Odisha Elections 2024

ଇଣ୍ଡିଆନ ପୋଲିସ ଫୋର୍ସ ଟ୍ରେଲର ରିଲିଜ

ମୁମ୍ବାଇ: ଦୀର୍ଘଦିନ ଧରି ପ୍ରଶଂସକମାନେ ସିଦ୍ଧାର୍ଥ ମାଲହୋତ୍ରାଙ୍କ ପ୍ରଥମ ସିରିଜ ‘ଇଣ୍ଡିଆନ ପୋଲିସ ଫୋର୍ସ’ର ଟ୍ରେଲରକୁ ଅପେକ୍ଷା କରିଥିଲେ। ଇତିମଧ୍ୟରେ ଏହାର ଟ୍ରେଲର ରିଲିଜ ହୋଇଛି। ସିଦ୍ଧାର୍ଥ ମାଲହୋତ୍ରା ରୋହିତ ଶେଟ୍ଟୀଙ୍କ ଡେବ୍ୟୁ ସିରିଜରେ ଜଣେ ପୋଲିସ ଅଫିସର ଭୂମିକାରେ ନଜର ଆସିବେ।

ଶିଳ୍ପା ଶେଟ୍ଟୀ ଏବଂ ସିଦ୍ଧାର୍ଥ ମାଲହୋତ୍ରାଙ୍କ ମଧ୍ୟରେ ଥିବା ଯୁଗଳବନ୍ଦୀ ଦେଖିବା ପରେ ଆପଣଙ୍କ ନଜର ହଟିବନି। ସିଦ୍ଧାର୍ଥ-ଶିଳ୍ପା ଏବଂ ବିବେକ ଓବରାୟଙ୍କ ଦମ୍‌ଦାର ଅଭିନୟ ଏହି ସିରିଜରେ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରାମା କୁଇନ ରାଖୀ ସାଓ୍ବନ୍ତଙ୍କ ଅବସ୍ଥା ସଙ୍କଟାପନ୍ନ: ପୂର୍ବତନ ସ୍ବାମୀ ରିତେଶ

ମୁମ୍ବାଇ,୧୮।୫: ଡ୍ରାମା କୁଇନ ରାଖୀ ସାୱନ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସବୁଥର ପରି, ଯେତେବେଳେ ତାଙ୍କ ହସ୍ପିଟାଲରେ ଭର୍ତ୍ତି ହେବାର ଖବର ଆସିଲା, କେହି ଏହାକୁ...

କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଐଶ୍ୱର୍ଯ୍ୟାଙ୍କ ଜଲଓ୍ବା

ନୂଆଦିଲ୍ଲୀ: ଚଳିତ ବର୍ଷ ଅନୁଷ୍ଠିତ ୭୭ତମ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ବଲିଉଡ୍‌ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଜଲଓ୍ବା ଦେଖାଇଛନ୍ତି। ୨୦ ବର୍ଷ ହେଲା ଐଶ୍ୱର୍ଯ୍ୟା ଏହି...

ଚତୁର୍ଥ ସ୍ବାମୀଙ୍କୁ ଛାଡ଼ପତ୍ର ଦେବେ ଜେନିଫର ଲୋପେଜ୍‌, ଦୁଇ ବର୍ଷ ପୂର୍ବେ କରିଥିଲେ ବିବାହ

ବମ୍ବେ: ଚତୁର୍ଥ ସ୍ବାମୀଙ୍କୁ ଛାଡ଼ପତ୍ର ଦେବାକୁ ଯାଉଛନ୍ତି ହଲିଉଡ୍‌ ଅଭିନେତ୍ରୀ ଜେନିଫର ଲୋପେଜ୍‌। ବେନ୍‌ ଆଫ୍‌ଲେକ୍‌ଙ୍କୁ ଦୁଇ ବର୍ଷ ପୂର୍ବେ ସେ ବିବାହ କରିଥିଲେ। ହେଲେ...

ପ୍ରଭାସଙ୍କ ଜୀବନରେ ଡାର୍ଲିଂଙ୍କ ଏଣ୍ଟ୍ରି!

ହାଇଦ୍ରାବାଦ: ପ୍ରେମରେ ପଡ଼ିଛନ୍ତି ସାଉଥ୍‌ ସୁପରଷ୍ଟାର ପ୍ରଭାସ। ଏକଥା ମନଗଢ଼ା ନୁହେଁ ବରଂ ଅଭିନେତାଙ୍କ ସୋସିଆଲ ମିଡିଆ ପୋଷ୍ଟରୁ ଏଭଳି ଚର୍ଚ୍ଚା ଜୋର ଧରିଛି। ସେ...

ଭୁବନେଶ୍ୱରରେ ପହଞ୍ଚିଲେ ହେମାମାଳିନୀ

ଭୁବନେଶ୍ୱର,୧୭ା୫: ଅଭିନେତ୍ରୀ ତଥା ଭାଜପା ଏମ୍‌ପି ହେମାମାଳିନୀ ଶୁକ୍ରବାର ପୂର୍ବାହ୍ନରେ ଆସି ଓଡ଼ିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଭାଜପା କର୍ମୀମାନେ ପହଞ୍ଚି ତାଙ୍କୁ...

ପୁଣି ଘୁଞ୍ଚିଲା ‘ଏମରଜେନ୍ସି’ର ରିଲିଜ୍‌ ଡେଟ୍‌

ମୁମ୍ବାଇ:ଚଳିତ ଲୋକ ସଭା ନିର୍ବାଚନରେ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାୱତ ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।...

ରଶ୍ମିକା ମନ୍ଦନାଙ୍କ ପୋଷ୍ଟ ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୫: ଅଭିନେତ୍ରୀ ରଶ୍ମିକା ମନ୍ଦନା ନ୍ୟାଶନାଲ କ୍ରସ ଜଣାଶୁଣା। ତାଙ୍କୁ ଶେଷ ଥର ପାଇଁ ଆନିମଲ ଫିଲ୍ମରେ ପରଦାରେ ଦେଖିବାକୁ ମିଳିଥିଲା। ଫିଲ୍ମରେ ତାଙ୍କର ଅଭିନୟକୁ...

ଏନ୍‌ବିଡବ୍ଲ୍ୟୁରୁ ଆଶ୍ୱସ୍ତି ପାଇଲେ ଅନୁଭବ

କଟକ,୧୬ା୫ (କାର୍ତ୍ତିକ ସାହୁ): ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଜାମିନ୍‌ ବିହୀନ ଗିରଫ ପରୱାନା (ଏନ୍‌ବିଡବ୍ଲ୍ୟୁ)ରୁ ଗୁରୁବାର ଆଶ୍ୱସ୍ତି ପାଇଛନ୍ତି। କଟକ ଜେଏମ୍‌ଏଫ୍‌ସି କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri