Posted inଖେଳ

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ଗିଲ୍‌ଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ଅଷ୍ଟ୍ରେଲିଆ ଗସ୍ତ ପାଇଁ ଦିନିକିଆ ଦଳ ଘୋଷଣା କରିଛି। ଶୁବମନ ଗିଲଙ୍କୁ ଦଳର ନୂତନ ଅଧିନାୟକ ନିଯୁକ୍ତ କରାଯାଇଛି। ବିରାଟ କୋହଲି ଏବଂ ରୋହିତ ଶର୍ମା ମଧ୍ୟ ଦଳରେ ସାମିଲ ହୋଇଛନ୍ତି। ଶ୍ରେୟସ ଆୟରଙ୍କୁ ଭାରତର ଦିକି ଦଳର ଉପ-ଅଧିନାୟକ ନିଯୁକ୍ତ କରାଯାଇଛି।

ଦିନିକିଆ ସିରିଜ ପାଇଁ ଟିମ ଇଣ୍ଡିଆ
ଶୁବମନ ଗିଲ (ଅଧିନାୟକ), ରୋହିତ ଶର୍ମା, ବିରାଟ କୋହଲି, ଶ୍ରେୟସ ଆୟର (ଉପ-ଅଧିନାୟକ), ଅକ୍ଷର ପଟେଲ, କେଏଲ ରାହୁଲ (ଉଇକେଟକିପର), ନୀତିଶ କୁମାର ରେଡ୍ଡୀ, ୱାଶିଂଟନ ସୁନ୍ଦର, କୁଲଦୀପ ଯାଦବ, ହର୍ଷିତ ରାଣା, ମହମ୍ମଦ ସିରାଜ, ଅର୍ଶଦୀପ ସିଂହ, ପ୍ରସିଦ୍ଧ କୃଷ୍ଣ, ଧ୍ରୁବ ଜୁରେଲ (ଉଇକେଟକିପର), ଏବଂ ଯଶସ୍ବୀ ଜୟସୱାଲ।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ରୋହିତଙ୍କୁ ବଡ଼ ଝଟକା ଦେବ BCCI! ଜାଡେଜାଙ୍କୁ ହେବ ଫାଇଦା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୦।୧: ଟିମ ଇଣ୍ଡିଆ ନ୍ୟୁଜିଲାଣ୍ଡ ବିପକ୍ଷରେ ଏକଦିବସୀୟ ସିରିଜ ହାରିଗଲା। ଏହି ପରାଜୟ ଦଳ ପରିଚାଳନା ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ଏହି ସମୟରେ, ବିସିସିଆଇ...

ରାଜସ୍ବ ବିଭାଗର ବିଜ୍ଞପ୍ତି, ଓଡ଼ିଶାରେ ଏହି ତାରିଖରୁ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା

ଭୁବନେଶ୍ୱର, ୨୦|୧:  ଜନଗଣନା ନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ଓଡ଼ିଶାରେ ଏପ୍ରିଲ୍‌ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ହେବ...

ଭାରତୀୟ ରେଳବାଇର ନୂଆ ନିୟମ, ଟ୍ରେନରେ ଅଧିକ ଘିଅ ନେଇ ଯାତ୍ରା କଲେ ଜେଲ୍…

ନୂଆଦିଲ୍ଲୀ,୨୦।୧: ଯାତ୍ରୀଙ୍କ ପାଇଁ ଭାରତୀୟ ରେଳବାଇର ଅନେକ ନିୟମ ରହିଛି । କିଛି ନିୟମ ବିଷୟରେ ଅବଗତ ହେବା ଉଚିତ, କାରଣ ଏକ ଛୋଟ ଭୁଲ...

ନୀତିନ ନବୀନ ମୋ ବସ୍‌, ମୁଁ ଜଣେ….ଭାବପ୍ରବଣ କରିଦେଲେ ମୋଦି

ନୂଆଦିଲ୍ଲୀ,୨୦।୧: ନୀତିନ ନବୀନ ମଙ୍ଗଳବାର ଆନୁଷ୍ଠାନିକ ଭାବରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦ ଗ୍ରହଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି,ଭାଜପା ଏପରି ଏକ...

ନବୀନଙ୍କ ଆଗରେ ବଡ଼ ଚ୍ୟାଲେଞ୍ଜ: ପ୍ରଥମ ବର୍ଷ ସାମ୍ନା କରିବେ….

ନୂଆଦିଲ୍ଲୀ,୨୦।୧: ଭାରତୀୟ ଜନତା ପାର୍ଟି (ଭାଜପା) ଦଳର ସବୁଠାରୁ ଯୁବ ଜାତୀୟ ସଭାପତି ଭାବରେ ନୀତିନ ନବୀନଙ୍କୁ ନିର୍ବାଚିତ କରି ଇତିହାସରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ...

ଶହବାଜ-ମୁନିରଙ୍କୁ ମନାଇବାକୁ ପାକିସ୍ତାନ ଗସ୍ତ କରିବେ ସି ଜିନପିଙ୍ଗ

ବେଜିଂ,୨୦।୧: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ସରିଫ ଘୋଷଣା କରିଛନ୍ତି ଯେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଖୁବ ଶୀଘ୍ର ପାକିସ୍ତାନ ଗସ୍ତ କରିବେ। ଏହି ଗସ୍ତ...

ଆଜିଠୁ ନବୀନ ଯୁଗ ଆରମ୍ଭ: ସ୍ବାଗତ କଲେ ମୋଦି

ନୂଆଦିଲ୍ଲୀ,୨୦।୧: ଦୀର୍ଘ ପ୍ରତୀକ୍ଷା ପରେ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)କୁ ନୂତନ ସଭାପତି ମିଳିଛି। ପାଞ୍ଚଥର ବିଧାୟକ ନୀତିନ ନବୀନଙ୍କୁ ଦଳର ନୂତନ ମୁଖ୍ୟ...

ନିମନ୍ତ୍ରଣ କାର୍ଡର ଦାମ୍ ୨୫ ଲକ୍ଷ; ଝିଅର ବାହାଘରକୁ ସ୍ମରଣୀୟ କରିବା ପାଇଁ ବାପାଙ୍କ ଅନନ୍ୟ ପଦକ୍ଷେପ, ୩ କେଜି ରୂପା…

ଜୟପୁର,୨୦ା୧: ପ୍ରତ୍ୟେକ ପିତା ଚାହାଁନ୍ତି ଯେ ତାଙ୍କ ଝିଅର ବିବାହ ଏକ ସ୍ମରଣୀୟ ହେଉ, ଯାହା ଜୀବନବ୍ୟାପୀ ସେମାନଙ୍କ ହୃଦୟରେ ରହିବ । ଜୟପୁରର ଶିବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri