ନଦୀରୁ ମିଳିଲା ଭାରତୀୟ ବଂଶୋଦ୍ଭବ ଗଣିତଜ୍ଞଙ୍କ ମୃତଦେହ

ନ୍ୟୁୟର୍କ, ୧୬ା୪- କ୍ରିପ୍ଟୋକରେନ୍ସି ଓ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସରେ କାର୍ଯ୍ୟ କରୁଥିବା ଭାରତୀୟ ବଂଶୋଦ୍ଭବ ଗଣିତଜ୍ଞଙ୍କ ମୃତଦେହ ହଡ୍‌ସନ ନଦୀରୁ ଉଦ୍ଧାର କରାଯାଇଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ୩୧ ବର୍ଷୀୟ ଗଣିତଜ୍ଞ ମାନସିକ ରୋଗରେ ପୀଡ଼ିତ ଥିଲେ।

ଶୁଭ୍ରୋ ବିଶ୍ୱାସଙ୍କ ମୃତ୍ୟୁ ଯୋଗୁ ତାଙ୍କ ପରିବାର ଭାଙ୍ଗି ପଡ଼ିଛି। ତାଙ୍କୁ ସହାୟତା କରିବା ପାଇଁ ପରିବାର ପକ୍ଷରୁ ଯଥା ସମ୍ଭବ ଉଦ୍ୟମ କରାଯାଇଥିଲା। କିନ୍ତୁ ତାଙ୍କ ମାନସିକ ସ୍ଥିତି ଭଲ ନ ଥିଲା। ତାଙ୍କୁ ମାନସିକ ବିଶେଷଜ୍ଞଙ୍କ ସହ ଯୋଗାଯୋଗ କରିବାକୁ ବହୁବାର କହିଥିଲୁ। ମାତ୍ର ସେ ସର୍ବଦା ମନା କରି ଦିଅନ୍ତି। କିନ୍ତୁ କେଉଁ କାରଣରୁ ସେ ନ୍ୟୁରୋଲୋଜିଷ୍ଟଙ୍କ ପାଖକୁ ଯାଉଥିଲେ, ତାହା ପରିବାରବର୍ଗଙ୍କୁ ଜଣାଇ ନ ଥିଲେ ବୋଲି ଶୁଭ୍ରୋଙ୍କ ଭାଇ ବିପ୍ରଜିତ୍‌ ବିଶ୍ୱାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ବିଶ୍ୱ ତାପନ: କମୁଛି ପେଙ୍ଗୁଇନ୍‌ ସଂଖ୍ୟା

ବୋଷ୍ଟନ୍‌,୧୦।୧୧: ବିଶ୍ୱ ତାପମାନ ଧୀରେଧୀରେ ବଢିବାରେ ଲାଗିଛି। ଏହାର ପ୍ରଭାବରେ ଆଣ୍ଟାର୍କଟିକାରେ ଥିବା ହିମ ପାହାଡ଼ ତରଳିବାରେ ଲାଗିଛି। ଏହା ଯୋଗୁ ଜଳବାୟୁ ପରିବର୍ତ୍ତନ ହେବାରେ...

ରୁଷିଆ ଉପରେ କମିବ ପାଶ୍ଚାତ୍ୟର ନିର୍ଭରଶୀଳତା

ବ୍ରସେଲ୍ସ,୨୬ା୩: ରୁଷିଆ ଉପରେ ଶକ୍ତି କ୍ଷେତ୍ରରେ ପାଶ୍ଚାତ୍ୟର ନିର୍ଭରଶୀଳତା ହ୍ରାସ କରିବା ପାଇଁ ଶୁକ୍ରବାର ଆମେରିକା ଓ ୟୁରୋପୀୟ ସଂଘ (ଇୟୁ) ସହଭାଗିତାର ଏକ ନୂଆ...

