Posted inଖେଳ

ଜୋତାକୁ ହାର କରି ବେକରେ ପିନ୍ଧିଲେ ଏହି ପ୍ରସିଦ୍ଧ ଖେଳାଳି

ଭାରତୀୟ କ୍ରିକେଟ ଦଳର ଯୁବ ଖେଳାଳି ଶ୍ରେୟସ ଆୟର। ସେ ଜଣେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ସାଙ୍ଗକୁ ଷ୍ଟାଇଲିସ୍‌ ଖେଳାଳି ମଧ୍ୟ। ସୋସିଆଲ ମିଡିଆରେ ସେ ସବୁବେଳେ ଆକ୍ଟିଭ ରହିଥାନ୍ତି। ତାଙ୍କର ପ୍ରଶଂସକ ତାଲିକା ୩.୬ ମିଲିୟନରୁ ଊର୍ଦ୍ଧ୍ୱ ହେବ। ଶ୍ରେୟସଙ୍କ ପ୍ରତ୍ୟେକ ଫଟୋକୁ ତାଙ୍କର ପ୍ରଶଂସକମାନେ ଲାଇକ୍‌ ଓ କମେଣ୍ଟ ମାଧ୍ୟମରେ ବହୁତ ଭଲପାଇବା ଦେଇଥାନ୍ତି। ତେବେ ଏହି ଖେଳାଳି ଜୋତା ସୌଖୀନ। ତାଙ୍କର ଜୋତା ସଂଗ୍ରହ ବହୁତ ଷ୍ଟାଇଲିଷ୍ଟ ମଧ୍ୟ। ଏବେ ଶ୍ରେୟସ ନିଜର ଜୋତା କଲେକ୍ସନ୍‌ର କିଛି ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏଥିରେ ତାଙ୍କର ୫୦ରୁ ଊର୍ଦ୍ଧ୍ୱ ଜୋତା ଦେଖିବାକୁ ମିଳୁଛି। ଏକ ଫଟୋରେ ସେ ହାର ପରି ଜୋତାକୁ ବେକରେ ପକାଇିଛନ୍ତି। ଅନ୍ୟ ଏକ ଫଟୋରେ ସେ ୫୦ରୁ ଊର୍ଦ୍ଧ୍ୱ ଜୋତା ମଝିରେ ବସିଥିବା ଦେଖିବାକୁ ମିଳୁଛି । ଏହି ଜୋତାର ମୂଲ୍ୟ ଅକ୍ଷାଧିକ ଟଙ୍କା ହେବ। କେବଳ ଜୋତା ନୁହେଁ, ସେ କାର ସଖୀନ ମଧ୍ୟ। ଶ୍ରେୟସଙ୍କର ପସନ୍ଦର କାର ହେଉଛି ଫରାରୀ। ତାଙ୍କ ପାଖରେ ଅଡି, ବିଏମ୍‌ଡବ୍ଲ୍ୟୁ ଆଦି କମ୍ପାନୀର କାର ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୨ରେ ବଦଳି, ୧୮ରେ ବାତିଲ: କଳାହାଣ୍ଡି ଶିକ୍ଷା ବିଭାଗରେ ବଦଳି ନାଟକ

ଭବାନୀପାଟଣା,୨୦ା୬(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଶିକ୍ଷା ବିଭାଗରେ ସରକାରୀ ନିୟମ ଓ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ଚିଠିକୁ ବେଖାତିର କରି ମନମୁଖୀ କାର୍ଯ୍ୟ ଚାଲିଥିବା ଭଳି ଘଟଣା…

ଅଜଣା ରୋଗରେ ପୀଡିତ ଜୟଲାଲ, ସରକାରୀ ସହାୟତା ପାଇଁ ନିବେଦନ

ନୂଆପଡ଼ା,୨୦ା୬ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ପଞ୍ଚାୟତ ଧରମପୁର ଗଁାର ଜୟଲାଲ ଖର୍ସେଲ (୩୨) ଏକ ଅଜଣା ରୋଗରେ ପୀଡିତ ହୋଇ ଶଯ୍ୟାଶାୟୀ ଅଛନ୍ତି।…

ପିଏମ ସୂର୍ଯ୍ୟଘର: ଓଡ଼ିଶାର ପ୍ରଥମ ସୋଲାର ଦିଦି ବ୍ୟାଚ୍‌ର ପ୍ରଶିକ୍ଷଣ ସମ୍ପନ୍ନ

ଭୁବନେଶ୍ୱର, ୨୦।୬: ଟାଟା ପାୱାର ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିସିଓଡିଏଲ) ପକ୍ଷରୁ କଟକସ୍ଥିତ ଟାଟା ପାୱାର ସ୍କିଲ ଡେଭେଲପମେଣ୍ଟ ଇନଷ୍ଟିଚ୍ୟୁଟ (ଟିପିଏସଡିଆଇ)ରେ ପିଏମ ସୂର୍ଯ୍ୟଘର: ମୁଫ୍ତ…

ବୈଜ୍ଞାନିକଙ୍କ ଚେତାବନୀ: ଓଡ଼ିଶାରୁ ଲୋପ ପାଇଯାଇପାରନ୍ତି ‘ନୀଳରକ୍ତ କଙ୍କଡ଼ା’

କେନ୍ଦ୍ରାପଡ଼ା,୨୦ା୬ (ପି.ଟି.)ଓଡ଼ିଶା ଉପକୂଳରୁ ଆଗାମୀ ୮ ରୁ ୧୦ ବର୍ଷ ମଧ୍ୟରେ ବିରଳ‘ଘୋଡ଼ା ନାଲ କଙ୍କଡ଼ା’ ବା ‘ନୀଳରକ୍ତ କଙ୍କଡ଼ା’ ସମ୍ପୂର୍ଣ୍ଣ ରୂପେ ବିଲୁପ୍ତ ହୋଇଯାଇପାରନ୍ତି ବୋଲି…

ଗାଁ ଭିତରେ ପଶିଲା ଦନ୍ତା ହାତୀ: ଗ୍ରାମବାସୀ ଆତଙ୍କିତ

ଦେବଗଡ,୨୦।୬(ଶଶାଙ୍କ ଶେଖର ଝାଙ୍କର):ଗାଁ ଭିତରେ ପଶିଲା ଦନ୍ତା ହାତୀ। ଗ୍ରାମବାସୀ ଆତଙ୍କିତ। ଦେବଗଡ ବନଖଣ୍ଡ ରିଆମାଳ ବନାଞ୍ଚଳ ନୁଆଁଡିହ ପଞ୍ଚାୟତର ମହାସିନ୍ଧୁ ଗ୍ରାମରେ ଏକ ଦନ୍ତା ହାତୀ…

ଯୁବକଙ୍କୁ ଛୁରି ଭୁସି ହତ୍ୟା ଘଟଣା: ତଦନ୍ତ ଆରମ୍ଭ

ଦେବଗଡ,୨୦।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଥାନା ଗୁଣ୍ଡୁରିପୋଷି କଲୋନୀ ସାହିରେ ଛୁରି ଭୁସି ଯୁବକଙ୍କୁ ହତ୍ୟା ଘଟଣାରେ ପୋଲିସ ପକ୍ଷରୁ ଏକ ହତ୍ୟା ମାମଲା ରୁଜୁ କରାଯାଇ…

‘ତୁରନ୍ତ ଭତ୍ତା ଟଙ୍କା ପ୍ରଦାନ କରାଯାଉ’, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର, ୨୦।୬ (ସୁନିତ୍‌ ମିଶ୍ର): ରାଜ୍ୟର ପ୍ରାୟ ୧୮ ଲକ୍ଷ ସାମାଜିକ ସୁରକ୍ଷା ପେନ୍‌ସନଭୋଗୀଙ୍କୁ ଗତ ୩ ମାସ ହେଲା ପେନ୍‌ସନ ଟଙ୍କା ମିଳିନାହିଁ। ଭତ୍ତା ଟଙ୍କା…

ଜାତୀୟ ରାଜପଥ ପ୍ରକଳ୍ପକୁ କାଳ ପ୍ରଶାସନିକ ଜଟିଳତା

ଭୁବନେଶ୍ୱର,୨୦।୬ (ସୁନିତ୍‌ ମିଶ୍ର): ଓଡ଼ିଶାରେ ଚାଲିଥିବା ଏକାଧିକ ଗୁରୁତ୍ୱପୂର୍ଣ୍ଣ ଜାତୀୟ ରାଜପଥ ପ୍ରକଳ୍ପ କାର୍ଯ୍ୟ ବିଳମ୍ବର ସମ୍ମୁଖୀନ ହେଉଛି। ବିଭିନ୍ନ ପ୍ରକାର ପ୍ରଶାସନିକ ଜଟିଳତା କାରଣରୁ କାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri