Odisha Elections 2024
Posted inଜାତୀୟ

ଡ୍ରୋନ୍‌ ଆକ୍ରମଣ ପରେ ଆରବ ସାଗରରେ ବଢ଼ିଲା ସୁରକ୍ଷା

ନୂଆଦିଲ୍ଲୀ,୩୧ା୧୨: ମାଲ୍‌ବାହୀ ଜାହାଜ ଉପରେ ଡ୍ରୋନ୍‌ ଆକ୍ରମଣ ପରେ ଆରବ ସାଗର ଏବଂ ଆଡେନ୍‌ ଉପସାଗରରେ ଭାରତୀୟ ନୌସେନା ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ନୌସେନାର ଯୁଦ୍ଧଜାହାଜକୁ ଏଥିରେ ନିୟୋଜିତ କରାଯାଇଛି।

ଗତ ୨୩ ତାରିଖରେ ଗୁଜରାଟଠାରୁ ପ୍ରାୟ ୨୦୦ ନଟିକାଲ ମାଇଲ୍‌ ଦୂର ଆରବ ସାଗରରେ ଏମ୍‌ଭି ଚେମ୍‌ ପ୍ଲୁଟୋ ନାମକ ମାଲ୍‌ବାହୀ ଜାହାଜ ଉପରେ ଡ୍ରୋନ୍‌ ଆକ୍ରମଣ ହୋଇଥିଲା। ଏଥିରେ ୨୧ ଭାରତୀୟ ଥିଲେ। ଏହି ଘଟଣାର ଦିନକ ପରେ ଲୋହିତ ସାଗରରେ ଭାରତ ଆସୁଥିବା ତୈଳବାହୀ ଜାହାଜ ଏମ୍‌ଭି ସାଇବାବା ଉପରେ ଡ୍ରୋନ୍‌ ଆକ୍ରମଣ ହୋଇଥିଲା। ଗତ କିଛି ସପ୍ତାହ ହେଲା ଲୋହିତ ସାଗର, ଆଡେନ୍‌ ଉପସାଗର ଏବଂ ଆରବ ସାଗରରେ ବାଣିଜି୍ୟକ ଜାହାଜ ଉପରେ ଆକ୍ରମଣ ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ନୌସେନା ଆରବ ସାଗର ଓ ଆଡେନ୍‌ ଉପସାଗରରେ ସର୍ଭିଲାନ୍ସ ବ୍ୟବସ୍ଥା ବଢ଼ାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାତି ମାଲିଓ୍ବାଲ ମାମଲାର ଯାଞ୍ଚ କରିବ ଏସଆଇଟି, ଏହି ମହିଳା ଅଧିକାରୀଙ୍କୁ ମିଳିଲା ଦାୟିତ୍ୱ

ନୂଆଦିଲ୍ଲୀ,୨୧।୫: ସ୍ବାତି ମାଲିୱାଲ ଆମ ଆଦମୀ ପାର୍ଟିରୁ ରାଜ୍ୟ ସଭା ଏମପିଙ୍କ ଉପରେ ଆକ୍ରମଣ ମାମଲାରେ ଏକ ବଡ ଅପଡେଟ ଆସିଛି। ଏହି ଆକ୍ରମଣ ଘଟଣାର...

ଯେ କୌଣସି ସ୍ତରକୁ ଯାଇପାରେ ‘ଇଣ୍ଡିଆ’ ମେଣ୍ଟ: ପଞ୍ଚମ ପର୍ଯ୍ୟାୟ ଭୋଟ ଗ୍ରହଣ ପରେ ମୋଦି କହିଲେ ଏମିତି

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନରେ ପଞ୍ଚମ ପର୍ଯ୍ୟାୟ ଭୋଟ ଦେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଧନ୍ୟବାଦ ଜଣାଇବା ସହ ଭାଜପା ନେତୃତ୍ୱାଧୀନ ନ୍ୟାସନାଲ...

