ଆମେରିକାରେ ଭାରତବଂଶୀଙ୍କୁ ଗୁଳି ମାରିଲେ ଦୁଇ ନାବାଳକ

ନ୍ୟୁୟର୍କ,୬।୭: ଆମେରିକାର ଜର୍ଜିଆର ଏକ ଷ୍ଟୋର୍‌ରେ କିରାଣୀ ଭାବରେ କାର୍ଯ୍ୟ କରୁଥିବା ୩୬ବର୍ଷୀୟ ଭାରତବଂଶୀ ସନ୍ଦୀପ ସିଂଙ୍କୁ ୨ନାବାଳକ ଗୁଳି କରି ହତ୍ୟା କରିଛନ୍ତି। ସନ୍ଦୀପ ଷ୍ଟୋର୍‌ରେ ଏକ ମାସରୁ କମ ସମୟ ଧରି କାମ କରୁଥିଲେ।

ପୋଲିସ ସୂଚନା ଅନୁଯାୟୀ, ଘଟଣା ଦିନ ରାତି ୮ଟା୩୭ରେ ଦୁଇ ନାବାଳକ ରେନ୍ସ ଫୁଡ ମାର୍ଟରେ ପହଞ୍ଚିଥିଲେ। ଡକାୟତି ଉଦ୍ଦେଶ୍ୟରେ ଦୁଇ ଅଭିଯୁକ୍ତମାନେ ସେଠାରେ ସେଠାରେ କାର୍ଯ୍ୟ କରୁଥିବା ସନ୍ଦୀପଙ୍କୁ ଗୁଳି ଚଳାଇଥିଲେ। ଦୁଇ ନାବାଳକ ମୁହଁ ଘେଶଡାଇ ନଥିଲେ। ଭିଡିଓ ଫୁଟେଜରୁ ତାଙ୍କୁ ଚିହ୍ନଟ କରାଯାଇ ଗିରଫ କରାଯାଇଛି।
ନାବାଳକ ହେତୁ ସେମାନଙ୍କ ପରିଚୟ ଗଣମାଧ୍ୟମରେ ପ୍ରକାଶ କରାଯାଇ ନାହିଁ ବୋଲି ପୋଲିସ କହିଛି। ସନ୍ଦୀପଙ୍କ ମୃତଦେହକୁ ଜର୍ଜିଆ ବ୍ୟୁରୋ ଅଫ ଇନଭେଷ୍ଟିଗେସନ ଲ୍ୟାବକୁ ପରୀକ୍ଷା ପାଇଁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗରମରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏମିତି ନିର୍ଦ୍ଦେଶ ଦେଲେ କିମ୍‌ ଜୋଙ୍ଗ୍‌ ଉନ୍‌, ସାରା ବିଶ୍ୱ ଜାଣି ଆଶ୍ଚର୍ଯ୍ୟ…

ପ୍ୟୋଙ୍ଗୟାଙ୍ଗ,୭ା୮: ଉତ୍ତର କୋରିଆରେ ବର୍ତ୍ତମାନ ପ୍ରବଳ ଗରମ ଅନୁଭୂତ ହେଉଛି। ଏହି ଗରମ ଯୋଗୁ ସେଠାକାର ଲୋକମାନଙ୍କୁ ଏମିତି ନିର୍ଦ୍ଦେଶ ଦିଆଯାଇଛି ଯାହା ଆଶ୍ଚର୍ଯ୍ୟଜନକ। ଉତ୍ତର କୋରିଆର…

ନାହିଁ ଆଧାର କାର୍ଡ: ସରକାରୀ ଯୋଜନାରୁ ଦିବ୍ୟାଙ୍ଗ ଯୁବତୀ

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):ପ୍ରଶାସନିକ ଅବହେଳା ଓ ପରିଚୟପତ୍ରର ଅଭାବ ଯୋଗୁ ଜଣେ ଦୃଷ୍ଟିବାଧିତ ଦିବ୍ୟାଙ୍ଗ ଯୁବତୀ ବିଭିନ୍ନ ସରକାରୀ ସହାୟତାରୁ ବଞ୍ଚିତ ରହିଥିବା ଘଟଣା ସାମ୍ନାକୁ ଆସିଛି।…

‘ହସ୍ତତନ୍ତ ଦିବସ’ରେ କୁକୁର ସହ ଭିଡ଼ିଓ କଲେ ରାହୁଲ, କହିଲେ ମା’ ସୋନିଆ ଦେଖିଲେ..

