ହିମନଦୀରୁ ମିଳିଲା ୫୪ ବର୍ଷ ତଳର ଭାରତୀୟ ଖବର କାଗଜ…

ଲଣ୍ଡନ, ୧୪।୭: ଫ୍ରାନ୍ସ୍‌ର ହିମନଦୀରୁ ୫୪ ବର୍ଷ ତଳର ଭାରତୀୟ ଖବର କାଗଜ ମିଳିଛି। ସ୍ଥାନୀୟ ମୋଣ୍ଟ୍‌ ବ୍ଲାଙ୍କ୍‌ ପର୍ବତଶ୍ରେଣୀର ବୋସନ୍ସ୍‌ ହିମନଦୀରୁ ନ୍ୟାଶନାଲ୍‌ ହେର୍ଲାଡ୍‌, ଇକୋନୋମିକ୍ସ୍‌ ଟାଇମ୍ସ, ଦି ହିନ୍ଦୁ, ଦି ଷ୍ଟେଟସ୍‌ ମ୍ୟାନ୍‌ ଆଦି ସମେତ ୧୨ରୁ ଅଧିକ ଖବର କାଗଜ ମିଳିଛି। ନ୍ୟାଶନାଲ୍‌ ହେର୍ଲାଡର ପ୍ରଥମ ପୃଷ୍ଠାରେ ୧୯୬୬ରେ ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଭାବେ ଇନ୍ଦିରା ଗାନ୍ଧୀ ସାଧାରଣ ନିର୍ବାଚନରେ ବିଜୟ ଲାଭ କରିଥିବା ଖବର ପ୍ରକାଶ ପାଇଛି। ପଶ୍ଚିମ ୟୁରୋପ ଏହି ପର୍ବତଶ୍ରେଣୀରେ ୫୪ ବର୍ଷ ତଳେ ଏୟାର ଇଣ୍ଡିଆ ବିମାନ ବୋଇଙ୍ଗ୍‌-୭୦୭ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ଥିବା ୧୭୭ ଯାତ୍ରୀଙ୍କ ସମେତ ବିମାନ କର୍ମଚାରୀଙ୍କର କୌଣସି ଖୋଜ୍‌ ଖବର ମିଳି ନ ଥିଲା। ନ୍ୟାଶନାଲ୍‌ ହେର୍ଲାଡ୍‌ ଖବର କାଗଜଟି ୧୯୬୬ ଜାନୁୟାରୀ ୨୪ ତାରିଖର। ସମ୍ଭବତଃ କେହି ଯାତ୍ରୀ ଏସବୁ ଖବର କାଗଜକୁ ବିମାନରେ ନେଇ ଯାଉଥିବା ଅନୁମାନ କରାଯାଉଛି। ଏଠାରେ ରେଷ୍ଟୁରାଣ୍ଟ ଚଳାଉଥିବା ତିମୋଥି ମୋଟିନ୍‌ଙ୍କୁ ଏସବୁ ଖବର କାଗଜ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଭାଇରସ ଭୟ: ପ୍ଲାଷ୍ଟିକରେ ନିଜକୁ ଘୋଡାଇ ରଖିଲେ ବିମାନ ଯାତ୍ରୀ

କାନବେରା,୨୪।୨: କରୋନା ଭାଇରସରେ ଏବେ ଭୟଭୀତ ସାରା ବିଶ୍ୱ। ଚାଇନାରେ ପ୍ରଥମେ ଏହା ଆରମ୍ଭ ହୋଇଥିବା ବେଳେ ଏବେ ବିଶ୍ୱର ବିଭିନ୍ନ ଭାଗକୁ ବ୍ୟାପିବାରେ ଲାଗିଛି।...

ସରକାରରେ ରହିବେ ମହିଳା

କାବୁଲ,୨।୯: ଅଗଷ୍ଟ ୧୫ରେ କାବୁଲ ଦଖଲ ପରେ ତାଲିବାନ୍‌ ଅପେକ୍ଷା କରିଥିଲା ଆମେରିକୀୟ ସୈନ୍ୟଙ୍କ ପ୍ରତ୍ୟାବର୍ତ୍ତନକୁ। ୩୧ ଡେଡ୍‌ଲାଇନ ସୁଦ୍ଧା ବିଦେଶୀ ସାମରିକ ମେଣ୍ଟ ଆଫଗାନିସ୍ତାନରୁ...

ଇମ୍ରାନଙ୍କୁ ବଡ଼ ଝଟ୍‌କା: ଇସ୍ତଫା ଦେଲେ ୨ ମନ୍ତ୍ରୀ

ଇସଲାମାବାଦ୍‌,୩୦।୩: ପାକିସ୍ତାନରେ ଏକ ରାଜନୈତିକ ଅସ୍ଥିରତା ଜାରି ରହିଛି। ଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ବୁଧବାର ଦେଶକୁ ସମ୍ବୋଧିତ...

ଦୁର୍ଘଟଣା ସ୍ଥଳର ସନ୍ଧାନ ମିଳିଲା, ଚିହ୍ନି ହେଉନି ମୃତଦେହ…

କାଠମାଣ୍ଡୁ, ୩୦।୫ : ନେପାଳର ସେନା ମୁସ୍ତାଙ୍ଗ ଜିଲାରେ ତାରା ଏୟାରଲାଇନ୍ସର ଦୁର୍ଘଟଣାଗ୍ରସ୍ତ ବିମାନର ଧ୍ୱଂସାବଶେଷ ସମ୍ପର୍କରେ ସୂଚନା ପାଇଛି। ସେନାର ମୁଖପାତ୍ର ଏହି ସୂଚନା...

ରୋହିଙ୍ଗ୍ୟା ଶରଣାର୍ଥୀ କ୍ୟାମ୍ପ୍‌ ଉପରେ ଆକ୍ରମଣ: ୭ ମୃତ

ଢାକା,୨୨।୧୦: ବାଂଲାଦେଶର ରୋହିଙ୍ଗ୍ୟା ଶରଣାର୍ଥୀ କ୍ୟାମ୍ପରେ ଶୁକ୍ରବାର ଏକ ବଡ଼ ବିସ୍ଫୋରଣ ଘଟିଛି। ଏଠାରେ ଥିବା କ୍ୟାମ୍ପ୍‌ରେ ଆକ୍ରମଣ ହୋଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ...

ବାଇଡେନ୍‌ଙ୍କ ତଣ୍ଟିରେ କଣ୍ଟା…

ଓ୍ବାଶିଟନ, ୨୩।୮: ଆଫଗାନିସ୍ତାନରୁ ସୈନ୍ୟ ଫେରାଇ ଆଣିବା ଘଟଣାରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଅଡୁଆରେ ପଡ଼ିଛନ୍ତି। ତାଙ୍କ ତଣ୍ଟିରେ କଣ୍ଟା ଅଟକି ଥିବା ପରି...

ଚାଇନାରୁ ଆମେରିକାରେ ପହଞ୍ଚିଲା ଏହି ରୋଗ, ଚିନ୍ତାରେ ବୈଜ୍ଞାନିକ

ନ୍ୟୁୟର୍କ,୧୫।୭:ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ୍‌ ସାରା ବିଶ୍ୱରେ କାୟା ବିସ୍ତାର କରିଛି। ଏବେ ଚାଇନାରୁ ଆଉ ଏକ ରୋଗ ଆମେରିକା ମୁହାଁ ହୋଇଛି। ଆମେରିକାର...

ଇନ୍ଧନ ଭରା ଟ୍ରକ ସହ ୨ ଯାତ୍ରୀବାହୀ ବସ ଧକ୍କା: ୩୦ ମୃତ

ଦମିଶ୍କ,୮।୩: ସିରିଆରେ ଏକ ଇନ୍ଧନ ଭରା ଟ୍ରକ ସହିତ ୨ ଯାତ୍ରୀବାହୀ ବସ ଧକ୍କା ହୋଇଛି। ଏଥିରେ ୩୦ ଜଣଙ୍କ ମୃତ୍ୟୁ ଘଟିଛି। ଦମିଶ୍କ-ହାମ୍ସ୍‌ ହାଇଓ୍ବେରେ...

Advertisement
Archives

Model This Week