Posted inଜାତୀୟ

ସମୁଦ୍ରରେ ଖସି ପଡିଲା ମିଗ୍‌-୨୯କେ

ନୂଆଦିଲ୍ଲୀ,୨୭।୧୧: ଭାରତୀୟ ନୌସେନାର ମିଗ-୨୯କେ ଗୁରୁବାର ଦୁର୍ଘଟଣାର ଶିକାର ହୋଇଛି। ଗୁରୁବାର ସା ପ୍ରାୟ ପାଞ୍ଚଟା ବେଳେ ମିଗ-୨୯କେ ଦୁର୍ଘଟଣା ଘଟି ବିମାନଟି ସମୁଦ୍ରରେ ଖସିପଡିଥିଲା। ଯୁଦ୍ଧ ବିମାନରେ ଥିବା ଦୁଇ ଜଣ ପାଲଟଙ୍କ ମଧ୍ୟରୁ ନୌସେନା ଜଣଙ୍କୁ ଉଦ୍ଧାର କରିଥିବା ବେଳେ ଆଉ ଜଣଙ୍କର କୌଣସି ପତ୍ତା ମିଳିନାହିଁ। ତାଙ୍କୁ ଖୋଜିବା ପାଇଁ ସର୍ଚ୍ଚ ଅପରେସନ ଜାରି ରହିଛି। ନୌସେନା ଅନୁଯାୟୀ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହି ବିମାନଟି ଟ୍ରେନର ବିମାନ ଭାବରେ ବ୍ୟବହୃତ ହେଉଥିଲା। ବିମାନର ଦ୍ୱିତୀୟ ପାଇଲଟଙ୍କୁ ଖୋଜିବା ପାଇଁ ସର୍ଚ୍ଚ ଅପରେସନ ଚାଲିଛି। ସୂଚନାଯୋଗ୍ୟ, ଚଳିତ ବର୍ଷ ଫେବୃଆରୀରେ ଗୋଆରେ ଭାରତୀୟ ନୌସେନାର ଏକ ମିଗ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସେଠାରେ ମଧ୍ୟ ମିଗ -୨୯କେ ଏକ ନିତ୍ୟବ୍ୟବହାର୍ଯ୍ୟ କାର୍ଯ୍ୟ କରୁଥିଲା। ଏହି ଦୁର୍ଘଟଣାରେ କୌଣସି ପାଇଲଟ୍‌ଙ୍କ କ୍ଷତି ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଗିଲେ ଦୁଷ୍ୟନ୍ତ ଚୌତାଲା

ଚଣ୍ଡିଗଡ଼,୨୯ ।୮: କରନାଲ ଏସ୍‌ଡିଏମଙ୍କ ଭାଇରାଲ ଭିଡିଓ ଦେଖିବା ପରେ ହରିୟାଣାର ଉପମୁଖ୍ୟମନ୍ତ୍ରୀ ଦୁଷ୍ୟନ୍ତ ଚୌତାଲା ତାଙ୍କର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଉକ୍ତ...

ହାତୀକୁ ବାଟ ଛାଡ଼

ନୂଆଦିଲ୍ଲୀ,୧୫ା୧୦: ହାତୀ ଏକ ଜେଣ୍ଟଲମ୍ୟାନ। ମଣିଷ ହାତୀକୁ ବାଟ ଛାଡ଼ିଦେବା ଉଚିତ। ହାତୀ ଏକ ବିଶାଳକାୟ ଜୀବ ହେଲେ ମଧ୍ୟ ଭଙ୍ଗୁର। ଆମେ ଏକ ଭଙ୍ଗୁରପ୍ରବଣ...

କ୍ଷମତା ପାଇଁ ହିନ୍ଦୁତ୍ୱ ସହିତ ପ୍ରତାରଣା କରାଯିବ ନାହିଁ…

ମୁମ୍ବାଇ, ୨୧।୬ : ଶିବସେନାର ବହୁ ବିଧାୟକଙ୍କ ସହ ସୁରଟରେ ପହଞ୍ଚିଥିବା ଏକନାଥ ସିନ୍ଦେଙ୍କ ବିରୋଧରେ ଉଦ୍ଧବ ଠାକୁର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ତାଙ୍କୁ...

ପଛୁଆ ଚାଲି ବିରୋଧ ପ୍ରଦର୍ଶନ କଲେ ଚନ୍ଦ୍ରାବାବୁ

ଅମରାବତୀ,୧୬।୧୨: ତେଲ୍‌ଗୁ ଦେଶମ ପାର୍ଟି(ଟିଡିପି)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରାବାବୁ ନାଇଡୁ ସୋମବାର ଅମରାବତୀରେ ନିଆରା ଢଙ୍ଗରେ ବିରୋଧ...

୨୦୫୦ ସୁଦ୍ଧା ଦେଶରେ ବରିଷ୍ଠ ନାଗରିକଙ୍କ ସଂଖ୍ୟା ୩ ଗୁଣା ହେବ

ନୂଆଦିଲ୍ଲୀ,୭।୧: ଦେଶରେ ବରିଷ୍ଠ ନାଗରିକଙ୍କ ସଂଖ୍ୟା ଆସନ୍ତା ୨୦୫୦ ସୁଦ୍ଧା ୩ ଗୁଣା ହେବ। ୨୦୧୧ ଜନଗଣନା ଅନୁସାରେ ବରିଷ୍ଠ ନାଗରିକଙ୍କ ସଂଖ୍ୟା ୧୦ କୋଟି...

ଦେଶରେ ବଢ଼ୁଛି କରୋନା ମିଟର: ଗତ ୨୪ଘଣ୍ଟାରେ ୧୩ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୮।୬: ଦେଶରେ ଦିନକୁ ଦିନ କରୋନା ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ରାଜ୍ୟରେ ୧୨,୮୪୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ...

୫ ବିଦେଶୀଙ୍କୁ ଦେଶ ଛାଡ଼ିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୪ା୩: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ବିକ୍ଷୋଭରେ ସାମିଲ ହୋଇଥିବା ୫ ଜଣ ବିଦେଶୀ ଭିଜା ନିୟମର ଉଲ୍ଲଂଘନ କରିଥିବାରୁ ସେମାନଙ୍କୁ ଦେଶ ଛାଡ଼ି...

ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରନ୍ତି ଅଭିନନ୍ଦନ

ନୂଆଦିଲ୍ଲୀ,୨୦।୪: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ...

Advertisement
Archives

Model This Week