କିଙ୍ଗ ଚାର୍ଲସଙ୍କ ରାଜ୍ୟାଭିଷେକ ନିମନ୍ତ୍ରଣ ତାଲିକାରେ ମୂଳ ଭାରତୀୟ ଶେଫଙ୍କ ନାମ

ଲଣ୍ଡନ,୮।୪: ଆସନ୍ତା ମାସରେ ଲଣ୍ଡନରେ ହେବାକୁ ଯାଉଥିବା କିଙ୍ଗ ଚାର୍ଲସ ତୃତୀୟ ଓ କ୍ୱିନ କ୍ୟାମିଲାଙ୍କ ରାଜ୍ୟାଭିଷକେ ସମାରୋହରେ ରାଜକୀୟ ନିମନ୍ତ୍ରଣ ସୂଚିରେ ଜଣେ ମୂଳ ଭାରତୀୟ ଶେଫଙ୍କ ନାମ ସାମିଲ ହୋଇଥିବା ଜଣାପଡିଛି। ବ୍ରିଟେନରେ ଏକ ବରିଷ୍ଠ ନାଗରିକ ଚ୍ୟାରିଟି ସହ କାମ କରୁଥିବା ମୂଳ ଭାରତୀୟ ଶେଫ ମଞ୍ଜୁ ମଲ୍ହି ବ୍ରିଟିଶ ଏମ୍ପାୟାର ମେଡଲ(ବିଇଏମ)) ବିଜେତାଙ୍କ ମଧ୍ୟରେ ସାମିଲ ହୋଇଛନ୍ତି। ବଙ୍କିହାମ ପ୍ୟାଲେସ ଶନିବାର ଏହି ଘେଷଣା କରିଛି।

ମଞ୍ଜୁ ମଲ୍ହିଙ୍କୁ କୋଭିଡ-୧୯ ମହାମାରୀ ସମୟରେ ଲଣ୍ଡନରେ କମ୍ୟୁନିଟି ସେବା ପାଇଁ ବିଇଏମ ପକ୍ଷରୁ ସମ୍ମାନୀତ କରାଯାଇଥିଲା। ଏହାସହ ୬ ମେ’ରେ ସେ ଓ୍ବେଷ୍ଟ ମିନିଷ୍ଟର ଏବ୍ବେରେ ଆୟୋଜିତ ହେବାକୁ ଯାଉଥିବା ରାଜ୍ୟାଭିଷେକ ସମାରୋହରେ ୮୫୦ ବିଇଏମ ପ୍ରାପ୍ତକର୍ତ୍ତାଙ୍କ ସହ ଅନ୍ୟ କୁମ୍ୟନିଟି ଚାମ୍ପିୟାନ ଓ ସମ୍ପୂର୍ଣ୍ଣ ବ୍ରିଟେନର ଚ୍ୟାରିଟି ପ୍ରତିନିଧିଙ୍କ ସହ ସାମିଲ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri