ବୃଦ୍ଧି ପାଉଛି ଭାରତୀୟ ଫାର୍ମା ରପ୍ତାନି

ନୂଆଦିଲ୍ଲୀ,୨୮।୧୧: ଚଳିତ ଆର୍ଥିକ ବର୍ଷର ଏପ୍ରିଲରୁ ଅକ୍ଟୋବର ମଧ୍ୟରେ ଭାରତୀୟ ଫାର୍ମାର ରପ୍ତାନି ୪.୨୨% ବୃଦ୍ଧି ପାଇ ୧୪.୫୭ ବିଲିୟନ ଡଲାରରେ ପହଞ୍ଚତ୍ଛି। ଏପରିକି ଗତ ମାସରେ ଏକ ନକାରାତ୍ମକ ଧାରା ସତ୍ତ୍ୱେ ୨୦୨୨-୨୩ର ପ୍ରଥମ ୭ମାସ କ୍ରମାଗତଭାବେ ଭାରତରୁ ଔଷଧ ରପ୍ତାନି ବୃଦ୍ଧି ପାଇଚାଲିଛି। ସେହିଭଳି ବାଣିଜ୍ୟ ମନ୍ତ୍ରଣାଳୟ ଅଧୀନରେ ଥିବା ଏକ ସଂସ୍ଥା ଫାର୍ମାସ୍ୟୁଟିକାଲ୍ସ ରପ୍ତାନି ପ୍ରମୋସନ କାଉନସିଲ୍‌ ଅଫ୍‌ ଇଣ୍ଡିଆ (ଫାର୍ମାକ୍ସିଲ୍‌)ର ମହାନିର୍ଦ୍ଦେଶକ ଉଦୟ ଭାସ୍କର କହିଛନ୍ତି, ଗତ ଆର୍ଥିକ ବର୍ଷରେ ୨୪.୬୨ ବିଲିୟନ ଡଲାର ତୁଳନାରେ ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଏହାର ପରିମାଣ ପ୍ରାୟ ୨୭ବିଲିୟନ ଡଲାରରେ ଶେଷ କରିବାକୁ ସେ ଆଶାବାଦୀ ଅଛନ୍ତି।

ବିଶେଷକରି ୨୦୨୨ ଜୁଲାଇରେ -୦.୩୨%, ଅଗଷ୍ଟରେ -୫.୪୫% ଏବଂ ସେପ୍ଟେମ୍ବରରେ ୮.୪୭%ର ସକାରାତ୍ମକ ଅଭିବୃଦ୍ଧି ଘଟିଛି। ଏହା ଆସନ୍ତା ମାସରେ ପୁନର୍ଜୀବିତ ସହ ବର୍ଷ ଶେଷ ସୁଦ୍ଧା ପ୍ରାୟ ୨୭ ବିଲିୟନ ଡଲାରରେ ପହଞ୍ଚତ୍ବ ବୋଲି ଭାସ୍କର ମତପ୍ରକାଶ କରିଛନ୍ତି। ସେହିପରି ଗତ ଆର୍ଥିକ ବର୍ଷର ସମାନ ଅବଧି ମଧ୍ୟରେ ରପ୍ତାନି ୧୩.୯୮ ବିଲିୟନ ଡଲାର ରହିଥିଲା। ଅପରପକ୍ଷରେ ଆମେରିକା, କାନାଡା ଏବଂ ମେକ୍ସିକୋ (ନାଫ୍‌ଟା ଦେଶ), ୟୁରୋପ ଏବଂ ଆଫ୍ରିକା ୬୭.୫% (ପ୍ରାୟ ୫ ବିଲିୟନ ଡଲାର) ମୋଟ ରପ୍ତାନି ହୋଇଛି। ଏପରିକି ଟିକା ବର୍ଗରେ ଆମର ରପ୍ତାନି ଅତ୍ୟନ୍ତ ଖରାପ ସ୍ଥିତିରେ ରହିଛି। ବିଶେଷକରି ଚଳିତ ବର୍ଷ ଅକ୍ଟୋବରରେ ରପ୍ତାନି ୫.୪୫% ହ୍ରାସ ପାଇ ୧.୯୫ ବିଲିୟନ ଡଲାରରେ ପହଞ୍ଚତ୍ଛି। ବାଣିଜ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ଗତ ବର୍ଷ ତୁଳନାରେ ୨୦୨୨ ଅକ୍ଟୋବରରେ ଭାରତର ସାମଗ୍ରିକ ରପ୍ତାନି ୧୬.୬୫% ହ୍ରାସ ପାଇ ୨୯.୭୮ ବିଲିୟନ ଡଲାରରେ ପହଞ୍ଚତ୍ଛି। ୨୦୨୨ ଏପ୍ରିଲରୁ ଅକ୍ଟୋବର ରପ୍ତାନିରେ ୧୨.୫୫% ଅଭିବୃଦ୍ଧି ଘଟି ୨୬୩.୩୫ ବିଲିୟନ ଡଲାରରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?