ପିଲାଟି ଦିନରୁ ସଙ୍ଗୀତଭିତ୍ତିକ ଶୋ’ରେ ନେଉଛନ୍ତି ଭାଗ; ହେଲେ ପିନ୍ଧିପାରିନାହାନ୍ତି ବିଜୟ ମୁକୁଟ

ବମ୍ବେ: ଆରମ୍ଭ ହେବା ଦିନଠାରୁ ଚର୍ଚ୍ଚାରେ ଇଣ୍ଡିଆନ ଆଇଡଲ୍‌ ୧୩। ଶୋ’ର ପ୍ରତିଯୋଗୀମାନେ ନିଜର ପାରଦର୍ଶିତା ଦେଖାଇ ବିଚାରପତିଙ୍କ ହୃଦୟ ଜିତୁଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ହେଲେ ସୋନାକ୍ଷୀ କର। ସେ ଆଜି ନୁହଁନ୍ତି ବରଂ ପିଲାଟିଦିନରୁ ସିଙ୍ଗିଂ ରିଆଲିଟି ଶୋ’ରେ ଭାଗ ନେଉଛନ୍ତି। ହେଲେ ଏଯାବତ ତାଙ୍କୁ ସଫଳତା ମିଳିପାରିନାହିଁ। ଏବେ ତାଙ୍କୁ ୧୯ ବର୍ଷ। କମ୍‌ ବୟସରେ ବି ସେ ପ୍ଲେ ବ୍ୟାକ୍‌ ସିଙ୍ଗର ଭଳି ଗୀତ ଗାଉଛନ୍ତି। ଏମିତିରେ ସେ ଇଣ୍ଡିଆନ ଆଇଡଲ ଜିତିପାରନ୍ତି ବୋଲି କୁହାଯାଉଛି।

୨୦୧୩ରେ ସୋନାକ୍ଷୀ ଇଣ୍ଡିଆନ ଆଇଡଲ ଜୁନିୟରରେ ଭାଗ ନେଇଥିଲେ। ପ୍ରତିଯୋଗିତାରେ ସେ ଖୁବ୍‌ ସୁନ୍ଦର ଗୀତ ଗାଇ ଫାଇନାଲରେ ପହଞ୍ଚିଥିଲେ। ହେଲେ ବିଜେତା ହୋଇପାରି ନ ଥିଲେ। ଟପ୍‌-୬ରୁ ହିଁ ସେ ବିଦା ହୋଇଥିଲେ। ଏହାପରେ ସେ ୨୦୧୭ରେ ସାରେଗାମାପା ଲିଟିଲ୍‌ ଚାମ୍ପ୍ସରେ ଭାଗ ନେଇଥିଲେ। ଏଥିରେ ସେ ଭଲ ଗାଇଥିଲେ ହେଁ ବିଜେତା ହୋଇପାରି ନ ଥିଲେ। ଦୁଇ ଦୁଇ ଥର ବିଫଳ ହେବା ପରେ ବି ସେ ନିରାଶ ନ ହୋଇ ନିଜର ଗୀତ ଗାଇବାକୁ ଜାରି ରଖିଥିଲେ। ଫଳରେ ଏବେ ସେ ଇଣ୍ଡିଆନ ଆଇଡଲ ମଞ୍ଜରେ ନିଜର ସ୍ବରର ଯାଦୁରେ ସମସ୍ତଙ୍କୁ ମତୁଆଲା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ମହାରାଜ ସାଗର ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର: କେମିତି ହେଲା ମୃତ୍ୟୁ ଛାନ୍‌ଭିନ ଚଳାଇଛି ପୋଲିସ

ବଲାଙ୍ଗୀର,୨୫।୫ (ସୁନୀଲ କୁମାର ମହାନ୍ତି ): ଟିଟିଲାଗଡ଼ ମହାରାଜ ସାଗର ପରିସର ମଧ୍ୟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଟିଟିଲାଗଡ଼ ପୋଲିସ ଉଦ୍ଧାର କରିଛି । ମହାରାଜ…

ଦିନେ ନିରାଶ୍ରୟଙ୍କ ସାହା ଥିଲେ ମଗନ, ଏବେ ନିଜେ ମାଗୁଛନ୍ତି ସହାୟତା

କେନ୍ଦୁଝର,୨୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହରର କମାରଗୋଡାର ସମାଜସେବୀ ତଥା ବରିଷ୍ଠ ଖବରଦାତା ମଗନ କୁମାର ମଲ୍ଲିକ(୫୭)କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱର ‘ଏମ୍ସ’ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।…

ପ୍ରେମିକଙ୍କ ସହ ଅସଂଜତ ଅବସ୍ଥାରେ ସ୍ତ୍ରୀଙ୍କୁ ଦେଖିଦେଲେ ସ୍ବାମୀ, ତା’ପରେ ଯାହା ଘଟିଲା…

ଦିଗପହଣ୍ଡି,୨୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମରେ ଘଟିଯାଇଛି ଏକ ଚର୍ଚ୍ଚିତ ଘଟଣା। ଘରେ ସ୍ବାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ…

ପୁରୀରେ ହେବ BRICS ସମ୍ମିଳନୀ: ଯୋଗଦେବେ ବିଭିନ୍ନ ରାଷ୍ଟ୍ରର…

ଭୁବନେଶ୍ୱର,୨୫।୫: ଓଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ। ଏହି ସମ୍ମିଳନୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri