Posted inଖେଳ

ଖୁସିର ମାହୋଲ ମଧ୍ୟରେ ଇଂଲଣ୍ଡ ବିପକ୍ଷରେ ଭାରତୀୟ ଦଳ ଘୋଷଣା: ଫେରିଲେ କୋହଲି ଆଉ…

ନୂଆଦିଲ୍ଲୀ,୧୯।୧: ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ୍‌ରେ ଦମ୍‌ଦାର ବିଜୟ ପରେ ଦେଶରେ ଉତ୍ସବର ମାହୋଲ ଦେଖିବାକୁ ମିଳୁଛି। ନିୟମିତ ଅଧିନାୟକ ବିରାଟ କୋହଲିଙ୍କ ଅନୁପସ୍ଥିତି ଏବଂ ଅନେକ ଖେଳାଳି ଆହତ ଥିବା ସତ୍ତ୍ୱେ ଭାରତୀୟ ଟିମ୍‌ ଅବିଶ୍ୱସନୀୟ ଭାବେ ସିରିଜ ହାତେଇଛି। ଏହାକୁ ନେଇ ପ୍ରଶଂସକ ବିଭୋର ଥିବା ବେଳେ ଆଗାମୀ ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ୍‌ ପାଇଁ ଏକାଦଶ ଘୋଷଣା କରିଛି।

ବିସିସିଆଇର ଚୟନ ସମିତି ନୂତନ ଅଧ୍ୟକ୍ଷ ଚେତନ ଶର୍ମାଙ୍କ ଉପସ୍ଥିତିରେ ପ୍ରଥମ ଥର ପାଇଁ ଭାରତୀୟ ଦଳର ଚୟନ କରାଯାଇଛି। ଏନେଇ ଅନୁଷ୍ଠିତ ବୈଠକରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ କୋହଲି ଯୋଗ ଦେଇଥିଲେ। ଏହି ଭାରତ ଏକାଦଶରେ ଅନେକ ଖେଳାଳିଙ୍କୁ ସୁଯୋଗ ମିଳିଛି। ଦଳକୁ କୋହଲି ଫେରିଥିବା ବେଳେ ପାଣ୍ଡ୍ୟା ମଧ୍ୟ ସୁଯୋଗ ମିଳିଛି। ଏହାଛଡ଼ା ଇଶାନ୍ତ ଶର୍ମା, ରବିଚନ୍ଦ୍ରନ ଅଶ୍ୱିନ, ଜସପ୍ରିତ ବୁମ୍‌ରା ଏବଂ ଯୁବ ସ୍ପିନର ଅକ୍ଷର ପଟେଲ ମଧ୍ୟ ଟିମ୍‌ରେ ସାମିଲ ହୋଇଛନ୍ତି।

ଭାରତୀୟ ଦଳ:
ବିରାଟ କୋହଲି(ଅଧିନାୟକ)
ରୋହିତ ଶର୍ମା
ଶୁଭମନ ଗିଲ
ମୟଙ୍କ ଅଗ୍ରଓ୍ବାଲ
ଚେତେଶ୍ୱର ପୂଜାରା
ଅଜିଙ୍କ୍ୟ ରାହାଣେ
ରିଷଭ ପନ୍ତ
ରିଦ୍ଧିମାନ ଶାହା
ହାର୍ଦ୍ଦିକ ପାଣ୍ଡ୍ୟା
କେ ଏଲ୍‌ ରାହୁଲ
ଜସପ୍ରିତ ବୁମ୍‌ରା
ଈଶାନ୍ତ ଶର୍ମା
ମହମ୍ମଦ ସିରାଜ
ଶାର୍ଦ୍ଦୁଳ ଠାକୁର
ରବିଚନ୍ଦ୍ରନ ଅଶ୍ୱିନ
ଅକ୍ଷର ପଟେଲ
କୁଲଦୀପ ଯାଦବ
ଓ୍ବାଶିଂଟନ ସୁନ୍ଦର

ଷ୍ଟାଣ୍ଡବାଇ ଖେଳାଳି
କେଏସ୍‌ ଭରତ(ଉଇକେଟ କିପର), ଅଭିମନ୍ୟୁ ଈଶ୍ୱରନ୍‌, ଶାହାବାଜ ନଦୀମ, ରାହୁଲ ଚହର

ନେଟ୍‌ ବୋଲର୍‌:
ଅଙ୍କିତ ରାଜପୁତ, ଆବେଶ ଖାନ, ସନ୍ଦିପ ଓ୍ବାରିୟର, କେ ଗୌଥମ, ସୌରଭ କୁମାର


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri