Advertisement
Posted inଖେଳ

ଇଣ୍ଡିଆନ ସୁପର ଲିଗ୍‌: ମୁମ୍ବାଇ ସିଟି ବିଜୟୀ

ଭାସ୍କୋ,୨୩।୧: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ମୁମ୍ବାଇ ସିଟି ଏଫ୍‌ସି ୧-୦ ଗୋଲରେ ଇଷ୍ଟ ବେଙ୍ଗଲ୍‌ ଏଫ୍‌ସିକୁ ପରାସ୍ତ କରିଛି। ସ୍ଥାନୀୟ ତିଳକ ମଇଦାନରେ ଅନୁଷ୍ଠିତ ଏହି ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ର ପ୍ରଥମାର୍ଦ୍ଧରେ ସେନେଗାଲ ଡିଫେଣ୍ଡର ୨୭ତମ ମିନିଟ୍‌ରେ ମୁକାବିଲାର ଏକମାତ୍ର ଗୋଲ ସ୍କୋର କରିଥିଲେ। ଏହି ବିଜୟ ସହ ମୁମ୍ବାଇ ୧୨ ମ୍ୟାଚ୍‌ ଖେଳି ୨୯ ପଏଣ୍ଟ ହାସଲ କରିବା ସହିିତ ତାଲିକାରେ ତା’ର ଶୀର୍ଷ ସ୍ଥାନକୁ ଆହୁରି ଦୃଢ କରିଛି। ଅନ୍ୟପଟେ ଇଷ୍ଟ ବେଙ୍ଗଲ ୧୩ ମ୍ୟାଚ୍‌ ଖେଳି ୧୨ ପଏଣ୍ଟ ପାଇ ତାଲିକାର ଦଶମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କାଭେଣ୍ଡିସ୍‌ ଜିତିଲେ ଷ୍ଟେଜ୍‌-୬

ପ୍ୟାରିସ, ୨ା୭-ବ୍ରିଟେନର ମାର୍କ କାଭେଣ୍ଡିସ୍‌ ଟୁର୍‌ ଡି’ ଫ୍ରାନ୍ସର ସାଇକେଲ ରେସ୍‌ର ୬ଷ୍ଠ ଷ୍ଟେଜ୍‌ ଜିତିଛନ୍ତି। ଫଳରେ ବେଲଜିୟମର ଏଡି ମର୍କକ୍ସଙ୍କ ସର୍ବକାଳୀନ ରେକର୍ଡ ୩୪ଠାରୁ...

ଧୋନୀଙ୍କ ଝିଅଙ୍କୁ ବଳାତ୍କାର ଧମକ ଦେଇଥିବା ନାବାଳକ ଧରାପଡିଲେ

ଗାନ୍ଧୀନଗର,୧୨।୧୦: ଆଇପିଏଲ୍‌ ୨୦୨୦ରେ ଚେନ୍ନାଇ ସୁପର କିଙ୍ଗ୍ସ ଦଳର ଖରାପ ପ୍ରଦର୍ଶନ ଜାରି ରହିଛି। ଏନେଇ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଉପରେ ପ୍ରଶଂସକ ରାଗି...

‘ଦେଶକୁ ସର୍ବଦା ଆଗରେ ରଖନ୍ତି ଧୋନୀ’

ନୂଆଦିଲ୍ଲୀ,୪।୭: ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ସର୍ବଦା ଦେଶକୁ ଆଗରେ ରଖନ୍ତି। ଦେଶ କଥା ଉଠିଲେ ସେ ଦ୍ୱିତୀୟ କିଛି ଚିନ୍ତା କରନ୍ତି ନାହିଁ,...

ଟେନ୍‌ସନ୍‌ରେ ଏହି ୨ କ୍ରିକେଟର୍‌

ଲଣ୍ଡନ,୯।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ ଡ୍ରରେ ଶେଷ ହୋଇଛି। ବର୍ଷା ହେତୁ ପଞ୍ଚମ ଦିନରେ ଗୋଟିଏ ବଲ ବୋଲିଂ...

୮ ମହିଳା ରେସଲର ସସ୍‌ପେଣ୍ଡ

ନୂଆଦିଲ୍ଲୀ,୧୬।୧(ପି.ଟି.)- ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ୮ ଜଣ ମହିଳା ରେସଲରଙ୍କୁ ଗୋଟିଏ ବର୍ଷ ପାଇଁ ସସ୍‌ପେଣ୍ଡ କରିଛି। ଲକ୍ଷ୍ନୌରେ ଅନୁଷ୍ଠିତ ଜାତୀୟ କ୍ୟାମ୍ପରୁ...

ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଜର୍ସି, ମାସ୍କଟ ଉନ୍ମୋଚିତ ‘ଭାରତ ହେବ କ୍ରୀଡ଼ାର ମହାଶକ୍ତି’

ଭୁବନେଶ୍ୱର, ୭।୧(କ୍ରୀଡ଼ା ପ୍ରତିନିଧି)- ଭାରତକୁ ଏକ କ୍ରୀଡ଼ା ମହାଶକ୍ତିରେ ପରିଣତ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ସର୍ବପ୍ରଥମ...

‘୪ ଓଭର ବୋଲିଂ କରି ଥକି ପଡ଼ୁଛନ୍ତି ପେସର’

ନୂଆଦିଲ୍ଲୀ,୧।୭: ମାତ୍ର ୪ ଓଭର ବୋଲିଂ କରିବା ପରେ ବର୍ତ୍ତମାନ ପୀଢ଼ିର ବୋଲରମାନେ ଥକି ପଡ଼ୁଛନ୍ତି। କାର୍ଯ୍ୟଭାର ଯୋଗୁ ସେମାନଙ୍କୁ ୪ ଓଭରରୁ ଅଧିକ ବୋଲିଂ...

ବିନା ପ୍ରଶଂସକରେ ଆୟୋଜନ ହେବ ଟୋକିଓ ଅଲିମ୍ପିକ୍ସ: ଟିଭି ଇଭେଣ୍ଟରେ ପରିଣତ ହେବ ମେଗା ଇଭେଣ୍ଟ

ଟୋକିଓ, ୭।୭: ବିନା ପ୍ରଶଂସକରେ ଆୟୋଜନ ହେବ ଟୋକିଓ ଅଲିମ୍ପିକ୍ସ। ଏବେ ଏହା ଏକ ଟିଭି ଇଭେଣ୍ଟରେ ପରିଣତ ହେବ। ୬୮,୦୦୦ କ୍ଷମତା ବିଶିଷ୍ଟ ଟୋକିଓର...

Advertisement
Archives

Model This Week