୫୨ ପଇସା ଦୁର୍ବଳ ହେଲା ଭାରତୀୟ ମୁଦ୍ରା

ମୁମ୍ବାଇ,୧୪।୪:(ପି.ଟି.): ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଭୂରାଜନୈତିକ ଉତ୍ତେଜନା ଭାରତୀୟ ମୁଦ୍ରାକୁ ପୁଣି ଦୁର୍ବଳ କରିଦେଇଛି । ଇଣ୍ଟରବ୍ୟାଙ୍କ ଫରେନ୍‌ ଏକ୍ସଚେଞ୍ଜରେ ସୋମବାର ଟଙ୍କା ୫୨ ପଇସା ଦୁର୍ବଳ ହୋଇଛି। ଆମେରିକୀୟ ଡଲାର ତୁଳନାରେ ଏହାର ବିନିମୟ ମୂଲ୍ୟ ୯୩.୩୫ ଟଙ୍କା ରହିଛି। ସେସନ୍‌ ଆରମ୍ଭରେ ଟଙ୍କା ୯୩.୩୦ରେ ଖୋଲି ୯୩.୪୦କୁ ଛୁଇଁଥି୍‌ଲା। ତେବେ ଶେଷରେ ଏହା ୯୩.୩୫ରେ ସେଟେଲ ହୋଇଥିଲା। ଏହା ପୂର୍ବରୁ ଶୁକ୍ରବାର ସେସନ୍‌ରେ ଟଙ୍କା ୩୨ ପଇସା ଦୁର୍ବଳ ହୋଇ ୯୨.୮୩ରେ ବନ୍ଦ ହୋଇଥିଲା।

ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଅଶୋଧିତ ତୈଳ ପରିବହନରେ ଅନିଶ୍ଚିତତା ଯୋଗୁ କ୍ରୁଡ୍‌ ମୂଲ୍ୟ (୧୦୦ ଆମେରିକୀୟ ଡଲାର ଅତିକ୍ରମ କରି) ବଢ଼ି ଚାଲିଥିବାବେଳେ ଭାରତୀୟ ପୁଞ୍ଜିବଜାରରୁ ବିଦେଶୀ ସଂସ୍ଥାଗତ ନିବେଶକ (ଏଫ୍‌ଆଇଆଇ) ଷ୍ଟକ୍ସ ବିକ୍ରି କରିବାରେ ଲାଗିଛନ୍ତି। ଏହା ମଧ୍ୟ ଟଙ୍କା ଅବମୂଲ୍ୟାୟନର ଏକ ପ୍ରମୁଖ କାରଣ ବୋଲି ଫରେକ୍ସ ଆନାଲିଷ୍ଟମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ-LPG ସଙ୍କଟକୁ ନେଇ ବାବା ଭେଙ୍ଗାଙ୍କ ଭୟଙ୍କର ଭବିଷ୍ୟବାଣୀ; ଆଗକୁ ଆହୁରି ବଢିବ ତେଲଦର!

ନୂଆଦିଲ୍ଲୀ,୧୯।୫: ବିଶ୍ୱ ବର୍ତ୍ତମାନ ଶକ୍ତି ସଙ୍କଟ ସହିତ ଜଡ଼ିତ ହେଉଛି। ଅନେକ ରାଷ୍ଟ୍ର ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର ଅଭାବ ଏବଂ ବୃଦ୍ଧି ପାଉଥିବା ମୁଦ୍ରାସ୍ଫୀତିକୁ ନେଇ…

ମୋଦି ସରକାରଙ୍କ ବଡ଼ ପ୍ଲାନ, ପେଟ୍ରୋଲରେ ଏବେ ମିଶିବ ୩୦% ଇଥାନଲ!

ନୂଆଦିଲ୍‌ଲୀ,୧୯।୫: ଭାରତ ଏବେ ପେଟ୍ରୋଲରେ ଇଥାନଲର ମିଶ୍ରଣ ବୃଦ୍ଧି କରିବା ଦିଗରେ ଦ୍ରୁତ ଗତିରେ ଅଗ୍ରସର ହେଉଛି। ବିଦ୍ୟମାନ E20 ଯୋଜନାରୁ ଆଗକୁ ବଢ଼ି, ସରକାର E22,…

ରୁଷରୁ ତେଲ କିଣିବା ପାଇଁ ପୁଣି ଥରେ ସମୟସୀମା ବଢାଇଲା ଆମେରିକା, ଭାରତ ପାଇଁ କେତେ ଲାଭ?

ନୂଆଦିଲ୍ଲୀ,୧୯।୫: ଆମେରିକା ସମୁଦ୍ର ପଥରେ ପରିବହନ ହେଉଥିବା ରୁଷୀୟ ତୈଳ ଉପରେ କଟକଣାରୁ ମୁକ୍ତିକୁ ଗୋଟିଏ ମାସ ପାଇଁ ବୃଦ୍ଧି କରିଛି। ସୋମବାର ରାତିରେ ଆମେରିକାର ଟ୍ରେଜେରୀ…

ଆଫଗାନିସ୍ତାନ ବିପକ୍ଷ ଦିନିକିଆ ସିରିଜ୍‌ ପାଇଁ ଭାରତୀୟ ଦଳ ଘୋଷଣା: କୋହଲି-ରୋହିତଙ୍କ ସମେତ…

ନୂଆଦିଲ୍ଲୀ,୧୯।୫: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ମଙ୍ଗଳବାର ଆଫଗାନିସ୍ତାନ ବିପକ୍ଷରେ ହେବାକୁ ଥିବା ଦିନିକିଆ ସିରିଜ ପାଇଁ ଟିମ ଇଣ୍ଡିଆର ଦଳ ଘୋଷଣା କରିଛି। ଶୁବମନ…

ପୁଣି ଭାରତ ଆସିବେ ପୁଟିନ: ବର୍ଷେ ଭିତରେ ୨ଥର..

ମସ୍କୋ,୧୯।୫:ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସେପ୍ଟେମ୍ବର ୨୦୨୬ରେ ଭାରତରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ ଯୋଗଦେବା ପାଇଁ ନୂଆଦିଲ୍ଲୀ ଗସ୍ତ କରିବେ। କ୍ରେମଲିନ ମୁଖପାତ୍ର ଦିମିତ୍ରୀ…

କମିବ କି ପେଟ୍ରୋଲ ରେଟ୍‌? ଅଶୋଧିତ ତୈଳ ଦରରେ ବଡ଼ ହ୍ରାସ!

ନୂଆଦିଲ୍ଲୀ,୧୯।୫: ବିଶ୍ୱ ବଜାର ଏବଂ ଘରୋଇ ଗ୍ରାହକ ଉଭୟଙ୍କ ପାଇଁ ଅନ୍ତର୍ଜାତୀୟ ବଜାରରୁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ପଶ୍ଚିମ ଏସିଆ (ମଧ୍ୟପ୍ରାଚ୍ୟ)ରେ ଦୀର୍ଘ ସମୟ…

SBI ୟୁଜର୍ସ ଆଲର୍ଟ: ୬ଦିନ ଠପ୍‌ ପଡିବ ବ୍ୟାଙ୍କ୍‌ କାମ! ଏଇ ସପ୍ତାହରୁ ସାରନ୍ତୁ କାମ…

ନୂଆଦିଲ୍ଲୀ,୧୯।୫: ଦେଶର ସର୍ୱବୃହତ ସରକାରୀ ବ୍ୟାଙ୍କ, ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI)ର ଲକ୍ଷ ଲକ୍ଷ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଖବର ଅଛି। ଯଦି ଆପଣଙ୍କୁ…

ବିବାହ କରିବାକୁ ମନା କଲେ ଗାୟିକା, କାନାଡାରୁ ଭାରତ ଆସି ହତ୍ୟା

ଲୁଧିଆନା,୧୯।୫: ପଞ୍ଜାବର ଲୁଧିଆନାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ସଙ୍ଗୀତ ଶିଳ୍ପ ସମେତ ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି। ପ୍ରଖ୍ୟାତ ପଞ୍ଜାବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri