ଭାସ୍କୋ,୨୩।୧: ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍)ରେ ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍ରେ ମୁମ୍ବାଇ ସିଟି ଏଫ୍ସି ୧-୦ ଗୋଲରେ ଇଷ୍ଟ ବେଙ୍ଗଲ୍ ଏଫ୍ସିକୁ ପରାସ୍ତ କରିଛି। ସ୍ଥାନୀୟ ତିଳକ ମଇଦାନରେ ଅନୁଷ୍ଠିତ ଏହି ସଂଘର୍ଷପୂର୍ଣ୍ଣ ମ୍ୟାଚ୍ର ପ୍ରଥମାର୍ଦ୍ଧରେ ସେନେଗାଲ ଡିଫେଣ୍ଡର ୨୭ତମ ମିନିଟ୍ରେ ମୁକାବିଲାର ଏକମାତ୍ର ଗୋଲ ସ୍କୋର କରିଥିଲେ। ଏହି ବିଜୟ ସହ ମୁମ୍ବାଇ ୧୨ ମ୍ୟାଚ୍ ଖେଳି ୨୯ ପଏଣ୍ଟ ହାସଲ କରିବା ସହିିତ ତାଲିକାରେ ତା’ର ଶୀର୍ଷ ସ୍ଥାନକୁ ଆହୁରି ଦୃଢ କରିଛି। ଅନ୍ୟପଟେ ଇଷ୍ଟ ବେଙ୍ଗଲ ୧୩ ମ୍ୟାଚ୍ ଖେଳି ୧୨ ପଏଣ୍ଟ ପାଇ ତାଲିକାର ଦଶମ ସ୍ଥାନରେ ରହିଛି।
ଆଇସିସି ପ୍ଲେୟର ଅଫ୍ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି
ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍ ଦି ମନ୍ଥ୍ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍ସନ ଏବଂ ପେସ୍ ବୋଲର…
IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି
ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…
IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..
ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…
୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!
ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…
ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ
ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…
‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍ କରିଥାଆନ୍ତି…
ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…
IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…
ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…
Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ
ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…
Archives

