Posted inଖେଳ

ଏସିଆ କପ୍‌ ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ,୨୧।୮: ୨୦୨୩ ଏସୀୟ କପ୍‌ ପାଇଁ ଭାରତୀୟ ଦଳ ସୋମବାର ଘୋଷଣା କରାଯାଇଛି। ଦଳରେ ୧୭ ଜଣଙ୍କ ଚୟନ କରାଯାଇଛି। ଏସିଆ କପ ୩୦ ଅଗଷ୍ଟରୁ ଖେଳାଯିବ।
୨୦୨୩ ଏସିଆ କପ ପାଇଁ ଭାରତୀୟ ଦଳ – ରୋହିତ ଶର୍ମା (ଅଧିନାୟକ), ଶୁଭମନ ଗିଲ, ବିରାଟ କୋହଲି, ଶ୍ରେୟସ ଆୟାର, କେ.ଏଲ ରାହୁଲ (ଉଇକେଟ କିପର), ସୂର୍ଯ୍ୟକୁମାର ଯାଦବ, ତିଳକ ଭର୍ମା, ଇଶାନ କିଶନ (ରିଜର୍ଭ ଉଇକେଟ କିପର), ହାର୍ଦ୍ଦିକ ପାଣ୍ଡ୍ୟା, ରବିନ୍ଦ୍ର ଜାଡେଜା, ଅକ୍ଷର ପଟେଲ, ଶାର୍ଦ୍ଦୁଲ ଠାକୁର, ଜସପ୍ରୀତ ବୁମ୍‌ରା, ମହମ୍ମଦ ଶାମି, ମହମ୍ମଦ ସିରାଜ, କୁଲଦୀପ ଯାଦବ ଏବଂ ପ୍ରସିଦ୍ଧ କ୍ରିଷ୍ଣା।


Enter your email to get our daily news in your inbox.

All Right Reserved By Dharitri.Com

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

ଆରପାରିରେ ବଲିଉଡ୍‌ର ମଲ୍ଟି-ଟାଲେଣ୍ଟେଡ୍ ଅଭିନେତା ମୁସ୍ତାକ୍ ଖାନ୍, ୫୬ ବର୍ଷ ବୟସରେ ପରଲୋକ

ମୁମ୍ବାଇ: ହିନ୍ଦୀ ସିନେମା ଓ ଟେଲିଭିଜନ୍ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜଣାଶୁଣା ବରିଷ୍ଠ ଅଭିନେତା ମୁସ୍ତାକ୍ ଖାନ୍‌ଙ୍କର ୫୬ ବର୍ଷ ବୟସରେ ପରଲୋକ…

ଏସୀୟ କ୍ରୀଡ଼ାର ୧୦,୦୦୦ ମିଟର ଦୌଡ଼ରେ ସୀମାଙ୍କ ଐତିହାସିକ ବ୍ରୋଞ୍ଜ ପଦକ

ନାଗୋୟା,୨୪ା୯: ଭାରତୀୟ ଟ୍ରାକ ଆଣ୍ଡ ଫିଲ୍ଡ ଆଥଲେଟ୍‌ ସୀମା ଗୁରୁବାର ମହିଳା ୧୦,୦୦୦ ମି. ବ୍ରୋଞ୍ଜ ପଦକ ଜିତିଛନ୍ତି। ସୀମା ଦୌଡ଼କୁ ୩୨:୫୦.୦୫ ସେକେଣ୍ଡରେ ଶେଷ କରି…

କଳାହାଣ୍ଡିରେ ଥମିବାର ନା ଧରୁନି ବର୍ଷା, କୁତ୍ରିମ ନଦୀ ହେଲା ଫତେନଗର ପଡା ମୁଖ୍ୟ ରାସ୍ତା

ଭବାନୀପାଟଣା ୨୪।୯,(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଗତ ତିନିଦିନ ଧରି କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଜନଜୀବନ…

ଅକ୍ଟୋବର ୧ରୁ ଧନବର୍ଷା! ରାହୁଙ୍କ ସ୍ୱାତୀ ନକ୍ଷତ୍ରକୁ ଯିବେ ବୁଧ, ମାଲାମାଲ୍ ହେବେ ଏହି ୫ ରାଶି

ଅକ୍ଟୋବର ୧ ତାରିଖ ସକାଳ ୯ଟା ୩୩ ମିନିଟ୍‌ରେ ଗ୍ରହମାନଙ୍କ କୁମାର ‘ବୁଧ’ ତୁଳା ରାଶିରେ ବିରାଜମାନ ଥାଇ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି। ବୁଧ…

ଲାଇଭ୍‌ ହେବ କଟକ ଦୁର୍ଗାପୂଜା: ୟୁଟ୍ୟୁବ୍‌-ୱେବସାଇଟ୍‌ରେ ସିଧା ପ୍ରସାରଣ ଦେଖିପାରିବେ ଶ୍ରଦ୍ଧାଳୁ

କଟକ,୨୪।୯: କଟକର ପ୍ରସିଦ୍ଧ ଦୁର୍ଗାପୂଜା ଓ ଭସାଣି ଉତ୍ସବକୁ ନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ କଟକ ଦୁର୍ଗାପୂଜା ଏବଂ…

ଲଗାଣ ବର୍ଷାରେ ଘର ଭୁଶୁଡି ମହିଳା ଗୁରୁତର, ଜିଲା ଚିକିତ୍ସାଲୟରେ ଭର୍ତ୍ତି

କୁନ୍ଦୁରା,୨୪।୯,(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଫୁପୁଗାଁ ଗ୍ରାମ ପଞ୍ଚାୟତ ଚନ୍ଦ୍ରଶୁଣ୍ଢୀଗୁଡା ଠାରେ ଲଗାଣ ବର୍ଷାରେ ଘର ଭୁଶୁଡି ମହିଳା ଗୁରୁତରହୋଇଛନ୍ତି। ମହିଳା ଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?