Posted inଫୁରସତ

ଭାରତର ସବୁଠୁ ଛୋଟ ଏବଂ ବଡ଼ ନାମଧାରୀ ରେଳ ଷ୍ଟେଶନ

ଭାରତୀୟ ରେଳବାଇକୁ ଆମ ଦେଶର ଜୀବନ ରେଖା କୁହାଯାଏ। ଅଧିକାଂଶ ଭାରତୀୟ ଯାତ୍ରା କରିବା ପାଇଁ ଟ୍ରେନ୍‌ରେ ଯିବା ଆସିବା କରିଥାନ୍ତି। କାରଣ ଭାରତୀୟ ରେଳ ସେବା ବିଶ୍ୱର ବୃହତ୍ତମ ରେଳ ନେଟଓ୍ବାର୍କ ମଧ୍ୟରେ ଗଣନା କରାଯାଏ। ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ରେଳ ଯୋଗେ ସାରା ଦେଶ ଭ୍ରମଣ କରନ୍ତି। କେବଳ ଏତିକି ନୁହେଁ, ଅର୍ଥନୀତିରେ ପ୍ରେରଣା ଯୋଗାଇବାରେ ଭାରତୀୟ ରେଳବାଇର ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି।

ଆପଣ ନିଶ୍ଚିତ ଅନେକ ବଡ଼ ରେଳ ଷ୍ଟେଶନ ବିଷୟରେ ଶୁଣିଥିବେ, କିନ୍ତୁ ଭାରତରେ ଏକ ରେଳ ଷ୍ଟେଶନ ରହିଛି ଯାହାକି ଓଡ଼ିଶାରେ ଅବସ୍ଥିତ। ଏହି ଷ୍ଟେଶନର ନାମ ଆଇବି। ଏହି ନାଁକୁ ନେଇ ଷ୍ଟେଶନର ସ୍ବତନ୍ତ୍ରତା ରହିଛି।

ସେହିପରି ଭାରତର ସବୁଠୁ ବଡ଼ ନାମଧାରୀ ସହିତ ରେଳ ଷ୍ଟେଶନ ହେଲା ‘ଭେଙ୍କଟାନାରାସିମହାରାଜୁଭାରିପେଟା’(Venkatanarasimharajuvaripeta) ଏହି ଷ୍ଟେଶନ ଆନ୍ଧ୍ରପ୍ରଦେଶରେ ଅଛି। ଏହା ତାମିଲନାଡୁ ସୀମା ନିକଟରେ ଅବସ୍ଥିତ। ଏହି ଷ୍ଟେଶନକୁ ଦେଶର ସବୁଠାରୁ ବଡ଼ ନାମଧାରୀ ଷ୍ଟେଶନ ଭାବରେ ଭାବରେ ବିବେଚନା କରାଯାଏ। ଏହି ଦୁଇ ଷ୍ଟେଶନର ନାମ ସୋସିଆଲ ମିଡିଆରେ ବେଶ୍‌ ଚର୍ଚ୍ଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri