Posted inଖେଳ

ଇଣ୍ଡିଆନ ସୁପର ଲିଗ୍‌: ଚେନ୍ନାଇନ୍‌-ଏଟିକେ ମ୍ୟାଚ ଡ୍ର

ବାମ୍ବୋଲିମ୍‌, ୩୦।୧୨-ଇଣ୍ଡିଆନ ସୁପରଲିଗ୍‌ରେ ମଙ୍ଗଳବାର ଚେନ୍ନାଇନ୍‌ ଏଫ୍‌ସି-ଏଟିକେ ମୋହନବାଗାନ ମ୍ୟାଚ ଡ୍ର ରହିଛି। ଉଭୟ ଦଳ ଏକାଧିକ ସୁଯୋଗ ପାଇଥିଲେ ହେଁ ତାହାକୁ ଗୋଲରେ ପରିଣତ କରିପାରି ନ ଥିଲେ। ଫଳରେ ମ୍ୟାଚଟି ଗୋଲଶୂନ୍ୟଭାବେ ଶେଷ ହୋଇଛି। ପଏଣ୍ଟ ଭାଗ କରିବା ଫଳରେ ଏଟିକେ ମୋହନବାଗାନ ଟେବୁଲର ଶୀର୍ଷକୁ ଉନ୍ନୀତ ହୋଇଛି। ଦଳ ୮ ମ୍ୟାଚ ଖେଳିସାରିଥିବାବେଳେ ୫ ବିଜୟ, ୨ ଡ୍ର ଓ ୧ ପରାଜୟ ସହ ୧୭ ପଏଣ୍ଟ ପାଇଛି। ଏଟିକେ ୮ଟି ଗୋଲ ଦେଇଥିବାବେଳେ ମାତ୍ର ୩ଟି ବରଣ କରିଛି। ଅନ୍ୟପକ୍ଷରେ ଚେନ୍ନାଇନ ୮ ମ୍ୟାଚରୁ ୨ ବିଜୟ, ୪ ଡ୍ର ଓ ୨ ପରାଜୟ ସହ ୧୦ ପଏଣ୍ଟ ପାଇ ୭ମ ସ୍ଥାନରେ ଅପରିବର୍ତ୍ତିତ ରହିଛି। ଏଟିକେର ଇଡୁ ଗାର୍ସିଆ ପାସ୍‌ ଅଫ୍‌ ଦି ମ୍ୟାଚ ଏବଂ ଗୋଲକିପର ଅରିନ୍ଦମ ଭଟ୍ଟାଚାର୍ଯ୍ୟ ହିରୋ ଅଫ୍‌ ଦି ମ୍ୟାଚ ପୁରସ୍କାର ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ରେ ଚତୁର୍ଥ ଥର ପାଇଁ ଡେବ୍ୟୁ କଲେ ଏହି କ୍ରିକେଟର; ମ୍ୟାଚ୍‌ ବିଜେତା ହେବେ କି ବୋଲି…

ଚେନ୍ନାଇ,୨୧।୪: ସନରାଇଜର୍ସ ହାଇଦ୍ରାବାଦ(ଏସ୍‌ଆର୍‌ଏଚ୍‌) ପାଇଁ ଚଳିତ ଆଇପିଏଲ୍‌ ସେତେଟା ଭଲ ସାବ୍ୟସ୍ତ ହେଉନାହିଁ। ପ୍ରଥମ ତିନୋଟି ମୁକାବିଲାରେ ଦଳ ପରାଜିତ ହୋଇଛି। ଖେଳାଳି ପରିବର୍ତ୍ତନ କଲେ...

ଧାରରେ ଗ୍ଲୋଭ୍ସ ନେଇ ପ୍ରାକ୍ଟିସ କରୁଥିଲେ ପଙ୍ଘାଲ

ନୂଆଦିଲ୍ଲୀ,୨୬।୯: ବିଜେନ୍ଦ୍ର କୁମାର, ଅଖିଲ କୁମାର, ବିକାଶ କ୍ରିଷ୍ଣନ ଓ ଶିବ ଥପ୍ପାଙ୍କ ପରେ ଦେଶର ଉଦୀୟମାନ ବକ୍ସର ହେଉଛନ୍ତି ରୋହତକର ଅମିତ ପଙ୍ଘାଲ। ନିକଟରେ...

