Posted inଖେଳ

ରୋଚକ ଘଟଣା: ଟିମ ଇଣ୍ଡିଆଠାରୁ ଛଡ଼ାଇ ନିଆଗଲା ଡ୍ରେସିଂ ରୁମ! ଆଫଗାନିସ୍ତାନ ସିରିଜରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧୧।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ୩ ମ୍ୟାଚର T20 ସିରିଜ ଆସନ୍ତା ସେପ୍ଟେମ୍ବର ୧୩ରୁ ଆରମ୍ଭ ହେବ। ସିରିଜର ସମସ୍ତ ମ୍ୟାଚ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯିବ। ତେବେ ସିରିଜ ଆରମ୍ଭ ପୂର୍ବରୁ ସାମ୍ନାକୁ ଆସିଛି ଏକ ରୋଚକ ଅପଡେଟ୍‌। ଭାରତୀୟ ଦଳକୁ ନିଜ ଘରୋଇ ଡ୍ରେସିଂ ରୁମ ଛାଡ଼ି ଅନ୍ୟ ଡ୍ରେସିଂ ରୁମ ବ୍ୟବହାର କରିବାକୁ ପଡ଼ିବ।

ଏହାର କାରଣ ହେଉଛି, ମ୍ୟାଚ ଭାରତରେ ଖେଳାଯାଉଥିଲେ ମଧ୍ୟ ଏହି T20 ସିରିଜର ଆୟୋଜକ ଦଳ ହେଉଛି ଆଫଗାନିସ୍ତାନ। ତେଣୁ ହୋମ-ଆୱେ ପ୍ରୋଟୋକଲ ଅନୁସାରେ ଆଫଗାନିସ୍ତାନକୁ ଘରୋଇ ଦଳର ଡ୍ରେସିଂ ରୁମ ମିଳିବ ଏବଂ ଟିମ ଇଣ୍ଡିଆ ଅତିଥି ଦଳର ଡ୍ରେସିଂ ରୁମ ବ୍ୟବହାର କରିବ।

ରିପୋର୍ଟ ଅନୁସାରେ, ଆଫଗାନିସ୍ତାନ ଦଳ ପୂର୍ବତନ ଭାରତୀୟ କ୍ରିକେଟର୍‌ ରମନ ଲାମ୍ବାଙ୍କ ନାମରେ ନାମିତ ଘରୋଇ ଦଳର ଡ୍ରେସିଂ ରୁମ ବ୍ୟବହାର କରିବ। ଅନ୍ୟପଟେ ଟିମ ଇଣ୍ଡିଆ ପୂର୍ବତନ ଭାରତୀୟ କ୍ରିକେଟର୍‌ ପ୍ରକାଶ ଭଣ୍ଡାରୀଙ୍କ ନାମରେ ନାମିତ ଅତିଥି ଦଳର ଡ୍ରେସିଂ ରୁମରେ ରହିବ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୋଆରୁ ଓଡ଼ିଆ ଶ୍ରମିକ ନିଖୋଜ, ଟ୍ରେନରେ ଗାଁ କୁ ଫେରୁଥିଲେ, ୧୨ ଦିନ ହେଲା ମିଳୁନି ପତ୍ତା

ଦିଗପହଣ୍ଡି,୧୧|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ନବରଙ୍ଗପୁର ଗାଁର ସୁରେଶ ଗୌଡ଼(୫୬) ଦାଦନ ଶ୍ରମିକ ଭାବେ ଗୋଆର ଏକ ଘରୋଇ ଷ୍ଟିଲ…

Pension: ପେନସନଭୋଗୀଙ୍କ ପାଇଁ ବଡ଼ ଖୁସି ଖବର! ୮ମ ବେତନ ଆୟୋଗରେ ବଢ଼ିବ ପେନସନ, ଜାଣନ୍ତୁ ପୁରା ହିସାବ…

ନୂଆଦିଲ୍ଲୀ,୧୧।୯: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କ ମଧ୍ୟରେ ଅଷ୍ଟମ ବେତନ କମିଶନ ସମ୍ବନ୍ଧୀୟ ଆଲୋଚନା ଜୋର୍ ଧରିଛି । ଦରମା ଓ ପେନସନ୍ ସମ୍ପର୍କିତ ନୂଆ…

ଗଣେଶ ପୂଜା ପାଇଁ ବାନ୍ଧୁଥିଲେ ତୋରଣ, ବିଦ୍ୟୁତ୍‌ ତାରରେ ଲାଗିଗଲେ ନାବାଳକ, ଆଉ ତା’ପରେ…

ହିଞ୍ଜିଳିକାଟୁ,୧୦।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଣେଶ ପୂଜା ପାଇଁ ତୋରଣ ବନ୍ଧା ବେଳେ ବିଦ୍ୟୁତ୍‌ ଆଘାତରେ ଜଣେ ୧୬ ବର୍ଷୀୟ ନାବାଳକଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ…

ଆନନ୍ଦପୁରରେ ବ୍ୟାଙ୍କ ଧର୍ମଘଟ, ଏସ୍‌ବିଆଇ ସମ୍ମୁଖରେ ବିକ୍ଷୋଭ କରି…

ବଞ୍ଚୋ,୧୧ା୯(ପ୍ରଦୋଷ ବିଶ୍ୱାଳ): ୟୁନାଇଟେଡ୍‌ ଫୋରମ ଅଫ ବ୍ୟାଙ୍କ ୟୁନିଅନ୍ସର ଆହ୍ବାନକ୍ରମେ ଶୁକ୍ରବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପାଳିତ ହୋଇଛି। ଏହାର ପ୍ରଭାବ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ବ୍ୟାଙ୍କ…

ଆଉ ମାଗଣା ନୁହେଁ UPI! ପ୍ରତି ଟ୍ରାଞ୍ଜାକ୍ସନ୍‌ରେ ଦେବାକୁ ପଡ଼ିବ ଏତେ ଟଙ୍କା: କେନ୍ଦ୍ରରୁ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୧।୯: UPI ବ୍ୟବହାର କରୁଥିବା ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ଆସିଛି ବଡ଼ ଅପଡେଟ୍‌। କିଛି ଦିନ ତଳେ UPI ଉପରେ ଚାର୍ଜ ଲାଗିବ ବୋଲି ଖବର…

ଗାଁ ସାଥୀଙ୍କ ଦୁଇ ଦଫା ଦାବି ନେଇ ବିକ୍ଷୋଭ

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ କାର୍ଯ୍ୟରତ ଗାଁ ସାଥୀ (ମେଟ୍‌)ମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ ସହ ଦୁଇ ଦଫା ଦାବି ପୂରଣ ଦାବିରେ…

ଦିନିକିଆ ଗଞ୍ଜାମ ଗସ୍ତରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ: ପ୍ରାଣି ଚିକିତ୍ସାଳୟ ପୁନରୁଦ୍ଧାର ପାଇଁ…

ଗଞ୍ଜାମ,୧୧।୯(ବିଦ୍ୟାଧର ସାହୁ )ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଦିନିକିଆ ଗସ୍ତରେ ଗଞ୍ଜାମ ଆସିଥିଲେ। ଏହି ଅବସରରେ ମନ୍ତ୍ରୀ ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା…

ପିଡିଏସ୍‌ ଚାଉଳ ହେଉଥିଲା ଚାଲାଣ: ଧରିଲେ ଏସ୍‌ପି

କୁଆଁରମୁଣ୍ଡା,୧୧।୯(ମହେନ୍ଦ୍ର କୁମାର ସାହୁ): ଚୋରା ଚାଲାଣ ହେଉଥିବା ୧୪୦ କୁଇଣ୍ଟାଲ ପିଡିଏସ୍‌ ଚାଉଳ ବୋଝେଇ ଏକ ଟ୍ରକକୁ ଶୁକ୍ରବାର କୁଆଁରମୁଣ୍ଡା ବ୍ଲକ ବିଜାବାହାଲ ଗ୍ରାମ ରାମପାଲ ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Trending

ଛୁଟିଦିନ
ପିଲାଙ୍କ ଧରିତ୍ରୀ
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?