ସିଙ୍ଗାପୁରରେ ଭାରତୀୟ ବଂଶୋଭବ ଗିରଫ

ସିଙ୍ଗାପୁର,୧୨ା୪: ବିଭିନ୍ନ ଅଭିଯୋଗରେ ସିଙ୍ଗାପୁରରେ ଜଣେ ଭାରତୀୟ ବଂଶୋଭବଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ସିଙ୍ଗାପୁରର ସେଣ୍ଟ୍ରାଲ ବିଜନେସ୍‌ ଜିଲା (ସିବିଡିଟି)ରେ କୁରାଢ଼ି ଲଗାଇଥିବା ୨୫ ବର୍ଷୀୟ ଭାରତୀୟ ମୂଳ ଯୁବକଙ୍କୁ ଆକ୍ରମଣ ତଥା ଅନ୍ୟାନ୍ୟ ଅପରାଧ ଅଭିଯୋଗରେ ବୁଧବାର କୋର୍ଟରେ ହାଜର କରାଯାଇଛି।

ୟୁଟ୍ୟୁବ୍‌ରେ ପୋଷ୍ଟ କରାଯାଇଥିବା ଏକ ଭିଡିଓରେ ମନୋହର ଥିରୁନାଭୁକ୍କାରାସୁ ମଙ୍ଗଳବାର ସକାଳେ ସିବିଡିଟିର ଷ୍ଟାମଫୋର୍ଡ ରୋଡରେ ଥିବା ରାଫଲେସ ସିଟି ଶପିଂ ମଲ୍‌ ଆଡ଼କୁ ରାସ୍ତା ପାର ହୋଇ କୁରାଢ଼଼ି ଧରିଥିବାର ଦେଖାଯାଇଛି।

ଏହା ପରେ ସେ ନିକଟସ୍ଥ ଟ୍ରାଫିକ୍‌ ଲାଇଟରେ ଅଟକି ରହିଥିବା ପୋଲିସ କାର୍‌ ଆଡ଼କୁ ଯାଇଥିଲେ। ଏହା ପରେ ସେଠାରେ ଥିବା ପୋଲିସ କର୍ମଚାରୀମାନଙ୍କୁ ମାରଣାସ୍ତ୍ର ଦେଖାଇଥିଲେ। ପରେ କୁରାଢ଼ି ଫିଙ୍ଗି ଦେଇଥିଲେ। ଏହି ଯୁବକଙ୍କୁ ପୋଲିସ ଗିରଫ କରି ତାଙ୍କ ମାନସିକ ସ୍ଥିତି ଯାଞ୍ଚ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri