କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର ସୌନ୍ଦର୍ଯ୍ୟକରଣ ପାଇଁ ସ୍ଥାନୀୟ ଗାନ୍ଧିଛକରେ ସୁଉଚ୍ଛରେ ଜାତୀୟ ପତାକା ତ୍ରିରଙ୍ଗା ଉଡାଯାଇଛି । ଜିଲାରେ ଏହା ଉଚ୍ଚତମ ତ୍ରିରଙ୍ଗା । ତେବେ ରବିବାର ଝଡ ବତାସରେ ଏହି ତ୍ରିରଙ୍ଗାୟ କିଛି ଅଂଶ ଛିଣ୍ଡି ଯାଇଥିଲା।

Dharitri – Odisha’s No.1 Odia Daily

Share