ପୁଣି ଐତିହାସିକ ଉଚ୍ଚତା ଛୁଇଁଲା ଶେୟାର ବଜାର, ପ୍ରଥମ ଥର ୭୩,୦୦୦ ପାର କଲା ସେନସେକ୍ସ

ନୂଆଦିଲ୍ଲୀ,୧୫।୧: ସୋମବାର ଶେୟାର ବଜାର ଖୋଲିବା ମାତ୍ରେ ନୂଆ ରେକର୍ଡ କରିଛି ସେନସେକ୍ସ। ବମ୍ବେ ଷ୍ଟକ ଏକ୍ସଚେଞ୍ଜ(ବିଏସଇ) ସୁଚକାଙ୍କ ସେନ୍ସେକ୍ସ ପ୍ରଥମ ଥର ପାଇଁ ୭୩ ହଜାର ପଏଣ୍ଟ ଅତିକ୍ରମ କରିଛି। ସେହିପରି ନ୍ୟାସନାଲ ଷ୍ଟକ ଏକ୍ସଚେଞ୍ଜ(ଏନଏସଇ)ର ନିଫ୍ଟି ମଧ୍ୟ ସର୍ବକାଳୀନ ଉଚ୍ଚରେ ପହଞ୍ଚିଛି ଏବଂ ୨୨,୦୦୦ ସ୍ତର ଅତିକ୍ରମ କରିଛି। ସୋମବାର ପୁରା ଦେଶରେ ମକର ସଂକ୍ରାନ୍ତିଙ୍କ ପର୍ବ ପାଳନ କରାଯାଉଛି ଏବଂ ଏହି ଦିନରେ ଭାରତୀୟ ବଜାର ପାଇଁ ଶୁଭକାମନା ସହିତ ଆରମ୍ଭ ହୋଇଛି ଏବଂ ରେକର୍ଡ ସ୍ତର ସହିତ ଭାରତୀୟ ଷ୍ଟକ୍ ମାର୍କେଟ ଖୋଲିଛି।

ୱିପ୍ରୋ ଏବଂ ଏଚସିଏଲଟେକ ଭଳି ଆଇଟି ଶେୟାର ଗୁଡ଼ିକରେ ଆଶାଠାରୁ ଅଧିକ ଭଲ ପ୍ରଦର୍ଶନ କାରଣରୁ ବଜାରରେ ଏହି ଉତ୍ସାହ ପରି ଲଖିତ ହୋଇଛି। ତୃତୀୟ ତ୍ରୈମାସିକ ଫଳାଫଳ ଚାହିଦା ସ୍ଥିରତା ଏବଂ ଅଭିବୃଦ୍ଧିର ରେକର୍ଡ ହେବା ପରେ ଆଇଟି ସେବା ପ୍ରଦାନକାରୀ ୱିପ୍ରୋ ଏବଂ ଏଚସିଏଲଟେକର ଶେୟାର ଯଥାକ୍ରମେ ୧୦% ଏବଂ ୪% ବୃଦ୍ଧି ପାଇଲା। ଖବର ଲେଖା ଯିବା ସୁଦ୍ଧା ବିଏସଇ ସେନସେକ୍ସ ୬୫୬ ପଏଣ୍ଟ ବା ୦.୯୦% ବୃଦ୍ଧି ସହିତ ୭୩,୨୨୫ ପଏଣ୍ଟରେ କାରବାର କରୁଥିଲା ବେଳେ ନିଫ୍ଟି୫୦ ୧୬୭ ପଏଣ୍ଟ ବା ୦.୮୧% ବୃଦ୍ଧି ସହ ୨୨,୦୭୧ ପଏଣ୍ଟରେ କାରବାର କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri