ଏୟାରପୋର୍ଟରେ ପିପିଇ କିଟ୍‌ ପିନ୍ଧି ଡ୍ୟାନ୍ସ କଲେ ଏହି କ୍ରିକେଟରଙ୍କ ଭାବିପତ୍ନୀ

ଭାରତୀୟ କ୍ରିକେଟ ଦଳର ସ୍ପିନର ୟୁଜବେନ୍ଦ୍ର ଚହଲଙ୍କ ଭାବିପତ୍ନୀ ଧନଶ୍ରୀ ବର୍ମା କୋରିଓଗ୍ରାଫି ପାଇଁ ବେଶ୍‌ ଜଣାଶୁଣା। ପ୍ରାୟ ସମୟରେ ସେ ସୋସିଆଲ ମିଡିଆରେ ନିଜର ଡ୍ୟାନ୍ସର ଭିଡିଓକୁ ଶେୟାର କରିଥାନ୍ତି। ଇତିମଧ୍ୟରେ ତାଙ୍କର ଆଉ ପୋଷ୍ଟ ସାମ୍ନାକୁ ଆସିଛି। ଯେଉଁଥିରେ ସେ ପିପିଇ କିଟ୍‌ ପିନ୍ଧି ଏକ ପଞ୍ଜାବି ଗୀତରେ ଡ୍ୟାନ୍ସ କରୁଥିବା ନଜର ଆସିଛନ୍ତି।

ସୂଚନାଯୋଗ୍ୟ, ଏକ ଏୟାରପୋର୍ଟର ପ୍ରତିକ୍ଷାଳୟରେ ଧନଶ୍ରୀ ଡ୍ୟାନ୍ସ କରୁଥିବା ନଜର ଆସିଛନ୍ତି। ଏଥିରେ ସେ ପିପିଇ କିଟ୍‌ ପିନ୍ଧି ଗାୟକ ଟୋନି କକ୍କଡଙ୍କ ଏକ ପଞ୍ଜାବି ଗୀତ ‘କୁର୍ତା ପଜାମା’ର ତାଳେ ତାଳେ ଝୁମିଥିବା ଦେଖିବାକୁ ମିଳିଛି। ଧନଶ୍ରୀଙ୍କ ଏହି ଭିଡିଓକୁ ପ୍ରଂଶସକ ବେଶ୍‌ ପସନ୍ଦ କରିବା ସହ କମେଣ୍ଟ ଦେଇଛନ୍ତି। ଦୀଘର୍ର୍ ସମୟରୁ ଚହଲ ଓ ଧନଶ୍ରୀ ଦୁହେଁ ଦୁହିଁଙ୍କୁ ଡେଟ୍‌ କରୁଛନ୍ତି। ନିକଟରେ ଚହଲ ଓ ଧନଶ୍ରୀଙ୍କ ନିର୍ବନ୍ଧ ସରିଛି। ନିର୍ବନ୍ଧ ସମୟରେ କେତେକ ଫଟୋକୁ ଦୁହେଁ ଇନ୍‌ଷ୍ଟାଗ୍ରାମ ଓ ଟୁଇଟରରେ ଶେୟାର କରିଥିଲେ। ସୂଚନାମୁତାବକ ଧନଶ୍ରୀ ଜଣେ ଡେଣ୍ଟିଷ୍ଟ ହେବା ସହ କୋରିଓଗ୍ରାଫର ଓ ଜଣେ ୟୁଟ୍ୟୁବର ମଧ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri