Posted inଖେଳ

ଥୋମାସ କପ୍‌ରେ ଇତିହାସ ରଚିଲା ଭାରତ ପୁରୁଷ ବ୍ୟାଡ୍‌ମିଣ୍ଟନ ଟିମ୍‌

ନୂଆଦିଲ୍ଲୀ,୧୩।୫: ଦୀର୍ଘ ୪୩ ବର୍ଷ ପରେ ‘ଥୋମାସ କପ୍‌’ରେ ଭାରତର ପୁରୁଷ ବ୍ୟାଡମିଣ୍ଟନ ଦଳ ଇତିହାସ ରଚିଛି। ଶକ୍ତିଶାଳୀ ମାଲେସିୟାକୁ ୩-୨ରେ ପରାସ୍ତ କରି ଭାରତୀୟ ଟିମ ସେମି ଫାଇନାଲରେ ପ୍ରବେଶ କରିବାକୁ ସକ୍ଷମ ହୋଇଛି। ଭାରତ ସେମିରେ ପ୍ରବେଶ କରିଥିବାରୁ ବ୍ରୋଞ୍ଜ ମେଡାଲ ସୁନିଶ୍ଚିତ କରିଛି। ୧୯୭୯ ପରଠାରୁ ଭାରତ ପ୍ରଥମଥର ପାଇଁ ଏହି ମେଡାଲ ଜିତିବାକୁ ସକ୍ଷମ ହୋଇଛି। ତେବେ କ୍ୱାର୍ଟର ଫାଇନାଲରେ ଭାରତୀୟ ପୁରଷ ଦଳ ଶକ୍ତିଶାଳୀ ମାଲେସିୟାକୁ ଭେଟିଥିଲା। ଭାରତ ପାଇଁ ଏହି ମ୍ୟାଚ ଜିତିବା ଆଦୌ ସହଜ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫିଲ୍ଡିଂ ସୁପରଷ୍ଟାର: ପଡ଼ିଆର ସବୁଠାରୁ ବିପଜ୍ଜନକ ସ୍ଥାନରେ ହେଉଥିଲେ ଛିଡ଼ା, ଅଡୁଆରେ ପଡ଼ୁଥିଲେ ବ୍ୟାଟ୍ସମ୍ୟାନ୍‌

ନୂଆଦିଲ୍ଲୀ,୧୮।୩: ବିଶ୍ୱରେ ଏଭଳି ଅନେକ କ୍ରିକେଟର ଅଛନ୍ତି ଯେଉଁମାନେ ନିଜର ବ୍ୟାଟିଂ ନଚେତ ବୋଲିଂ ବ୍ୟତିତ ଫିଲ୍ଡିଂକୁ ନେଇ ଭିନ୍ନ ପରିଚୟ ସୃଷ୍ଟି କରିଛନ୍ତି। ଜୋଣ୍ଟି...

ଭୁଲ୍‌ ହେଲା ଭବିଷ୍ୟବାଣୀ

ନୂଆଦିଲ୍ଲୀ,୧୧।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟ ଖେଳାଯାଉଥିବା ବର୍ଡର-ଗାଭାସ୍କର ଟ୍ରଫିର ତୃତୀୟ ମ୍ୟାଚ୍‌ ଡ୍ର’ ରହିଛି। ୪୦୭ ରନ୍‌ର ବିଜୟ ଲକ୍ଷକୁ ପିଛା କରି ଭାରତ...

ଜୟନ୍ତଙ୍କ ମ୍ୟାଜିକ୍‌: ନ୍ୟୁଜିଲାଣ୍ଡକୁ ଧୂଳି ଚଟେଇଲା ଭାରତ

ମୁମ୍ବାଇ,୬।୧୨: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ସିରିଜର ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚରେ ଭାରତ ବୃହତ୍‌ ବିଜୟ ହାସଲ କରିଛି। ମୁମ୍ବାଇର ୱାଙ୍ଖେଡେ...

ଏମ୍‌ଏମ୍‌ଏ କ୍ୟାରିୟର ଆରମ୍ଭ କରିବେ ଅଲିମ୍ପିକ୍‌ ସ୍ବର୍ଣ୍ଣ ପଦକଧାରୀ ବକ୍ସର କ୍ଲାରେସା

ଏମ୍‌ଏମ୍‌ଏ କ୍ୟାରିୟର ଆରମ୍ଭ କରିବେ ଅଲିମ୍ପିକ୍‌ ସ୍ବର୍ଣ୍ଣ ପଦକଧାରୀ ବକ୍ସର କ୍ଲାରେସା ଓ୍ବାଶିଂଟନ, ୧।୧୨ : ଦୁଇ ଥର ଅଲିମ୍ପିକ୍‌ ସ୍ବର୍ଣ୍ଣ ପଦକଧାରୀ ବକ୍ସର କ୍ଲାରେସା...

ବାର୍ଟିଙ୍କୁ ହରାଇଲେ ଆଲିସନ

ଲଣ୍ଡନ,୯ା୭-ଆମେରିକାର ଷ୍ଟାର ଖେଳାଳି ସେରେନା ଓ୍ବିଲିୟମ୍ସ ଓ୍ବିମ୍ବେଲଡନ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଏଠାରେ ୭ଥର ଚାମ୍ପିୟନ ତଥା ୧୧ତମ...

ଧାଓ୍ବନଙ୍କ ସହ କିଏ କରିବ ଓପନିଂ

କଲମ୍ବୋ,୧୭।୭: ରବିବାର ଠାରୁ ଆରମ୍ଭ ହେବାକୁ ଯାଉଛି ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସିରିଜ୍‌। ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ଅଧିନାୟକ ଶିଖର ଧାଓ୍ବନଙ୍କ ସହ କିଏ...

ଓ୍ବେଷ୍ଟଇଣ୍ଡିଜର ଦ୍ୱିତୀୟ ଇନିଂସ ୨୧୦ରେ ସୀମିତ :ଟେଷ୍ଟ ସିରିଜ: ଭାରତର କ୍ଲିନ୍‌ ସୁଇପ୍‌

କିଙ୍ଗଷ୍ଟନ(ଜାମାଇକା), ୩ା୯- ସାବିନା ପାର୍କରେ ଅନୁଷ୍ଠିତ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଭାରତ ୨୫୭ ରନରେ ବିଜୟୀ ହୋଇଛି। ୪୬୮ ରନ ବିଜୟ ଲକ୍ଷ୍ୟର ପିଛା କରିଥିବା...

ଗନେମତ୍‌-ଅଙ୍ଗଦ ଯୋଡ଼ିଙ୍କୁ ମିକ୍ସଡ ସ୍କିଟ୍‌ରେ ସ୍ବର୍ଣ୍ଣ

ନୂଆଦିଲ୍ଲୀ, ୨୪ା୩ (ପି.ଟି.)-ଚଳିତ ଆଇଏସ୍‌ଏସ୍‌ଏଫ୍‌ ଶୁଟିଂ ବିଶ୍ୱକପ୍‌ରେ ଭାରତୀୟ ଶୁଟରମାନଙ୍କ ସ୍ବର୍ଣ୍ଣ ଅଭିଯାନ ଜାରି ରହିଛି। ମଙ୍ଗଳବାର ଗନେମତ୍‌ ସେଖୋଁ ଓ ଅଙ୍ଗଦ ବୀର ସିଂ...

Advertisement
Archives

Model This Week