ଓସିଏ ଆନ୍ତଃ ଜିଲା ସିନିୟର ଟି୨୦ ଲିଗ୍‌

ଭୁବନେଶ୍ୱର, ୧୯।୧୨(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ଭୁବନେଶ୍ୱର ଓ କଟକର ୯ଟି ଭେନ୍ୟୁରେ ଚାଲିଥିବା ଆନ୍ତଃ ଜିଲା ସିନିୟର ପୁରୁଷ ଟି୨୦...

ଡିପ୍ରେଶନରେ ଥିଲେ କୋହଲି: ଭିଡ଼ରେ ମଧ୍ୟ ଏକା ଅନୁଭବ କରୁଥିଲେ

ନୂଆଦିଲ୍ଲୀ,୨୦।୨(ପି.ଟି.): ୨୦୧୪ ଇଂଲଣ୍ଡ ଗସ୍ତ ସମୟରେ ମାନସିକ ଅବସାଦରେ ଥିବା କଥା ଭାରତୀୟ ଅଧିନାୟକ ବିରାଟ କୋହଲି କହିଛନ୍ତି। ବ୍ୟାଟିଂରେ କ୍ରମାଗତ ଭାବେ ବିଫଳ ହେବା...

ଭାରତୀୟ ପିଚ୍‌ର ସମାଲୋଚନାକୁ ରିଚାଡର୍‌ସଙ୍କ ବିରୋଧ

ନୂଆଦିଲ୍ଲୀ,୨।୩ (ପି.ଟି.): ଚଳିତ ଟେଷ୍ଟ ସିରିଜରେ ଇଂଲଣ୍ଡ କ୍ରମାଗତ ଦୁଇଟି ଟେଷ୍ଟରେ ପରାସ୍ତ ହେବା ପରେ ଭାରତୀୟ ପିଚ୍‌କୁ ନେଇ ଚର୍ଚ୍ଚା ଚାଲିଛି। ଇଂଲଣ୍ଡର କେତେକ...

ଟି୨୦ ଭଳି ଦିନିକିଆ ପଦାର୍ପଣରେ କିଷନଙ୍କ ଅର୍ଦ୍ଧଶତକ

କଲମ୍ବୋ,୧୮।୭: ଉଇକେଟକିପର ବ୍ୟାଟ୍ସମ୍ୟାନ ଇଶାନ କିଷନ ଟି୨୦ ଭଳି ଦିନିକିଆ ପଦାର୍ପଣ ମ୍ୟାଚ୍‌ରେ ମଧ୍ୟ ଅର୍ଦ୍ଧଶତକ ହାସଲ କରିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ମ୍ୟାଚ୍‌ ସହ...

୧୯୯୯ ବିଶ୍ୱକପ୍‌ରେ ଭାରତ ହାରିବା ପରେ ଭୋ ଭୋ ହୋଇ କାନ୍ଦିଥିଲେ ଭୁବି, ଏବେ…

ନୂଆଦିଲ୍ଲୀ,୬।୨: ଆହତ ସମସ୍ୟା ଯୋଗୁ ଭାରତୀୟ ଟିମ୍‌ରୁ ବାହାରେ ଅଛନ୍ତି ଅନୁଭବୀ ଦ୍ରୁତ ବୋଲର ଭୁବନେଶ୍ୱର କୁମାର। ପଡ଼ିଆ ବାହାରେ ଥିବାରୁ ସେ କ୍ରିକେଟକୁ ବହୁତ...

ଖେଳାଳିଙ୍କ ଧର୍ମଘଟ ପଛରେ ଷଡ଼ଯନ୍ତ୍ର ରହିଛି: ବିସିବି

ଢାକା, ୨୩ା୧୦ (ପି.ଟି.)-ଜାତୀୟ ଖେଳାଳିଙ୍କ ଅଦ୍ଭୁତପୂର୍ବ ଧର୍ମଘଟ ପଛରେ ଷଡ଼ଯନ୍ତ୍ର ରହିଥିବା ବାଂଲାଦେଶ କ୍ରିକେଟ ବୋର୍ଡ(ବିସିବି) ସଭାପତି ନାଜିବୁଲ ହସନ ମଙ୍ଗଳବାର କହିିଛନ୍ତି। ଅନ୍ୟପକ୍ଷରେ ପୂର୍ବ...

Advertisement
Ten Cric Info


Archives

Model This Week