ମତଦାନ କେନ୍ଦ୍ର ଶୌଚାଳୟରେ ମିଳିଲା ପୋଲିଂ ବୁଥ ଏଜେଣ୍ଟଙ୍କ ମୃତଦେହ

ମୁମ୍ବାଇ,୨୧।୫: ଶିବସେନା (ୟୁବିଟି)ର ପୋଲିଂ ବୁଥ ଏଜେଣ୍ଟ ମନୋହର ନାଲେଜ(୬୨)ଙ୍କ ମୃତଦେହ ମୁମ୍ବାଇର ୱର୍ଲି ଅଞ୍ଚଳରେ ଥିବା ଏକ ମତଦାନ ବୁଥର ଶୌଚାଳୟ ଭିତରୁ ଜବତ...

ନିର୍ବାଚନ ପ୍ରତିଦ୍ୱନ୍ଦିତା ମଧ୍ୟରେ ଫୁଟିଲା ଗୁଳି, ଜଣେ ମୃତ ୨ ଆହତ, ଭାଜପା ନେତା ଗିରଫ

ପାଟନା,୨୧।୫: ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା କାରଣରୁ ମଙ୍ଗଳବାର (ମେ’୨୧) ସକାଳେ ବିହାରର ଛପ୍ରାଠାରେ ଦୁଇ ଗୋଷ୍ଠୀ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏହି ଘଟଣାରେ ଜଣଙ୍କର ମତ୍ୟୁ...

କେଜ୍‌ରିଓ୍ବାଲଙ୍କ ଟେନ୍‌ସନ ବଢାଇଲା ଇଡି, ଆତ୍ମସମର୍ପଣର ତାରିଖ ପୂର୍ବରୁ…

ନୂଆଦିଲ୍ଲୀ,୨୧।୫: ଦିଲ୍ଲୀ ମଦ ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସମସ୍ୟା ବଢାଇଦେଇଛି। ଜୁନ ୨ରେ ଆତ୍ମସମର୍ପଣ ସମୟରେ ଇଡି ଏଏପି ସଂଯୋଜକ...

ଭାବପ୍ରବଣ ହେଲେ ରାହୁଲ ଗାନ୍ଧୀ: ବାପାଙ୍କ ପାଇଁ ଲେଖିଲେ ଏମିତି କଥା

ନୂଆଦିଲ୍ଲୀ,୨୧।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ତାଙ୍କ ପିତା ତଥା ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ପୁଣ୍ୟତିଥିରେ ଏକ ଭାବପ୍ରବଣ ବାର୍ତ୍ତା ଲେଖିଛନ୍ତି। ମଙ୍ଗଳବାର...

ଇରାନ ରାଷ୍ଟ୍ରପତିଙ୍କ ସମ୍ମାନାର୍ଥେ ଆଜି ଭାରତରେ ଶୋକ: ଅର୍ଦ୍ଧନମିତ ରହିବ ଜାତୀୟ ପତାକା

ନୂଆଦିଲ୍ଲୀ,୨୧।୫: ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କର ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସୋମବାର ଦୁର୍ଘଟଣାସ୍ଥଳରୁ ରଇସିଙ୍କ ମୃତଦେହ ମିଳିଥିବା ସରକାରୀ ଗଣମାଧ୍ୟମରେ ସ୍ପଷ୍ଟ କରାଯାଇଛି। ରବିବାର...

ମମତାଙ୍କୁ ଲିଗାଲ ନୋଟିସ୍‌

କୋଲକାତା,୨୧ା୫:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭାରତ ସେବାଶ୍ରମ ସଂଘ (ବିଏସ୍‌ଏସ୍‌)ର ସମ୍ପାଦକ ସ୍ବାମୀ ପ୍ରଦୀପ୍ତାନନ୍ଦ ସୋମବାର ଲିଗାଲ ନୋଟିସ୍‌ ପଠାଇ ୪୮ ଘଣ୍ଟା ମଧ୍ୟରେ ନିଃସର୍ତ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri