Posted inଜାତୀୟ

ଭାରତୀୟ ନୌସେନାରେ ସାମିଲ ହେଲା ଓ୍ବାଗିର

ମୁମ୍ବାଇ,୧୨।୧୧-ଭାରତୀୟ ନୌସେନାରେ ଗୁରୁବାର ସାମିଲ ହୋଇଛି ବୁଡାଜାହଜ ଓ୍ବାଗିର। ଦକ୍ଷିଣ ମୁମ୍ବାଇ ସ୍ଥିତ ମାଜାଗାଓଁ ଡକ୍‌ ସମୁଦ୍ରତଟରେ ଏହି ବୁଡାଜାହଜ ଜଳାବତରଣ କରିଛି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ ଶ୍ରୀପଦ ନାୟକ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଭାରତୀୟ ନୌସେନାର ସ୍କର୍ପିଅନ ଶ୍ରେଣୀର ପଞ୍ଚମ ଜାହଜ ଓ୍ବାଗିର ଅତ୍ୟାଧୁନିକ ଜ୍ଞାନ କୌଶଳରେ ନିର୍ମିତ ହୋଇଛି। ଫ୍ରାନ୍ସର ଡିସିଏନଏସ ଏବଂ ଭାରତୀୟ ନୌସେନା ପକ୍ଷରୁ ମିଳିତ ଭାବରେ ଏହାର ଡିଜାଇନ ପ୍ରସ୍ତୁତ କରାଯାଇଛି। ଭାରତ ମହାସାଗରରେ ଦେଖାଯାଉଥିବା ଶିକାରୀ ମାଛ ‘ୱାଗିର ନାମାନୁସାରେ ଏହାକୁ ନାମିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୭୦ ଟ୍ରେନିଂ ବିମାନ କ୍ରୟ ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ଏଚଏଏଲ ମଧ୍ୟରେ ଚୁକ୍ତି…

ନୂଆଦିଲ୍ଲୀ,୭।୩ : ପ୍ରତିରକ୍ଷା ମନ୍ତ୍ରଣାଳୟ ମଙ୍ଗଳବାର ୭୦ ଏଚଟିଟି-୪୦ ଟ୍ରେନିଂ ବିମାନ କ୍ରୟ ପାଇଁ ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ(ଏଚଏଏଲ) ସହିତ ଏକ ଚୁକ୍ତିନାମା ସ୍ବାକ୍ଷର କରିଛି।...

ପାଶ୍ୱାନଙ୍କ ବାରିକ ସାଜିଲେ ପୁଅ ଚିରାଗ

ନୂଆଦିଲ୍ଲୀ,୧୩ା୪: ଲକ୍‌ଡାଉନ୍‌ ବେଳେ କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶ୍ୱାନଙ୍କ ଚୁଟି ଓ ଦାଢ଼ି କାଟୁଛନ୍ତି ପୁଅ ଚିରାଗ ପାଶ୍ୱାନ। ଲୋକ ଜନଶକ୍ତି ପାର୍ଟି ଅଧ୍ୟକ୍ଷ ଚିରାଗ ରବିବାର...

ରାଷ୍ଟ୍ରପତିଙ୍କୁ ରିପୋର୍ଟ ଦେଲେ ପଞ୍ଚଦଶ ଅର୍ଥ କମିଶନ

ନୂଆଦିଲ୍ଲୀ, ୧୦।୧୧: ଅଧ୍ୟକ୍ଷ ଏନ୍‌.କେ. ସିଂଙ୍କ ନେତୃତ୍ୱରେ ପଞ୍ଚଦଶ ଅର୍ଥ କମିଶନ ଏହାର ୨୦୨୧-୨୨ରୁ ୨୦୨୫-୨୬ ଆର୍ଥତ୍କ ବର୍ଷ ପର୍ଯ୍ୟନ୍ତ ଚୂଡ଼ାନ୍ତ ରିପୋର୍ଟ ସୋମବାର ରାଷ୍ଟ୍ରପତି...

ମନ୍ତ୍ରୀଙ୍କ ପାଇଁ ଅଢ଼ୁଆରେ ନୂଆ ମୁଖ୍ୟମନ୍ତ୍ରୀ ବୋମାଇ

ବାଙ୍ଗାଲୁରୁ,୧୨।୮ : କର୍ନାଟକ ମୁଖ୍ୟମନ୍ତ୍ରୀ ବାସଭାରଜ ବୋମାଇଙ୍କ ନେତୃତ୍ୱରେ ଖୁସି ନାହାନ୍ତି ମନ୍ତ୍ରୀ। ମନ୍ତ୍ରିମଣ୍ଡଳର ଜଣେ ମନ୍ତ୍ରୀ ଇଚ୍ଛା ମୁତାବକ ବିଭାଗ ନ ମିଳିବାରୁ ଇସ୍ତଫା...

କୋହିମା ଯୁଦ୍ଧ ସ୍ମାରକୀର ପ୍ରତିଟି କାର୍ଯ୍ୟରେ ଭାରତ ଲୋଡିଥାଏ ବ୍ରିଟେନ୍‌ ସରକାରଙ୍କ ଅନୁମତି

କୋହିମା,୧୮।୭: ଭାରତ ସ୍ବାଧୀନତା ପାଇବାକୁ ଢ଼େର ବର୍ଷ ବିତିଯାଇଛି। ତେବେ ଭାରତରେ ଏପରି ସ୍ଥାନ ରହିଛି ଯାହାର ପ୍ରତିଟି କାର୍ଯ୍ୟରେ ବ୍ରିଟେନ୍‌ ସରକାରଙ୍କ ଅନୁମତି ଲୋଡାଯାଇଥାଏ।...

ପୁଣି ବାବା ରାମଦେବଙ୍କୁ ଲାଗିଲା ଝଟ୍‌କା: ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ସ୍ପଷ୍ଟୀକରଣ ମାଗିଲା ଆଇଏମଏ

ନୂଆଦିଲ୍ଲୀ,୨୨।୨: କରୋନା ଭାଇରସ ସହିତ ଲଢିବା ପାଇଁ ପତଞ୍ଜଳିଙ୍କ କରୋନିଲକୁ ସମର୍ଥନ କରିଥିବାରୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ନିନ୍ଦା କରିଛି ଭାରତୀୟ ମେଡିକାଲ ଆସୋସିଏସନ (ଆଇଏମଏ)।...

୨ ମାସରେ ଗଲାଣି ୬ ଚିତାଙ୍କ ଜୀବନ

ନୂଆଦିଲ୍ଲୀ,୨୮।୫: ମଧ୍ୟପ୍ରଦେଶ କୁନୋ ଜାତୀୟ ଉଦ୍ୟାନରେ କିଛି ଦିନ ତଳେ ମହିଳା ଚିତା ‘ଜ୍ୱାଲା’ ୪ ଟି ଛୁଆ ଜନ୍ମ କରିଥିଲା। ଗୁରୁବାର ୨ ଚିତା...

କାଢା ପିଇଲେ ଯକୃତ ନଷ୍ଟ ହେବାର କୌଣସି ପ୍ରମାଣ ନାହିଁ: ଆୟୁଷ ମନ୍ତ୍ରଣାଳୟ

ନୂଆଦିଲ୍ଲୀ, ୭।୧୦: ଅଧିକ ଦିନ ଧରି କାଢା ପିଇଲେ ଯକୃତ କ୍ଷତି ହେବାର କୌଣସି ପ୍ରମାଣ ନାହିଁ ବୋଲି ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ମନ୍ତ୍ରଣାଳୟ...

Advertisement
Archives

Model This Week