କଭରେଜ ସମୟରେ ଭାରତୀୟ ଫଟୋ ଜର୍ନାଲିଷ୍ଟଙ୍କୁ ହତ୍ୟା

କାବୁଲ,୧୬ ।୭:ଆଫଗାନିସ୍ତାନର କାନ୍ଧାର ଅଞ୍ଚଳରେ ଭାରତୀୟ ଫଟୋ ଜର୍ନାଲିଷ୍ଟ ଦାନିଶ ସିଦ୍ଦିକିଙ୍କୁ ହତ୍ୟା କରାଯାଇଛି । ଆଫଗାନିସ୍ତାନର ରାଜଦୂତ ଫରିଦ ମମୁଂଡଜେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଦାନିଶ ଆଫାଗାନ ସୁରକ୍ଷା ବଳଙ୍କ ସହ ଏକ ରିପୋର୍ଟିଂ ଆସାଇନମଣ୍ଟ କରୁଥିବା ବେଳେ ତାଙ୍କୁ ହତ୍ୟା କରାଯାଇଛି । ଟୁଇଟ୍ କରି ସେ ଏହି ସୂଚନା ଦେବା ସହ ଦାନିଶଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି । ଟୋଲୋ ନ୍ୟୁଜ ଚ୍ୟାନେଲର ସୂଚନା ଅନୁଯାୟୀ ଦାନିଶଙ୍କ ହତ୍ୟା କାନ୍ଧାରର ସ୍ପିନ ବୋଲ୍ଟ ଜିଲାରେ କରାଯାଇଛି । ହେଲେ ଏ ସମ୍ପର୍କରେ ନ୍ୟୁଜ ଚ୍ୟାନେଲ ପକ୍ଷରୁ କିଛି ବିସ୍ତ୍ରୁତ ସୂଚନା ଦିଆଯାଇନାହିଁ । ସୂଚନାଯୋଗ୍ୟ, ୨୦୦୧୮ରେ ଦାନିଶଙ୍କୁ ପୁଲିତ୍‌ଜର ପୁରସ୍କାର ମିଳିଥିଲା । ରୋହିଙ୍ଗ୍ୟା ମାମଲାରେ ତାଙ୍କୁ ଏହି ସମ୍ମାନ ଦିଆଯାଇଥିଲା । ପ୍ରଥମେ ସେ ତାଙ୍କ କ୍ୟାରିୟର ଏକ ଟିଭି ଜର୍ନାଲିଷ୍ଟରୁ ଆରମ୍ଭ କାରିଥିଲେ ବି ପରେ ସେ ଫଟୋ ଜର୍ନାଲିଷ୍ଟ ଭାବେ କାମ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?