ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ହେବେ ପ୍ରଥମ ଭାରତୀୟ ବଂଶୋଦ୍ଭବ ଋଷି ସୁନକ: ୧୮୫ ଏମ୍‌ପିଙ୍କ ମିଳିଲା ସମର୍ଥନ

ଲଣ୍ଡନ,୨୪।୧୦: ବ୍ରିଟେନର ପ୍ରଧାନମନ୍ତ୍ରୀଙ୍କୁ ନେଇ ଚିତ୍ର ସ୍ପଷ୍ଟ ହୋଇଛି। ପ୍ରଥମ ଭାରତୀୟ ବଂଶୋଦ୍ଭବ ଋଷି ସୁନକ ଇତିହାସ ରଚି ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ହେବେ। ସୋମବାର ଋଷି ସୁନକଙ୍କୁ ୧୮୦ରୁ ଊର୍ଦ୍ଧ୍ୱ ଏମ୍‌ପିଙ୍କ ସମର୍ଥନ ମିଳିଛି। ସେ ପୋନ୍ନି ମୋର୍ଡାଣ୍ଟଙ୍କୁ ମଧ୍ୟ ପଛରେ ପକାଇଦେଇଛନ୍ତି। ପୋନ୍ନି ମୋର୍ଡାଣ୍ଟ କମ୍‌ ସମର୍ଥନ ମିଳିବା ପରେ ସେ ନିଜ ନାମ ପ୍ରତ୍ୟାହାର କରିନେଇଛନ୍ତି। ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଋଷି ସୁନକ ଅକ୍ଟୋବର ୨୮ରେ ଶପଥ ଗ୍ରହଣ କରିବେ। ଅକ୍ଟୋବର ୨୯ରେ କ୍ୟାବିନେଟ ଗଠନ ହେବ। ସୂଚନା ମୁତାବକ, ସୋମବାର ପୂର୍ବତନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ ପ୍ରଧାନମନ୍ତ୍ରୀ ଦୌଡ଼ରୁ ନିଜେ ବାହାରିଯାଇଥିଲେ। ଏହାପରେ ଋଷି ସୁନକଙ୍କ ରାସ୍ତା ସଫା ହୋଇଯାଇଥିଲା। ବ୍ରିଟେନ୍‌ ରାଜନୀତି ପାଇଁ ଆଜି ଏକ ବଡ଼ ଦିନ। କାରଣ ଗତ ୩ମାସରୁ ଋଷି ସୁନକ ହେଉଛନ୍ତି ତୃତୀୟ ବ୍ୟକ୍ତି ଯିଏ ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

UAE ଟଙ୍କା ମାଗିବାରୁ ବିଳିବିଳେଇଲା ପାକିସ୍ତାନ, ଭାରତର ନାଁ ନେଇ କହିଲା…

ଇସଲାମବାଦ,୭।୪: ପାକିସ୍ତାନର ଆର୍ଥିକ ପରିସ୍ଥିତି ପୂର୍ୱରୁ ଜୀବନ ସମର୍ଥନ ଉପରେ ଅଛି, ତଥାପି ଏହାର ଅହଂକାର ହ୍ରାସ ପାଇବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଇସଲାମାବାଦ ଏବେ ସଂଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri