ପ୍ରବାସୀ ଭାରତୀୟଙ୍କୁ ସ୍ବାଗତ କଲେ ଛାତ୍ରୀଛାତ୍ର

ରାଇକିଆ,୮।୧(ପ୍ରଦୀପ ବେହେରା): ପ୍ରବାସୀ ଭାରତୀୟ ଦିବସ ଅବସରରେ ଭୁବନେଶ୍ୱରରେ ଆଜିଠାରୁ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ଅନୁଷ୍ଠିତ ହେଉଛି । ଏଥିପାଇଁ ସାରା ବିଶ୍ୱର କୋଣଅନୁକୋଣରୁ ପ୍ରବାସୀ ଭାରତୀୟ ଆସୁଛନ୍ତି । ସେମାନଙ୍କୁ ‘ଅତିଥି ଦେବୋ ଭବୋ’ ସଂସ୍କୃତି ଆଧାରରେ ସ୍ବାଗତ କରିବା ପାଇଁ ରାଇକିଆ ଜୀବନ ଜ୍ୟୋତି କଲେଜ ଛାତ୍ରୀଛାତ୍ରମାନେ ଏକ ଶୋଭାଯାତ୍ରାରେ ସ୍ବାଗତ ଓ ଶୁଭେଚ୍ଛାର ବାର୍ତ୍ତା ନେଇ ସହର ପରିକ୍ରମା କରିଥିଲେ। କଲେଜ ଅଧ୍ୟକ୍ଷ ପ୍ରଭାକର ରାଜୁ ଏବଂ ବରିଷ୍ଠ ପ୍ରଫେସର୍‌ ଉମାକାନ୍ତ ରଥଙ୍କ ତତ୍ତ୍ୱାବଧାନରେ ସମସ୍ତ ଛାତ୍ରୀଛାତ୍ର ଓ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?