ଆମେରିକାରେ ଭାରତୀୟ ମୂଳ ବାସିନ୍ଦା ଛାତ୍ରଙ୍କୁ ୫୧ ମାସ ଜେଲଦଣ୍ଡ

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୫।୨: ଆମେରିକାର ଜଣେ ୨୪ ବର୍ଷୀୟ ଭାରତୀୟ ମୂଳ ବାସିନ୍ଦା ଛାତ୍ରଙ୍କୁ ଆମେରିକୀୟ ମହିଳାଙ୍କୁ ଠକିବା ଅଭିଯୋଗରେ ୫୧ମାସ ଜେଲ ଦଣ୍ଡାଦେଶ ହୋଇଛି। ସୂଚନାଯୋଗ୍ୟ, ବାଳକ କମ୍ପ୍ୟୁଟର ହ୍ୟାକିଂ ମାଧ୍ୟମରେ ୧୫୦,୦୦୦ ଆମେରିକୀୟ ଡଲାର ମହିଳାଙ୍କୁ ଠକିଥିଲେ।
ଏହି ଛାତ୍ର ଜଣଙ୍କ ସୁଖଦେବ ବୈଦ୍ୟ ବୋଲି ଜଣାପଡିଛି। ଗତ ବର୍ଷ ଡିସେମ୍ବରରେ ତାଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଥିଲା। ସେ ଅନ୍ତର୍ଜାତୀୟ କମ୍ପ୍ୟୁଟର ହ୍ୟାକିଂ ମାଧ୍ୟମରେ ମହିଳାଙ୍କୁ ଟାର୍ଗେଟ କରିଥିଲେ ଏବଂ ତାଙ୍କୁ ୧.୨ନିୟୁତ ଆମେରିକୀୟ ଡଲାର ଠକିଥିଲେ।
ବୁଧବାର କୋର୍ଟ କହିଛନ୍ତି ଯେ ଜେଲରୁ ମୁକୁଳିବା ପରେ ଅଭିଯୁକ୍ତଙ୍କୁ କଷ୍ଟମ ଏବଂ ଇମିଗ୍ରେସନ ଏନଫୋର୍ସମେଣ୍ଟ ବ୍ୟୁରୋକୁ ପଠାଯିବ। କ୍ଷତିପୂରଣ ହିସାବରେ ଅଭିଯୁକ୍ତଙ୍କୁ ୧,୨୩୬,୪୭୦ ଡଲାର ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ଆମେରିକା ସରକାର ଅଭିଯୋଗ କରିଛନ୍ତି ଯେ ଭାରତର ଏକ ବଡ ଉଦ୍ଦ୍ୟମ ଆମେରିକୀୟ ବରିଷ୍ଠମାନଙ୍କୁ ଟାର୍ଗେଟ କରୁଛି। ଏପର୍ଯ୍ୟନ୍ତ ତାଙ୍କୁ ୧,୨୩୬,୪୭୦ଆମେରିକୀୟ ଡଲାର ଠକେଇ କରାଯାଇଛି। ଏହି ଠକେଇ ଜଣାପଡିବା ପରେ ଏଫବିଆଇ କାର୍ଯ୍ୟ ଆରମ୍ଭ କରି ଅଭିଯୁକ୍ତ ସୁଖଦେବ ବୈଦ୍ୟଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରୁଡୋଙ୍କ ଉପସ୍ଥିତିରେ ଖଲିସ୍ତାନୀ ସ୍ଲୋଗାନ

ଟରଣ୍ଟୋ, ୩୦।୪: କାନାଡ଼ାର ଟରଣ୍ଟୋରେ ସୋମବାର ଖାଲ୍‌ସା ଦିବସ ପାଳନ ହେଉଥିବାବେଳେ ଏଥିରେ ବହୁ ସଂଖ୍ୟାରେ ଶିଖ୍‌ ସମ୍ପ୍ରଦାୟର ଲୋକ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ କାନାଡ଼ା...

ଚର୍ମ କର୍କଟ ଟିକାର ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ

ନୂଆଦିଲ୍ଲୀ,୨୯ା୪: ଚର୍ମ କର୍କଟ ରୋଗର ପ୍ରତିକାର ପାଇଁ ବିଶ୍ୱର ପ୍ରଥମ ଟିକା ଉପରେ ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ ହୋଇଛି। ବ୍ରିଟେନ୍‌ର ଜଣେ ରୋଗୀ ଏହି ପରୀକ୍ଷାରେ...

ପ୍ରଳୟଙ୍କରୀ ବନ୍ୟାରେ ୪୨ ମୃତ

ନୈରୋବି,୨୯।୪: କେନ୍ଦ୍ରୀୟ କେନିଆର ମାଇ ମାହୁ ଅଞ୍ଚଳରେ ବ୍ୟାପକ ବନ୍ୟାରେ ମୃତ୍ୟୁ ସଂଖ୍ୟା ୨୦ ରୁ ୪୨କୁ ବୃଦ୍ଧି ପାଇଛି। ଏହାପୂର୍ବରୁ ସିଟିଜେନ ଟେଲିଭିଜନ ସୋମବାର...

ଦୁବାଇରେ ନିର୍ମାଣ ହେଉଛି ବିଶ୍ୱର ସବୁଠାରୁ ବଡ ବିମାନ ବନ୍ଦର, ରହିବ ଏସବୁ ସୁବିଧା

ଦୁବାଇ,୨୯।୪: ଦୁବାଇରେ ବିଶ୍ୱର ବୃହତ୍ତମ ବିମାନ ବନ୍ଦରର କାର୍ଯ୍ୟ ଆରମ୍ଭ ହୋଇଛି। ଏହି ଅଲ ମକତୁମ ଅନ୍ତର୍ଜାତୀୟ ବିମାନବନ୍ଦର ବର୍ତ୍ତମାନର ଦୁବାଇ ଆନ୍ତର୍ଜାତୀୟ ବିମାନବନ୍ଦର ଠାରୁ...

ପୁଣିଥରେ ଠପ ହେଲା ଏକ୍ସ, ୫ ଦିନରେ ଦୁଇଥର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯।୪: ପୂର୍ବରୁ ଟୁଇଟର ଭାବରେ ଜଣାଶୁଣା ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ପୁଣିଥରେ ବନ୍ଦ ହେବାର ଖବର ଆସିଛି। ବ୍ୟବହାରକାରୀମାନେ ଲଗାତାର ସୋସିଆଲ ମିଡିଆରେ ଅଭିଯୋଗ...

ଗାଜା ଯୁଦ୍ଧରେ ଲାଗିବ ବ୍ରେକ୍‌!

ଜେରୁଜେଲମ୍‌,୨୯ା୪: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପୁଣିଥରେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି ବୋଲି ହ୍ବାଇଟ୍‌ ହାଉସ୍‌ କହିଛି।...

ବଢ଼ିବ ଝିଅମାନଙ୍କ ବିବାହ ବୟସ

ଇସଲାମାବାଦ,୨୯ା୪: ଝିଅମାନଙ୍କର ସର୍ବନିମ୍ନ ବିବାହ ବୟସ ବଢ଼ିବ। ଏନେଇ ପାକିସ୍ତାନର ଶିଶୁ ସୁରକ୍ଷା କଲ୍ୟାଣ ବ୍ୟୁରୋ ପ୍ରସ୍ତାବ ଦେଇଛି। ପାକିସ୍ତାନରେ ଝିଅମାନେ ଖୁବ୍‌ କମ୍‌ ବୟସରେ...

ନାଭାଲ୍‌ନି ଗ୍ରୁପ୍‌ ପାଇଁ କାମ କରୁଥିବା ୨ ଖବରଦାତା ଗଲେ ଜେଲ

ଲଣ୍ଡନ,୨୮ା୪:ରୁଷିଆର ଦିବଂଗତ ବିରୋଧୀ ଦଳ ନେତା ଆଲେକ୍ସି ନାଭାଲ୍‌ନିଙ୍କ ଦ୍ୱାରା ପ୍ରତିଷ୍ଠିତ ଗ୍ରୁପ୍‌ ପାଇଁ କାମ କରୁଥିବା ଅଭିଯୋଗରେ ୨ ଜଣ ଖବରଦାତାଙ୍କୁ ଭ୍ଲାଡିମିର ପୁଟିନ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri