Posted inଫୁରସତ

ଚର୍ଚ୍ଚାରେ ଭାରତୀୟ-ନାଇଜେରୀୟ ଦମ୍ପତି

ଅବୁଜା: ବର୍ତ୍ତମାନ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଭାରତୀୟ- ନାଇଜେରୀୟା ଦମ୍ପତିଙ୍କୁ ଦେଖିବାକୁ ମିଳିଛି। ସୂଚନା ଯେ, ଚେନ୍ନାଇରେ ରହୁଥିବା କଳ୍ପନା ନାଇଜେରିଆର ଲୋଗେସ୍‌ରେ ରହୁଥିବା ଟାମିଣ୍ଡେ ଅକିନିମି ପ୍ରଥମ ଥର ପାଇଁ ୨୦୧୫ରେ ସାକ୍ଷାତ ହୋଇଥିଲା। ଉଭୟ ଏକ ବ୍ୟୁଟି ପ୍ରେଜେଣ୍ଟ ପ୍ରତିଯୋଗିତାରେ ଭାଗ ନେଇଥିଲେ। ସେଠାରେ ଜଣେ ମହିଳା ଏବଂ ପୁରୁଷଙ୍କ ମଧ୍ୟରେ ଯୋଡି କରାଯାଇଥିଲା। ଯୋଡିରେ ଦୁହେଁ ଏକାଠି ପ୍ରଦର୍ଶନ କରିଥିଲେ ଏବଂ ସେହି ପ୍ରତିଯୋଗିତାକୁ ଉଭୟେ ଜିତିଥିଲେ। କଳ୍ପନା ଏକ ଇଣ୍ଟରଭ୍ୟୁରେ କହିଛନ୍ତି, ତାଙ୍କ ଜନ୍ମ ଚେନ୍ନାଇରେ ହୋଇଥିଲା। ତାଙ୍କ ବାପା ୟୁନାଇଟେଡ୍‌ ନେଶନରେ କାର୍ଯ୍ୟ କରୁଥିବାବେଳେ ତାଙ୍କୁ ପରିବାର ସହ କେନିଆ ଯିବାକୁ ପଡ଼ିଥିଲା। ପରେ ତାଙ୍କ ପରିବାର ଭାରତକୁ ଫେରିଆସିଥିଲେ ମଧ୍ୟ ସେ ସେଠାରେ ରହି ପାଠ ପଢୁଥିଲେ। ସେତେବେଳେ ବ୍ୟୁଟି ପ୍ରତିଯୋଗିତାରେ ସେମାନଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢିଉଠିଥିଲା। ୫ ବର୍ଷର ସମ୍ପର୍କ ପରେ ୨୦୨୧ରେ ଉଭୟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଏବେ ତାଙ୍କ ଘରକୁ ଏକ ନୂଆ ଅତିଥି ଆସିବାକୁ ନେଇ ଦୁହେଁ ୟୁଟ୍ୟୁବ୍‌ ମାଧ୍ୟମରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା,୫ା୬(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ବେଳେ ମୋହନା ପୋଲିସ ଚଢାଉ କରି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ…

କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ଏବଂ ଅଧ୍ୟକ୍ଷ ଚିନ୍ତାମଣି ଏବଂ ଚାଷୀ କେ. ଶ୍ୟାମ ସୁନ୍ଦରଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର): ପ୍ରକୃତି ସଂରକ୍ଷଣ ଓ ପରିବେଶ ସୁରକ୍ଷା କ୍ଷେତ୍ରରେ ଦିଗପହଣ୍ଡି ବ୍ଳକର କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ସମ୍ମାନରେ ସମ୍ମାନୀତ କରାଯିବା ସହ ପୁରସ୍କାର…

ଫେକ୍ ରିଭ୍ୟୁରୁ ସାବଧାନ! ଅନଲାଇନ୍ ଶପିଂ ସମୟରେ ଷ୍ଟାର୍ ରେଟିଂ ଦେଖି ଠକିଯାଉଛନ୍ତି କି? ଏମିତି କରନ୍ତୁ ଅସଲି-ନକଲିର ଚିହ୍ନଟ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଅନଲାଇନ ଶପିଂ ଆମର ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଗଲାଣି। ଘରେ ବସି ମନପସନ୍ଦର ସାମଗ୍ରୀ ପାଇବା ଯେତିକି ସହଜ, ଏଥିରେ…

ଭାରତକୁ ବଡ଼ ସଫଳତା: ଆଣ୍ଡାମାନ ସମୁଦ୍ର ଗର୍ଭରୁ ମିଳିଲା ପ୍ରାକୃତିକ ଗ୍ୟାସର ବିପୁଳ ଭଣ୍ଡାର!

ନୂଆଦିଲ୍ଲୀ,୫।୬: ଭାରତର ଶକ୍ତି ସୁରକ୍ଷା ଏବଂ ଦେଶ ଭିତରେ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ସରକାରୀ ତୈଳ କମ୍ପାନୀ…

ଜିଲାପାଳଙ୍କ କାର୍ଯ୍ୟାଳୟରେ ଯୁବକଙ୍କ ଆତ୍ମହତ୍ୟା: ଜମି ବିକ୍ରି ଅନୁମତି ପାଇଁ ନିରାଶ ପରେ…

କେନ୍ଦ୍ରାପଡ଼ା, ୫ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲାପାଳଙ୍କ କାର୍ଯ୍ୟାଳୟ ଉପର ତାଲା ଶିଡି ରେଲିଂରେ ବେକରେ ଗାମୁଛା ବାନ୍ଧି ଶୁକ୍ରବାର ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ…

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହତ୍ୟା ଅଭିଯୋଗ କଲେ ବାପଘର ଲୋକ

ରିଷିଡା, ୫।୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ଗ୍ରାମରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ସେ ହେଲେ ସୁବାସ ରଣାଙ୍କ ସ୍ତ୍ରୀ…

ମୃତ ଛାତ୍ରଙ୍କ ପରିବାରକୁ ଭେଟିଲେ ବିଧାୟକ, ସମବେଦନା ସହ ଆର୍ଥିକ ସହାୟତା ପ୍ରଦାନ

ହାଟଡିହୀ/ଛେନାପଦୀ, ୫।୬ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ଅମୃତପୁର ଗ୍ରାମର ଜଣେ ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣ ଛାତ୍ର ଗତ…

ମହିଳା ଆଇନଜୀବିଙ୍କୁ ତହସିଲଦାରଙ୍କ ଆସୌଜନ୍ୟ ବ୍ୟବହାର ଅଭିଯୋଗ: ଧାରଣାରେ  ଆଇନଜୀବୀ

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି  ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ତାଙ୍କ ପ୍ରକୋଷ୍ଠରେ ମହିଳା ଆଇନଜୀବି ଏମ. ପ୍ରତିଭା କୁମାରୀ ରେଡ୍ଡୀଙ୍କୁ ଅସୌଜନ୍ୟ ବ୍ୟବହାର ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri