ଭାରତୀୟ ନ୍ୟୁଜ ଚ୍ୟାନେଲ ଉପରେ ରୋକ ଲଗାଇଲା ନେପାଳ

କାଠମାଣ୍ଡୁ,୧୦।୭: ନେପାଳର କେପି ଓଲି ସରକାର ଭାରତର ଏକ ସ୍ଥାନକୁ ନିଜ ନୂଆ ନକ୍ସାରେ ସାମିଲ କରିବା ପରେ ଉଭୟ ଦେଶ ମଧ୍ୟ ବିବାଦ ଆରମ୍ଭ ହୋଇଯାଇଛି। ଭାରତୀୟ ମିଡ଼ିଆରେ ନେପାଳର ରାଜନୀତି ଏବଂ କୂଟନୀତିକୁ ନେଇ ଭୁଲ ବାର୍ତ୍ତା ଭାରତୀୟ ମିଡିଆରେ ପ୍ରକାଶ ପାଉଥିବା ଅଭିଯୋଗ କରି ଦୂରଦର୍ଶନକୁ ଛାଡ଼ି ସମସ୍ତ ନ୍ୟୁଜ ଚ୍ୟାନେଲ ଉପରେ ରୋକ ଲଗାଇଛି ନେପାଳ। ସୂଚନାଯୋଗ୍ୟ, ନେପାଳ ପ୍ରଧାନମନ୍ତ୍ରୀ କେପି ଓଲି ଭାରତ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ଏହାକୁ ନେଇ ତାଙ୍କ ଦଳରେ ଦୁଇ ମତ ପ୍ରକାଶ ପାଇଛି। ଶାସକ ଦଳର ନେତା ହୋଇଥିଲେ ମଧ୍ୟ ତାଙ୍କୁ ବହିଷ୍କାର କରିବା ପାଇଁ ଦଳ ଭିତରୁ ସ୍ବର ଉଠିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା କୋଇଲା ଖଣିରେ ଦୁର୍ଘଟଣା: ୧୮ ଶ୍ରମିକ ମୃତ

ବେଜିଂ,୫ ।୧୨: ଚାଇନାର ଏକ କୋଇଲା ଖଣିରେ କାର୍ବନ ମନୋକ୍ସାଇଡର ସ୍ତର ବୃଦ୍ଧି ପାଇବାରୁ ଏକ ଦୁର୍ଘଟଣା ଘଟିଛି । ଏଥିରେ କାମ କରୁଥିବା ପ୍ରାୟ...

କୋଭିଡ୍‌ ମହାମାରୀ ଶେଷ ହୋଇଛି

ଓ୍ବାଶିଂଟନ,୧୯।୯: ଆମେରିକାରେ କୋଭିଡ୍‌ ମହାମାରୀ ଶେଷ ହୋଇଥିବା ରାଷ୍ଟ୍ରପତି ଜୋ ବାଇଡେନ୍‌ ଘୋଷଣା କରିଛନ୍ତି। ଦେଶରେ ମୁଦ୍ରାସ୍ଫୀତି ନିୟନ୍ତ୍ରଣକୁ ଆସିଛି। ଆଗାମୀ ଦିନରେ ଆମେରିକା ଅର୍ଥନୀତିରେ...

ପାକିସ୍ତାନରେ ନୀରବ ବିଦ୍ରୋହ:ଅର୍ଥନୀତି ସୁଧାରିବାକୁ ଅଣ୍ଟା ଭିଡ଼ିଲେ ସେନାମୁଖ୍ୟ

ଇସ୍‌ଲାମାବାଦ,୪-୧୦(ପି.ଟି.):ଭାରତକୁ ଆଣବିକ ଯୁଦ୍ଧାସ୍ତ୍ରର ଭୟ ଦେଖାଉଥିବା ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ବିରୋଧରେ ଆରମ୍ଭ ହୋଇଛି ନୀରବ ବିଦ୍ରୋହ। ସ୍ଥଳସେନା ମୁଖ୍ୟ ଜେନେରାଲ କମର ଜାଭେଦ୍‌...

ଭାରତ ସୀମାରେ ଚାଇନାର ବୁଲେଟ ଟ୍ରେନ୍‌

ବେଜିଂ, ୨୫।୬: ଚାଇନା ପ୍ରଥମ ଥର ପାଇଁ ତିବ୍ବତକୁ ସମ୍ପୂର୍ଣ୍ଣ ବୈଦ୍ୟୁତିକ ବୁଲେଟ ଟ୍ରେନ୍‌ ଚଳାଇଛି। ଏହି ଟ୍ରେନ୍‌ ପ୍ରାଦେଶିକ ରାଜଧାନୀ ଲାସାରୁ ଅରୁଣାଚଳକୁ ଲାଗିଥିବା...

ପରିତ୍ୟକ୍ତ ଘରେ ଅଗ୍ନିକାଣ୍ଡ: ୨୦ ବରିଷ୍ଠ ନାଗରିକ ଜୀବନ୍ତ ଦଗ୍ଧ…

ମସ୍କୋ,୨୪।୧୨ : ରୁଷର କେମେରୋଭା ସହରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି। ଶୁକ୍ରବାର-ଶନିବାର ବିଳମ୍ବିତ ରାତ୍ରରେ ଘଟିଥିବା ଏହି ଅଗ୍ନିକାଣ୍ଡରେ ଏକ ପରିତ୍ୟକ୍ତ ଘରେ ବାସ...

ପୁଣି ଚିନ୍ତା ବଢ଼ାଇବ ନୂଆ ଭାରିଆଣ୍ଟ: ଓମିକ୍ରନଠାରୁ ୧୦ଗୁଣା ଅଧିକ ସଂକ୍ରମଣ

ଜେନେଭା,୨।୪: କରୋନା ଭାଇରସ୍‌ର ଏକ ନୂଆ ଭାରିଆଣ୍ଟ ପୁଣି ଥରେ ଚିନ୍ତା ବଢ଼ାଇବାକୁ ଯାଉଛି। କରୋନାର ନୂଆ ମ୍ୟୁଟାଣ୍ଟ ଭାରିଆଣ୍ଟ ଏକ୍ସଇ ଓମିକ୍ରନର ସବ୍‌ଭାରିଆଣ୍ଟ ବିଏ-୨...

ଆମେରିକା ରାଷ୍ଟ୍ରପତି ନିର୍ବାଚନ: ଜୋ ବାଇଡେନ ଆଗରେ

ଓ୍ବାଶିଂଟନ୍‌,୪।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି। ଏବେ ଭୋଟ ଗଣନା ଜାରି ରହିଛି। ପ୍ରାରମ୍ଭିକ ଗଣତି ଅନୁଯାୟୀ, ଡେମୋକ୍ରାଟ୍ସ ପାର୍ଟିର ରାଷ୍ଟ୍ରପତି...

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ କଶ୍ମୀର ରାଗ ଉପରେ ଭାରତର କଡ଼ା ଜବାବ

ନ୍ୟୁୟର୍କ,୨୪।୯: ମିଳିତ ଜାତିସଂଘର ସାଧାରଣ ସଭାରେ ଶନିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହଓ୍ବାଜ ଶରିଫ କାଶ୍ମୀର ପ୍ରସଙ୍ଗ ଉଠାଇଛନ୍ତି। ସେ କହିଛନ୍ତି, ଭାରତ ସମେତ ଆମର ସମସ୍ତ...

Advertisement
Archives

Model This Week