ନୂଆଦିଲ୍ଲୀ,୭।୮: ଭାରତୀୟ ଜାତୀୟ କଂଗ୍ରେସ (INC) ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏକ ଭିନ୍ନ ସ୍ବାଦର ଭିଡିଓ ଶେୟାର କରିଛି। ଭିଡିଓରେ ଲୋକ ସଭାର ବିରୋଧୀ…

IND vs SL: ବଦଳିଲେ ଟିମ ଇଣ୍ଡିଆର ଅଧିନାୟକ, ଶୁବମନ ଗିଲଙ୍କ ସ୍ଥାନ ନେଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୭।୮: ଶ୍ରୀଲଙ୍କା ଏକାଦଶ ଟସ ଜିତି ଅଭ୍ୟାସ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା; ଫଳରେ, କଲମ୍ବୋରେ ଖେଳାଯାଉଥିବା ଏହି ମ୍ୟାଚରେ ଭାରତୀୟ ଦଳ ପ୍ରଥମେ…

ତ୍ରିଷାଙ୍କୁ ନେଇ ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ ବିଜୟ, ଉଦୟନିଧିଙ୍କୁ କହିଲେ ମୁଁ…

ନୂଆଦିଲ୍ଲୀ, ୭।୮: ତାମିଲନାଡୁ ଏବଂ କର୍ନାଟକ ମଧ୍ୟରେ କାବେରୀ ନଦୀ ଜଳକୁ ନେଇ ବିବାଦ ଜାରି ରହିଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ବିଜୟ ଥାଲାପତି କହିଛନ୍ତି ଯେ,…

ମାଛ ଧରିବାକୁ ଯାଇଥିଲେ ବୃଦ୍ଧ, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

ମହାକାଳପଡ଼ା,୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦେଇ ପ୍ରବାହିତ ମହାନଦୀ ଶାଖା ଗୁପ୍ତଗିରୀ ନାଳରେ ଜଣେ ମାଛ ଧରାଳିଙ୍କୁ କୁମ୍ଭୀର ଟାଣି ନେଇଥିବା ଅଭିଯୋଗ…

ବୈଠକ ପରେ ନୂଆ ଟିମ ଘୋଷଣା କଲା CJP, ୧୨ ଜଣଙ୍କୁ ଦାୟିତ୍ୱ; ଅଭିଜିତ ଦୀପକେଙ୍କୁ ମିଳିଲା ବଡ଼ ପଦ

ନୂଆଦିଲ୍ଲୀ, ୭।୮: କକରୋଚ ଜନତା ପାର୍ଟି (CJP)ର ଜାତୀୟ କାର୍ଯ୍ୟକାରିଣୀ ଗଠନ ହୋଇଛି। ଏଥିରେ ଅଭିଜିତ ଦୀପକେଙ୍କ ସମେତ ୧୨ ଜଣଙ୍କୁ ସ୍ଥାନ ମିଳିଛି। ଅଭିଜିତ ଦୀପକେଙ୍କ…

ଦିନକ ଭିତରେ ଆଣ୍ଠୁମାଡ଼ିଲା ବାଂଲାଦେଶ: ଭାରତଠାରୁ ମାଗିଲା…

ନୂଆଦିଲ୍ଲୀ, ୭।୮: ବାଂଲାଦେଶ-ଭାରତ ଫ୍ରେଣ୍ଡଶିପ ପାଇପଲାଇନ ମାଧ୍ୟମରେ ଭାରତରୁ ବାଂଲାଦେଶକୁ ପ୍ରାୟ ୫,୦୦୦ ମେଟ୍ରିକ ଟନ ଡିଜେଲ ପଠାଯାଉଛି। ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଯୋଗୁ ବିଶ୍ୱବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri