Posted inଖେଳ

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ଗିଲ୍‌ଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ଅଷ୍ଟ୍ରେଲିଆ ଗସ୍ତ ପାଇଁ ଦିନିକିଆ ଦଳ ଘୋଷଣା କରିଛି। ଶୁବମନ ଗିଲଙ୍କୁ ଦଳର ନୂତନ ଅଧିନାୟକ ନିଯୁକ୍ତ କରାଯାଇଛି। ବିରାଟ କୋହଲି ଏବଂ ରୋହିତ ଶର୍ମା ମଧ୍ୟ ଦଳରେ ସାମିଲ ହୋଇଛନ୍ତି। ଶ୍ରେୟସ ଆୟରଙ୍କୁ ଭାରତର ଦିକି ଦଳର ଉପ-ଅଧିନାୟକ ନିଯୁକ୍ତ କରାଯାଇଛି।

ଦିନିକିଆ ସିରିଜ ପାଇଁ ଟିମ ଇଣ୍ଡିଆ
ଶୁବମନ ଗିଲ (ଅଧିନାୟକ), ରୋହିତ ଶର୍ମା, ବିରାଟ କୋହଲି, ଶ୍ରେୟସ ଆୟର (ଉପ-ଅଧିନାୟକ), ଅକ୍ଷର ପଟେଲ, କେଏଲ ରାହୁଲ (ଉଇକେଟକିପର), ନୀତିଶ କୁମାର ରେଡ୍ଡୀ, ୱାଶିଂଟନ ସୁନ୍ଦର, କୁଲଦୀପ ଯାଦବ, ହର୍ଷିତ ରାଣା, ମହମ୍ମଦ ସିରାଜ, ଅର୍ଶଦୀପ ସିଂହ, ପ୍ରସିଦ୍ଧ କୃଷ୍ଣ, ଧ୍ରୁବ ଜୁରେଲ (ଉଇକେଟକିପର), ଏବଂ ଯଶସ୍ବୀ ଜୟସୱାଲ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଘରେ ପଶିଲେ ଦୁର୍ବୃତ୍ତ: ବେକରେ ଭୁଜାଲି ଲଗାଇ ଲୁଟିନେଲେ ଅଳଙ୍କାର ସହ ନଗଦ ଟଙ୍କା

ଆଳି, ୬।୬(ବନମାଳୀ ସେନାପତି): ବନ୍ଧୁକ ମୁନରେ ଲୁଟିନେଲେ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା l ଶୁକ୍ରବାର ସନ୍ଧ୍ୟା ପ୍ରାୟ ୮.୩୦ ସମୟରେ…

ଟସ୍‌ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ମାନବ

ଚଣ୍ଡିଗଡ,୬।୬:ଭାରତ ବନାମ ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ଶୁବମନ ଗିଲ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଳ ୮…

ଇସ୍କନ୍‌ର ଅଦିନିଆ ରଥଯାତ୍ରା: ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି ମହାରାଜା

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ):ବାରମ୍ବାର ବାରଣ ଏବଂ ଅନୁରୋଧ କରିବା ପରେ ବି ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ୍‌। ବିଦେଶରେ ବର୍ଷର ବିଭିନ୍ନ ସମୟରେ ରଥଯାତ୍ରା…

ବରିଷ୍ଠ ଶିଶୁ ବିଶେଷଜ୍ଞ ପଲଉ ପ୍ରଧାନଙ୍କ ପରଲୋକ: ଅନେକଙ୍କ ପାଇଁ ଥିଲେ ଆଶାର ଆଲୋକ

ଭବାନୀପାଟଣା,୬।୬(ଉତ୍ତମ କୁମାର ଦାଶ):ବରିଷ୍ଠ ଶିଶୁ ବିଶେଷଜ୍ଞ ତଥା ଅବସରପ୍ରାପ୍ତ ଡାକ୍ତର ପଲଉ ପ୍ରଧାନ (୭୦)ଙ୍କ ଶନିବାର ସକାଳେ ପରଲୋକ ହୋଇଯାଇଛି। ତାମିଲନାଡୁର କୋଏମ୍ବାଟୁରର ଏକ ହୋଟେଲରେ ହୃଦଘାତ…

ଆଗ ଥଇଥାନ, ପରେ ଉଚ୍ଛେଦ କର: ସୁଇପର କଲୋନୀବାସୀ ଜିଲାପାଳଙ୍କୁ ଫେରାଦ

ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି ରହିଛି। ପର୍ଯ୍ୟାୟକ୍ରମେ ଏହି ପୌରାଞ୍ଚଳର ଗୋଟିଏ ୱାର୍ଡରୁ ଅନ୍ୟ ୱାର୍ଡ଼ରେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ତେବେ ଉଚ୍ଛେଦ ପୂର୍ବରୁ…

ଧାନ ଶୀଘ୍ର ନ ଉଠିଲେ ଆନ୍ଦୋଳନ: ଚାଷୀଙ୍କ ଚେତାବନୀ

ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ମାତ୍ର ୪ଦିନ ପରେ ଏହି ପ୍ରକ୍ରିୟାକୁ ମାସେ ପୂରିବ। ହେଲେ ଏପର୍ଯ୍ୟନ୍ତ ଧାନ ବିକ୍ରିବଟା…

ଶୌଚ ପାଇଁ ଯାଇଥିଲେ ଜମୁନା, ହଠାତ୍‌ ମାଡ଼ିଆସିଲା ହାତୀ: ଆଉ ତା’ପରେ ଯାହା ଘଟିଲା…

ବଣାଇଁ,୬।୬(ପ୍ରଦୀପ ତ୍ରିପାଠୀ):ସୁନ୍ଦରଗଡ ଜିଲା ବଣାଇଁ ଉପଖଣ୍ଡ ତଥା ରାଉରକେଲା ବନଖଣ୍ଡର ବାଙ୍କି ବନାଞ୍ଚଳରେ ଏକ ଛଅ ଟିକିଆ ହାତୀପଲ ଘୁରି ବୁଲୁଥିବାବେଳେ ବନ ବିଭାଗ ତାଙ୍କୁ ଘଡାଇଥିଲେ…

ମମତାଙ୍କ ଟେନ୍‌ସନ୍‌ ବଢିଲା: ଘରେ ଡାକିଥିଲେ ବୈଠକ, ଯୋଗଦେଲେ ମାତ୍ର…

କୋଲକାତା,୬ା୬:ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ମମତା ବାନାର୍ଜୀଙ୍କ ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ପୂର୍ବରୁ ସେ ଡାକିଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri