Posted inଫୁରସତ

ବାଇକ୍‌ରେ ଯାଉଥିଲେ ଏକ ପରିବାରର ୪ ଜଣ, ମା’ ଝିଅଙ୍କୁ ଯେମିତି ବସାଇଛନ୍ତି ଭିଡିଓ ଦେଖିଲେ…

ବର୍ତ୍ତମାନ ଇଣ୍ଟରନେଟ୍‌ରେ ଏକ ପରିବାରର ଭିଡିଓ ଭାଇରାଲ ହେବାରେ ଲାଗିଛି। ଏକ ପରିବାରର ୪ ଜଣ କେଉଁ ଏକ ସ୍ଥାନକୁ ବାଇକ୍‌ରେ ଯାଉଥିବା ବେଳେ କିଏ ଜଣେ ତାଙ୍କ ଭିଡିଓ କରି ସୋସିଆଲ ମିଡିଆରେ ପୋଷ୍ଟ କରିଦେଇଛି।
ଭାଇରାଲ କ୍ଲିପ୍‌ରେ ଏହା ଦେଖିବାକୁ ମିଳେଯେ, ୪ ଜଣ ବାଇକ୍‌ରେ ଯାଉଛନ୍ତି। ସେମାନେ କୌଣସି ପ୍ରକାରେ ବାଇକ୍‌ ଉପରେ ବସିଛନ୍ତି। ପୁରୁଷ ଜଣକ ଟାଙ୍କି ଉପରେ ବସିଥିବା ବେଳେ ପଛରେ ତାଙ୍କ ପୁଅ ଓ ସ୍ତ୍ରୀ ବସିଛନ୍ତି। ସବୁଠାରୁ ଆଶ୍ଚର୍ଯ୍ୟ କଥା ମହିଳାଙ୍କ କୋଳରେ ତାଙ୍କ ବଡ଼ ଝିଅ ବସିଛନ୍ତି। ମହିଳାଙ୍କ ଏପରି ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହେଉଛନ୍ତି। କିଛି ୟୁଜର୍ସ ପ୍ରତିକ୍ରିୟା ଦେଇ ଲେଖିଛନ୍ତି ଯେ, କେବଳ ମା’ ହିଁ ଏହା କରିପାରିବେ।
ଏହି ଭିଡିଓ ଇନଷ୍ଟାଗ୍ରାମ ପେଜ୍‌ @purnia_parivarରୁ ପୋଷ୍ଟ କରାଯାଇଛ। ଏହି ଭିଡିଓକୁ ଅନେକ ଲାଇକ୍‌ କରିଥିବା ବେଳେ ଅନେକ ଜଣ କମେଣ୍ଟ କରିଛନ୍ତି। ଜଣେ ୟୁଜର୍ସ ଲେଖିଛନ୍ତି, ଭାରତ ସରକାର ତାଙ୍କୁ ପୁରସ୍କାର ଦେବା ଉଚିତ୍‌। ଅନ୍ୟଜଣେ କହିଛନ୍ତି, ସେମାନଙ୍କୁ ପରିହାସ କର ନାହିଁ, ଏହା ମଧ୍ୟବିତ୍ତ ଲୋକଙ୍କ ଅବସ୍ଥା।

 

View this post on Instagram

 

A post shared by PURNIA_PARIVAR (@purnia_parivar)


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

୨୦ରୁ ୨୨ଅଗଷ୍ଟ ଯାଏ ସବୁ ସ୍କୁଲ-କଲେଜ ବନ୍ଦ; ରାଜ୍ୟପାଳ ଜାରି କଲେ ନିର୍ଦ୍ଦେଶ, ଜାଣନ୍ତୁ କାହିଁକି…

୨୦ ରୁ ୨୨ ଅଗଷ୍ଟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ, ଯାହାକୁ ନେଇ ଶିକ୍ଷା ବିଭାଗ ପକ୍ଷରୁ ଆନୁଷ୍ଠାନିକ ନିର୍ଦ୍ଦେଶ ଜାରି କରାଯାଇଛି। ଶିକ୍ଷା ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri