Posted inଖେଳ

ଇଣ୍ଡିଆନ ସୁପର ଲିଗ୍‌: ମୁମ୍ବାଇ- ହାଇଦ୍ରାବାଦ ମ୍ୟାଚ୍‌ ଡ୍ର

ବାମ୍ବୋଲିମ,୧୭।୧: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶନିବାର ମୁମ୍ବାଇ ସିଟି ଏଫ୍‌ସି ଓ ହାଇଦ୍ରାବାଦ ଏଫ୍‌ସି ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ ଗୋଲ ଶୂନ୍ୟ ଭାବେ ଶେଷ ହେବା ସହ ଡ୍ର ରହିଛି। ସ୍ଥାନୀୟ ଜିଏମ୍‌ସି ଷ୍ଟାଡିୟମରେ ଅନୁଷ୍ଠିତ ଏହି ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ କୌଣସି ଦଳ ଗୋଲ ସ୍କୋର କରିବାକୁ ସକ୍ଷମ ହୋଇ ନ ଥିଲେ। ମ୍ୟାଚ୍‌ ପରେ ଇଞ୍ଜୁରି ଟାଇମ ବାବଦରେ ଅତିରିକ୍ତ ୩ ମିନିଟ୍‌ ଖେଳ ହୋଇଥିଲା। ମ୍ୟାଚ୍‌ରେ ଉଭୟ ଦଳ ଏକାଧିକ ସୁଯୋଗ ପାଇଥିଲେ ମଧ୍ୟ ଗୋଲରେ ପରିଣତ କରିପାରି ନ ଥିଲେ। ଏଥିସହି ମୁମ୍ବାଇ ୧୧ଟି ମ୍ୟାଚ୍‌ ଖେଳି ୮ ବିଜୟ, ୨ ଡ୍ର ଓ ୧ ପରାଜୟ ସହ ୨୬ ପଏଣ୍ଟ ହାସଲ କରି ତାଲିକାର ଶୀର୍ଷ ସ୍ଥାନରେ ରହିଛି। ସେହିପରି ହାଇଦ୍ରାବାଦ ୧୧ଟି ମ୍ୟାଚ୍‌ ଖେଳି ୪ ଲେଖାଏ ବିଜୟ ଓ ଡ୍ର, ୩ ପରାଜୟ ସହ ୧୬ ପଏଣ୍ଟ ପାଇ ଚତୁର୍ଥ ସ୍ଥାନରେ ରହିଛି। ବଲ୍‌ ପଜେଶନ, ପାସ୍‌ ଓ ପାସ୍‌ ଆକ୍ୟୁରେସିରେ ହାଇଦ୍ରାବାଦଠାରୁ ମୁମ୍ବାଇ ଯଥେଷ୍ଟ ଆଗରେ ରହିଥିଲା। ମ୍ୟାଚ ଡ୍ର ହୋଇଥିଲେ ମଧ୍ୟ ମୁମ୍ବାଇ ପ୍ରଭାବ ବିସ୍ତାର କରି ଖେଳିଥିଲା। ମୁମ୍ବାଇ ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ୨୨ ତାରିଖ ଶୁକ୍ରବାର ଇଷ୍ଟ ବେଙ୍ଗଲକୁ ଭେଟିବ। ସେହିପରି ହାଇଦ୍ରାବାଦ ୧୯ ତାରିଖ ମଙ୍ଗଳବାର ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ଓଡ଼ିଶାକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri