ଆଫଗାନିସ୍ତାନରେ ଭାରତୀୟ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ

ନୂଆଦିଲ୍ଲୀ,୨୧।୧: ସ୍କୋ ଅଭିମୁଖେ ଯାଉଥିବା ଏକ ଭାରତୀୟ ବିମାନ ରବିବାର ଆଫଗାନିସ୍ତାନର ବଦାଖଶାନର ପାର୍ବତ୍ୟ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏନେଇ ସ୍ଥାନୀୟ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି। ବଦାଖଶାନ ପୋଲିସ କମାଣ୍ଡ କହିବା ଅନୁଯାୟୀ ଯାତ୍ରୀବାହୀ ବିମାନ ଗତକାଲି ରାତିରେ ରାଡାରରୁ ବିଛିନ୍ନ ହୋଇଥିଲା। ପରେ ଏହା ଉକ୍ତ ପ୍ରଦେଶର ଜିବକ ଜିଲାର “ଆର୍ଟିଲିରି” ଅଞ୍ଚଳର ଉଚ୍ଚ ପର୍ବତରେ ଖସିପଡିଥିବା ଜଣା ପଡିଛି। ତେବେ ଦୁର୍ଘଟଣାରେ କୌଣସି କ୍ଷୟକ୍ଷତି ବିଷୟରେ ବର୍ତମାନ ସୁଦ୍ଧା ସୂଚନା ମିଳିପାରିନାହିଁ।

https://twitter.com/ANI/status/1748969941876035981

 


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri