ‘ରାଧେଶ୍ୟାମ’ ଶୁକ୍ରବାର ପ୍ରେକ୍ଷାଳୟରେ ରିଲିଜ୍‌ ହେବ। ଅନେକ ଦିନରୁ ଦର୍ଶକ...

ପ୍ରଥମେ ନିକ୍‌ଙ୍କ ପ୍ରତି ଧ୍ୟାନ ଦେଉ ନଥିଲେ ପ୍ରିୟଙ୍କା, ଏହି କାରଣ ପାଇଁ ପରେ ପଡ଼ିଗଲେ ପ୍ରେମରେ

ବଲିଉଡର ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା କୌଣସି ନା କୌଣସି କାରଣକୁ ନେଇ ସର୍ବଦା ଚର୍ଚ୍ଚାରେ ରହିଥା’ନ୍ତି। ବର୍ତ୍ତମାନ ସୋସିଆଲ ମିଡିଆରେ ତାଙ୍କର ଏକ ସାକ୍ଷାତକାର...

ତୈମୁର ନାମକୁ ନେଇ ଉଠିଥିଲା ବିବାଦ, ଦ୍ୱିତୀୟ ସନ୍ତାନ ନା କ’ଣ ରଖିବେ ବେବୋ

ବଲିଉଡ୍‌ ଅଭିନେତା ସୈଫ୍‌ ଅଲ୍ଲୀ ଖାନ୍‌ ଏବଂ ଅଭିନେତ୍ରୀ କରିନା କପୁର ଖାନ୍‌ ଘରକୁ ପୁଣି ନୂଆ ଅତିଥି ଆସିଛନ୍ତି। ରବିବାର ସକାଳେ କରିନା ମୁମ୍ବାଇର...

ଚଙ୍କି ପାଣ୍ଡେ କରିପାରି ନ ଥିବା କାମ କରି ଦେଖାଇଲେ ଝିଅ ଅନନ୍ୟା

ଅଭିନୟ କ୍ୟାରିୟରରେ ବଲିଉଡ୍‌ ଅଭିନେତା ଚଙ୍କି ପାଣ୍ଡେ ଯେଉଁ କାମ କରିପାରି ନାହାନ୍ତି ତାହା ତାଙ୍କ ଝିଅ ଅନନ୍ୟା କରି ଦେଖାଇଛନ୍ତି। ଏ କଥା ନିଜେ...

Advertisement
Archives

Model This Week