Posted inଖେଳ

ଚିଲିର ସିନିୟର ଦଳକୁ ହରାଇଲା ଭାରତୀୟ ଜୁନିୟର ଦଳ

ସାଣ୍ଟିଗୋ(ଚିଲି),୨୪।୧: ଭାରତୀୟ ମହିଳା ଜୁନିୟର ହକି ଦଳ ଅପରାଜେୟ ଧାରା ବଜାୟ ରଖି ସିନିୟର ଚିଲି ଦଳକୁ ହରାଇ ଦେଇଛି। ପ୍ରିନ୍ସ ଅଫ୍‌ ଓ୍ବେଲ୍ସ କାଉଣ୍ଟି କ୍ଲବଠାରେ ଖେଳାଯାଇଥିବା ମ୍ୟାଚ୍‌କୁ ୨-୦ ଗୋଲରେ ଜିତି ନେଇଛି ଭାରତ। ଗସ୍ତର ପଞ୍ଚମ ମ୍ୟାଚ୍‌ ଖେଳୁଥିବା ଭାରତୀୟ ଦଳ ପାଇଁ ଅନ୍ତିମ କ୍ୱାର୍ଟରରେ ସଙ୍ଗିତା କୁମାରୀ ଓ ସୁଷମା କୁମାରୀ ଗୋଲ ସ୍କୋର କରିଥିଲେ।

ପ୍ରଥମ ୩ କ୍ୱାର୍ଟରରେ ଉଭୟ ଦଳ ମଧ୍ୟରେ ଖୁବ୍‌ ସଂଘର୍ଷ ହୋଇଥିଲା। ହେଲେ କୌଣସି ଦଳ ସ୍କୋର କରିବାକୁ ସକ୍ଷମ ହୋଇ ନ ଥିଲେ। ଚିଲିକୁ ବହୁ ସୁଯୋଗ ମିଳିଥିଲା, ହେଲେ ଭାରତୀୟ ଦଳର ଶକ୍ତିଶାଳୀ ଡିଫେନ୍ସକୁ ଭେଦ କରିବା ସଜ ନ ଥିଲା। ଏହାପରେ ଅନ୍ତିମ ତଥା ଚତୁର୍ଥ କ୍ୱାର୍ଟରରେ ୪୮ତମ ମିନିଟ୍‌ରେ ଗୋଲ ଦେଇ ଭାରତକୁ ଅଗ୍ରଣୀ ଆଣି ଦେଇଥିଲେ ସଙ୍ଗିତା କୁମାରୀ। ଟିମ୍‌ ଇଣ୍ଡିଆର ଅଗ୍ରଣୀ ବ୍ୟବଧାନକୁ ଦ୍ୱିଗୁଣିତ କରିଥିଲେ ସୁଷମା କୁମାରୀ (୫୬ତମ ମିନିଟ୍‌ )।


Enter your email to get our daily news in your inbox.

All Right Reserved By Dharitri.Com

ଠିକାଦାର ପ୍ରୀତି: ୮୪.୪୨ କୋଟି କ୍ଷତି, ୩୫୨.୭୩ କୋଟି ରାସ୍ତା କାମର ନାହିଁ ଦ୍ରବ୍ୟ ରସିଦ୍‌

ଭୁବନେଶ୍ୱର,୫ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ରାସ୍ତା ନିର୍ମାଣ କାର୍ଯ୍ୟରେ କିଭଳି ଅପମିଶ୍ରିତ ଆଲକାତରା ବ୍ୟବହାର ନ ହେବ ସେଥିପାଇଁ ଅର୍ଥ ବିଭାଗ ପକ୍ଷରୁ ସ୍ବତନ୍ତ୍ର…

ଏସୀୟ କ୍ରୀଡ଼ାରେ ଦୁଇଟି ସ୍ବର୍ଣ୍ଣ ଜିତିବା ପରେ ଅବସର ନେଲେ ଏହି କ୍ରିକେଟର, ପ୍ରଶଂସକ କହିଲେ…

ନୂଆଦିଲ୍ଲୀ,୫।୧୦: ପାକିସ୍ତାନୀ ମହିଳା କ୍ରିକେଟର କାଇନାତ ଇମତିଆଜ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରବିବାର ଏକ ପୋଷ୍ଟ ମାଧ୍ୟମରେ ସେ ଏହି ଖବର ଜଣାଇ ଲେଖିଥିଲେ,…

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?