Posted inଜାତୀୟ

ଭାରତୀୟ ଯବାନଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ: ୪ ମୃତ

ଗ୍ୟାଙ୍ଗଟକ,୨୧।୧୨-ଉତ୍ତର ପୂର୍ବ ସିକିମ ନାଥୁଲାର ଚୀନ-ଭାରତ ସୀମା ନିକଟ ଜବାହରଲାଲ ନେହେରୁ ରୋଡରେ ରବିବାର ଭୟଙ୍କର ସଡକ ଦୁର୍ଘଟଣା ଘଟିଛି। ଭାରତୀୟ ସେନାର ଏକ ଗାଡି ଘାଟିରୁ ଖସିପଡିବାରୁ ୩ ଜଣ ଯବାନଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଗାଡିଟି ଚୁରମାର ହୋଇଯାଇଥିଲା। ଏହି ଦୁର୍ଘଟଣାରେ ଜଣେ ଯୁବକ ମଧ୍ୟ ଗୁରୁତର ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତଦେହକୁ ଦୁର୍ଘଟଣାଗ୍ରସ୍ତ ଗାଡିରୁ ଉଦ୍ଧାର କରାଯାଇ ବ୍ୟବଚ୍ଛେଦ ପାଇଁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ସୁନ୍ଦରଗଡ଼ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ବାସଭବନରେ ଭିଜିଲାନ୍ସ ରେଡ୍‌

ସୁନ୍ଦରଗଡ,୯।୧୦(ଜୟ ନାରାୟଣ ମେଣ୍ଡୁଳି): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ର ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର…

ପୁଣି ନୋବେଲ ଶାନ୍ତି ପୁରସ୍କାର ଦାବିକଲେ ଟ୍ରମ୍ପ୍‌, ୮ଯୁଦ୍ଧ ରୋକିଥିବା ଦାବି ଦୋହରାଇଲେ

ଓ୍ବାଶିଂଟନ,୯।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ପୁଣି ଥରେ ଦାବି ଉପସ୍ଥାପନ କରିଛନ୍ତି । ସେ ୮ଟି ଯୁଦ୍ଧର ସମାଧାନ କରିଛନ୍ତି…

ଭାରତର ନୂଆ କ୍ରିକେଟ୍‌ ବିସ୍ମୟ ତନ୍ମୟ: ଗୋଟିଏ ଟେଷ୍ଟରେ ୧୪ ଉଇକେଟ ନେଇ ରଚିଲେ ଇତିହାସ

ଅହମ୍ମଦାବାଦ,୯।୧୦: କ୍ରିକେଟ ପଡ଼ିଆରେ ଭାରତୀୟ ଯୁବ ସ୍ପିନର ତନ୍ମୟ ବଲୋଦାଙ୍କ କମାଲ। ଅଷ୍ଟ୍ରେଲିଆର ଅଣ୍ଡର-୧୯ ଦଳ ବିପକ୍ଷରେ ଦ୍ୱିତୀୟ ଅନୌପଚାରିକ ଟେଷ୍ଟ ମ୍ୟାଚ୍‌ରେ ନିଜର ଘାତକ ବୋଲିଂରେ…

ପଶ୍ଚିମବଙ୍ଗରୁ ତାମିଲନାଡୁ…. ଆଜି ୬ ଆସନର ରେଜଲ୍ଟ, କିଏ ମାରିବ ବାଜି?

ନୂଆଦିଲ୍ଲୀ,୯।୧୦: ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ ଓ ପୁଡୁଚେରୀରେ ଅକ୍ଟୋବର ୬ ତାରିଖରେ ହୋଇଥିବା ନିର୍ବାଚନର ଫଳାଫଳ ଆଜି ପ୍ରକାଶ ପାଇବ । ଏଥିରେ ୫ଟି ବିଧାନସଭା ଆସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?