କିଲି ପଲ୍‌ଙ୍କୁ ଆକ୍ରମଣ, ଦିନେ ପ୍ରଧାନମନ୍ତ୍ରୀ ମୋଦି କରିଥିଲେ ପ୍ରଶଂସା

ଡୋଡୋମା,୨।୫:ତାଞ୍ଜାନିଆର ସୋସିଆଲ ମିଡିଆ ତାରକା କିଲି ପଲଙ୍କୁ ଅଜ୍ଞାତ ବ୍ୟକ୍ତି ଛୁରିରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ତାଙ୍କୁ ସାଂଘାତିକ ଆକ୍ରମଣ କରାଯାଇଥିଲା, କିନ୍ତୁ ସେ...

‘ସାଙ୍ଗ ହୋଇ ଶୋଇବା, କିସ୍‌ କରିବା ମନା’

ଶାଙ୍ଘାଇ, ୭।୪: କୋଭିଡ୍‌-୧୯ ଯୋଗୁ ଚାଇନାର ସାଙ୍ଘାଇ ସହରରେ ଲକ୍‌ଡାଉନ ଜାରି କରାଯାଇଛି। କଡ଼ା କଟକଣା ଯୋଗୁ ସହରରେ ଲୋକଙ୍କ ଦୈନ୍ୟଦିନ ଜୀବନରେ ସମ୍ପୂର୍ଣ୍ଣ ରୂପେ...

ଆୟରଲାଣ୍ଡ ପାର୍କରେ ଦେଖିବାକୁ ମିଳିଛି ଗଣେଶଙ୍କ ଅଦ୍ଭୁତ ପ୍ରତିମା

ଡବଲିନ,୨୨।୮:ଅଗ୍ରପୂଜ୍ୟ ଗଣେଶଙ୍କ ଜନ୍ମଦିନକୁ ଗଣେଶ ଚତୁର୍ଥୀ ଭାବେ ପାଳନ କରାଯାଇଥାଏ। ପ୍ରତିବର୍ଷ ଭାଦ୍ରବ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ତିଥିରେ ଗଣେଶଙ୍କୁ ଆରାଧନା କରାଯାଇଥାଏ। ଏହାକୁ...

ପାକିସ୍ତାନ ବୋମା ବିସ୍ଫୋରଣ: ୩ ମୃତ, ୫୦ରୁ ଊର୍ଦ୍ଧ୍ୱ ଆହତ

ଇସଲାମାବାଦ,୧୯ ।୮: ପାକିସ୍ତାନର ବହୱଲନଗରରେ ଗୁରୁବାର ଶିୟା ମୁସଲମାନଙ୍କ ଏକ ଯାତ୍ରାରେ ବିସ୍ଫୋରଣ ହୋଇଛି । ସ୍ଥାନୀୟ ଗଣମାଧ୍ୟମର ସୂଚନା ଅନୁଯାୟ, ଶିୟା ମୁସଲମାନଙ୍କର ଅଶୁରା...

ମଣିଷ ମନର କଥା ଏବେ ସହଜରେ ଜାଣିହେବ: ରହିବନି କିଛି ଲୁଚାଛପା…

ଓ୍ବାଶିଂଟନ, ୨୯।୮: ଏଣିକି ମଣିଷର ମସ୍ତିଷ୍କ ପଢ଼ିହେବ। ମଣିଷ ଯାହା ଚିନ୍ତା କରୁଛି ତାହା ଏବେ ସହଜରେ ଜାଣି ହେବ। ଏଲନ୍‌ ମସ୍କ୍‌ଙ୍କ କମ୍ପାନୀ ନ୍ୟୁରୋଲିଙ୍କ୍‌...

ଜଳବାୟୁ ପରିବର୍ତ୍ତନରୁ ବିପର୍ଯ୍ୟୟ ବଢ଼ିବ

ଜେନେଭା,୧୪ା୧୦(ଏ.ପି.): ସମ୍ପ୍ରତି ଜଳବାୟୁ ପରିବର୍ତ୍ତନ ସାରା ବିଶ୍ୱ ଆଗରେ ଏକ ବଡ଼ ଆହ୍ବାନ ରୂପେ ଦଣ୍ଡାୟମାନ। ଏଥିଯୋଗୁ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ, ବିଶ୍ୱତାପନ, ବନାଗ୍ନି,...

Advertisement
Archives

Model This Week