Posted inଜାତୀୟ

ରାତିରେ ପ୍ରଥମ ଥର ପାଇଁ ଆଇଏନ୍‌ଏସ୍‌ ବିକ୍ରାନ୍ତରେ ଅବତରଣ କଲା ମିଗ୍‌-୨୯କେ

ନୂଆଦିଲ୍ଲୀ,୨୫।୫: ଭାରତୀୟ ନୌସେନା ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ମିଗ୍‌-୨୯କେ ରାତିରେ ଆଇଏନ୍‌ଏସ୍‌ ବିକ୍ରାନ୍ତରେ ଅବତରଣ କରି ଇତିହାସ ସୃଷ୍ଟି କରିଛି। ଏଥିସହିତ ଆତ୍ମର୍ନିଭର ଭାରତ ଦିଗରେ ମଧ୍ୟ ଏହା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଏନେଇ ଭାରତୀୟ ବାୟୁସେନା ପକ୍ଷରୁ ଏକ ଟୁଇଟ କରାଯିବା ସହ ଏକ ଭିଡିଓ ଅପଲୋଡ କରାଯାଇଛି । ତେବେ ଭାରତୀୟ ନୌସେନା ଏହି ସଫଳତାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଆତ୍ମନିର୍ଭର ଭାରତ’ରେ ଆଉ ଏକ ପଦକ୍ଷେପ ବୋଲି ଚିହ୍ନିତ କରିଛି।

ପୂର୍ବରୁ ଆଇଏନଏସ ବିକ୍ରାନ୍ତରେ ବିଭିନ୍ନ ପରୀକ୍ଷଣ କରାଯାଇ ଏହାକୁ ପ୍ରସ୍ତୁତ କରାଯାଉଛି। ପୂର୍ବରୁ ଦିନରେ ଲଢୁଆ ବିମାନର ଅବତରଣ କରଯାଇଥିଲା । ଏବେ ରାତିରେ ଏହି ପରୀକ୍ଷଣ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯକ୍ଷ୍ମା ମୁକ୍ତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ଟିବି ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ଯକ୍ଷ୍ମା ରୋଗ ଉପରେ ଏକ…

ବିଧାୟକ ହେବା ପରେ ପ୍ରତି ମାସରେ କେତେ ଦରମା ପାଇବେ ପ୍ରଶାନ୍ତ କିଶୋର, ଜାଣନ୍ତୁ କେଉଁ ସବୁ ସରକାରୀ ସୁବିଧା ମିଳିବ…

ପାଟନା,୪।୮: ବଡ଼ ବଡ଼ ରାଜନୈତିକ ଦଳକୁ ନିର୍ବାଚନ ଜିତିବାର ରଣନୀତି ଦେଉଥିବା ରାଜନୈତିକ ବିଶ୍ଳେଷକରୁ ସିଧାସଳଖ ରାଜନୀତିକୁ ପ୍ରବେଶ କରିଥିବା ଜନ ସୁରାଜ ପାର୍ଟିର ମୁଖ୍ୟ ପ୍ରଶାନ୍ତ…

ସ୍ବାମୀ ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ଯୁକ୍ତିତର୍କ କଲେ ସ୍ତ୍ରୀ, କହିଲେ- ସେ ବାଥରୁମ୍‌ରେ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ପୋଲିସ ତାଙ୍କୁ ତାଙ୍କ ବାସଭବନରୁ ନେଇଥିଲା। ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ତାଙ୍କ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

RJD, BJP ନା କଂଗ୍ରେସ; କାହା ସହ ମେଣ୍ଟ କରିବେ ପ୍ରଶାନ୍ତ କିଶୋର? ନିଜେ କଲେ ବଡ଼ ଖୁଲାସା

ପାଟନା,୪।୮: ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର କୌଣସି ରାଜନୈତିକ ଦଳ ସହ ମେଣ୍ଟ କରିବାର ସମ୍ଭାବନାକୁ ଖଣ୍ଡନ କରି କହିଛନ୍ତି ଯେ, ବାଙ୍କିପୁର ବିଧାନସଭା…

‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ

ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ…

E20 ପେଟ୍ରୋଲକୁ ନେଇ ଦିଲ୍ଲୀରେ ତେଜିଲା ରାଜନୀତି! ପିଏମ ଆବାସ ଅଭିମୁଖେ ଯାଉଥିବାବେଳେ କେଜ୍‌ରିୱାଲଙ୍କୁ…

ନୂଆଦିଲ୍ଲୀ,୪।୮: ଆମ ଆଦମୀ ପାର୍ଟି (AAP)ର ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ମାର୍ଚ୍ଚ ପାଇଁ ବାହାରିଛନ୍ତି। ତାଙ୍କ ସହ ଏଏପିର ନେତା ଓ କର୍ମୀମାନେ…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri