Posted inଜାତୀୟ

ଭାରତୀୟ ନୌସେନାରେ ନିୟୋଜିତ ହେବ ୨୭ଟି ଶକ୍ତିଶାଳୀ ବୁଡାଜାହାଜ

ନୂଆଦିଲ୍ଲୀ,୨୨।୯: ଆଗାମୀ ଦିନରେ ଭାରତୀୟ ନୌସେନା ବିଶ୍ୱର ସବୁଠାରୁ ଶକ୍ତିଶାଳୀ ନୌସେନା ଭାବେ ପରିଗଣିତ ହେବାକୁ ଯାଉଛି। ଖୁବ୍‌ ଶୀଘ୍ର ୨୭ଟି ବୁଡ଼ାଜାହାଜ ଭାରତୀୟ ନୌସେନାରେ ଯୋଗ ଦେବାକୁ ଯାଉଛି। ଯେଉଁଥିରେ ଦୁନିଆର ସବୁଠାରୁ ଶକ୍ତିଶାଳୀ ବୁଡ଼ାଜାହାଜ ଅନ୍ତର୍ଭୁକ୍ତ। ଏହି ବୁଡ଼ାଜାହାଜଗୁଡ଼ିକ ପରମାଣୁ ଏବଂ ବାଲିଷ୍ଟିକ କ୍ଷେପଣାସ୍ତ୍ର ଭଳି ଘାତକ ଅସ୍ତ୍ରଶସ୍ତ୍ରରେ ସଜ୍ଜିତ ହେବ। ତେଣୁ ଏଗୁଡିକୁ ୁ ଷ୍ଟ୍ରାଟେଜିକ ଷ୍ଟ୍ରାଇକ ପରମାଣୁ ବୁଡାଜାହାଜ କୁହାଯିବ।

ଚାଇନା ହିନ୍ଦ ମହାସାଗରରେ ନିଜ ଶକ୍ତି ବଢାଇବାରେ ଲାଗିଛି। ଡ୍ରାଗନର ରିସର୍ଚ୍ଚ ଜାହାଜ ‘ସି ୟାନ ୬’ କଲମ୍ବୋ ବନ୍ଦରରେ ପହଞ୍ଚି ସାରିଛି। ତେଣୁ ଚାଇନାର ଗତିବିଧି ଉପରେ ନଜର ରଖିବା ପାଇଁ ଏହି ବୁଡାଜାହଜ ମୁତୟନ ହେବ।

ଆରିହାନ୍ତ କ୍ଲାସ ବାଲିଷ୍ଟିକ କ୍ଷେପଣାସ୍ତ୍ର ବୁଡ଼ାଜାହାଜ ଭାରତର ସର୍ବୋତ୍ତମ ବୁଡ଼ାଜାହାଜ ମଧ୍ୟରୁ ଅନ୍ୟତମ, ଏଥିରୁ ୪ଟି ବୁଡ଼ାଜାହାଜ ରହିବ। ସମ୍ପ୍ରତି ୨ଟି ସେବାରେ ଅଛି, ୧ଟି ନିର୍ମାଣଧୀନ ଥିବାବେଳେ ନିକଟରେ ଗୋଟିଏ ନିୟୋଜନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ପୁଣି ଖପ୍ପା ହେଲେଣି ଡୋନାଲ୍ଡ ଟ୍ରମ୍ପ, କହିଲେ ୪୭ ବର୍ଷ ହେଲା…

ଓ୍ବାଶିଂଟନ,୧୧।୫: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଦେଖାଦେଇଥିବା ଭୟଙ୍କର ସଂଘର୍ଷକୁ ବନ୍ଦ କରିବା ପାଇଁ ପ୍ରୟାସକୁ ଏକ ବଡ଼ ଝଟକା ଲାଗିଛି। ରବିବାର (୧୦ ମଇ) ଦିନ, ଆମେରିକାର ରାଷ୍ଟ୍ରପତି…

ପ୍ରବଳ ଝଡ଼ତୋଫାନ ସହ ବର୍ଷା: ଭାଙ୍ଗିଲା ଯାତ୍ରା ତୋରଣ,ବ୍ୟାପକ କ୍ଷୟକ୍ଷତି

ଭଞ୍ଜନଗର,୧୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରବିବାର ରାତି ୧୦ଟାରୁ ୧୧ଟା ପର୍ଯ୍ୟନ୍ତ ପ୍ରବଳ ଝଡ଼ତୋଫାନ ସହ ବର୍ଷା ହୋଇଥିଲା। ଏହାର କିଛି ସମୟ ପରେ…

ଅବତରଣ ସମୟରେ ବିମାନର ଟାୟାରରେ ଲାଗିଲା ନିଆଁ; ଥିଲେ ୨୭୮ ଜଣ ଯାତ୍ରୀ

କାଠମାଣ୍ଡୁ,୧୧।୫: ନେପାଳର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ ସମୟରେ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି। ବିମାନର ଟାୟାରରେ ନିଆଁ ଲାଗିଯାଇଥିବା ସୂଚନା ମିଳିଛି। ପୋଲିସ ନିଶ୍ଚିତ କରିଛି…

୭ ଦିନ ପାଇଁ ଇଡି ହାଜତକୁ ଗଲେ ପଞ୍ଜାବ ମନ୍ତ୍ରୀ ଆରୋରା

ଗୁରୁଗ୍ରାମ,୧୧ା୫(ପି.ଟି.): ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ଗିରଫ ହୋଇଥିବା ପଞ୍ଜାବ ଶିଳ୍ପମନ୍ତ୍ରୀ ସଞ୍ଜୀବ ଆରୋରାଙ୍କୁ ଗୁରୁଗ୍ରାମର ଏକ ସ୍ବତନ୍ତ୍ର ପିଏମ୍‌ଏଲ୍‌ଏ କୋର୍ଟ ୭ ଦିନ…

ସରକାର ଗଠନ ପାଇଁ ହିମନ୍ତଙ୍କୁ ମିଳିଲା ଆମନ୍ତ୍ରଣ: ୧୨ରେ ଶପଥ ଗ୍ରହଣ

ଗୁଆହାଟୀ,୧୦ା୫: ଆସାମରେ ପରବର୍ତ୍ତୀ ସରକାର ଗଠନ ପାଇଁ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ରବିବାର ମୁଖ୍ୟମନ୍ତ୍ରୀ ନିର୍ବାଚିତ ହିମନ୍ତ ବିଶ୍ୱଶର୍ମାଙ୍କୁ ଆମନ୍ତ୍ରଣ କରିଛନ୍ତି। ଫଳରେ ଆସାମରେ ଏନ୍‌ଡିଏ…

ବଡ଼ ଧରଣର ବିସ୍ଫୋରଣ, ୧୫ ପୋଲିସ ନିହତ

ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି…

ଯୁଦ୍ଧର ପ୍ରଭାବକୁ କମ୍ କରିବାକୁ ମୋଦିଙ୍କ ବଡ଼ ଆହ୍ବାନ; ପେଟ୍ରୋଲ-ଡିଜେଲର ବ୍ୟବହାର ହ୍ରାସ, ବର୍ଷେ ସୁନା….

ନୂଆଦିଲ୍ଲୀ,୧୦ା୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତବାସୀଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି । ସଂଯମତାର ସହିତ ପେଟ୍ରୋଲିୟମ ଉତ୍ପାଦ ବ୍ୟବହାର କରିବାକୁ…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri